ବିଞ୍ଝାରପୁରରେ ଲୁଟେରାଙ୍କ ଦୌରାତ୍ମ୍ୟ; ଡାଲା ଅଟୋରେ ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌

ବିଞ୍ଝାରପୁର: ବର୍ଷ ଆରମ୍ଭରୁ ଯାଜପୁର ପୁଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ । ଲୁଟି ନେଲେ ଟଙ୍କା ବୋଝେଇ ଏଟିଏମ୍‌ । ଯାଞ୍ଜପୁର ଜିଲ୍ଲା ବିଞ୍ଝାରପୁର ଥାନା ମଇଁଦା ବଜାରରୁ ଏକ ଡାଲା ଅଟୋରେ ଏଟିଏମ୍‌ ଲୁଟ ହୋଇଥିବା ସିସିଟିଭିରେ କଏଦ ହୋଇଛି । ମଇଁଦା ଛକଠାରେ ଥିବା ଏଚଡିଏଫସି ବ୍ୟାଙ୍କର

ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । ଜାନୁଆରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ ୧୭ ଓ ୧୮ ତାରିଖ ଦୁଇ ଦିନ

ସେୟାର ଟେଡ୍ରିଂ ଆଳରେ ୪୦ କୋଟି ଠକେଇ; ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା ପୋଲିସର

ପୁରୀ ଦୁର୍ଘଟଣା: ମୃତ ନାବାଳକର ପରିବାରକୁ ୪ ଲକ୍ଷ ଅନୁକମ୍ପା ରାଶି

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର

ଆସନ୍ତା ୧୦ରୁ PUCC ପାଇଁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ବର: ଓଡ଼ିଶା ପରିବହନ ବିଭାଗ ଜାନୁଆରୀ ୧୦ ତାରିଖରୁ ରାଜ୍ୟବ୍ୟାପୀ ‘ଗ୍ରୀନ୍ ଷ୍ଟିକର’ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛି। ଜାନୁଆରୀ ୧୦ ତାରିଖ ପୂର୍ବରୁ PUCC ପାଇଥିବା ଯାନଗୁଡ଼ିକ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ରେ ସ୍ୱତନ୍ତ୍ର କାଉଣ୍ଟର ସହିତ ଏକ SOP

ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ, ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି

ଲୋକସେବା ଭବନରେ ରିଲ୍ସ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ

ଅଶୋକ ସ୍ତମ୍ଭକୁ ଘେରି ରହିଥିବା ହୋର୍ଡିଂ ହଟାଇଲା ବିଏମସି

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ

ସଂସ୍କୃତି ସମ୍ପର୍ଣ୍ଣା ମା’, ସୁସଂସ୍କୃତ ପରିବାର : ରୋଶନ୍

ସିଙ୍ଗପୁର : ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମସ୍ଥ "ତ୍ରିନାଥ ଠାକୁର ମହିଳା ସଂକୀର୍ତ୍ତନ ମଣ୍ଡଳୀ"ର ପ୍ରଥମ କଳା ପ୍ରଦର୍ଶନ ମହୋତ୍ସବ ମହାଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ମହାସଚିବ ମୂଖ୍ୟ ଅତିଥି ଭାବେ

ନବରଙ୍ଗପୁରର ଅଜ୍ଞାତ ଐତିହ୍ୟ ‘ରାଣୀ ଗୁମ୍ଫା’: ପାହାଡ଼ କୋଳରେ ଲୁଚିଛି କିମ୍ବଦନ୍ତୀ, ସରକାରୀ ଅବହେଳା…

ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍‌ ଅନ୍ତର୍ଗତ ଜୁନାନି ଗ୍ରାମର ପୂର୍ବ ପାର୍ଶ୍ୱରେ ଥିବା ପାହାଡ଼ କୋଳରେ ଅବସ୍ଥିତ 'ରାଣୀ ଗୁମ୍ଫା' ଆଜି ମଧ୍ୟ ସ୍ଥାନୀୟ ଲୋକଙ୍କ ଆସ୍ଥା, ବିଶ୍ୱାସ ଓ କିମ୍ବଦନ୍ତୀର ଏକ ଜୀବନ୍ତ ପ୍ରତୀକ ଭାବେ ରହିଛି। ପ୍ରାକୃତିକ ଜଙ୍ଗଲ, ପାହାଡ଼ିଆ ପରିବେଶ