ଦଳରୁ ଇସ୍ତଫା ଦେଉଛନ୍ତି ଜଣେ ପରେ ଜଣେ ନେତା, ଚିନ୍ତାରେ ୟୁନୁସ ସରକାର

ନୂଆଦିଲ୍ଲୀ: ବାଂଲାଦେଶରେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ମଧ୍ୟବର୍ତ୍ତୀକାଳୀନ ସରକାର ଭିତରେ ସବୁକିଛି ଠିକ୍ ନାହିଁ। ଗୋଟିଏ ସପ୍ତାହ ମଧ୍ୟରେ ସରକାର ଦ୍ୱିତୀୟ ଥର ପାଇଁ ବଡ଼ ଝଟକା ଭୋଗିଛି। ସ୍ୱାସ୍ଥ୍ୟ ପରାମର୍ଶଦାତା ସୟଦୁର ରହମାନ ତାଙ୍କ ପଦବୀରୁ ଇସ୍ତଫା

ମୁଖ୍ୟମନ୍ତ୍ରୀଙ୍କ ଫର୍ମାନ ଫିକା ପଡ଼ିଲା : ଡ଼ାଇରୀ ସାଙ୍ଗକୁ ମାଳମାଳ ଖାମ୍ ଭର୍ତ୍ତି ଲଫାଫା ନେତାଙ୍କ ନିକଟରେ ବାବୁ…

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀଙ୍କ ଫର୍ମାନ ଗଞ୍ଜାମ ଜିଲ୍ଲାରେ ଫିକା ପଡିଯାଇଛି। ଫୁଲ ତୋଡ଼ା ଦେବାକୁ ମନା ଥିବା ବେଳେ ଜିଲ୍ଲାର ବାବୁ ମାନେ ଡ଼ାଇରୀ ସାଙ୍ଗରେ ଲଫାଫା ଧରି ନେତାଙ୍କ ଗୃହକୁ ଛୁଟୁ ଥିବାର ଲକ୍ଷ କରାଯାଇଛି। କେଉଁ ମାଫିଆ କିଛି ନେତା ଡ଼ାଇରୀ ରେ ସନ୍ତୁଷ୍ଟ ଥିବା ବେଳେ କିଛି ନେତା

ଲାଞ୍ଚ ନେଇ ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକ ଗିରଫ

କଟକ : ଲାଞ୍ଚ ନେବା ମାମଲାରେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ । ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର ପ୍ରକାଶ ଚନ୍ଦ୍ର ନାୟକଙ୍କୁ ଗତକାଲି ଧରିଥିଲା

ଭୀଷଣ ଜାଡ ସାଙ୍ଗକୁ ଘନ କୁହୁଡ଼ିରେ ଜନଜୀବନ ଅସ୍ତବ୍ୟସ୍ତ

ନୟାଗଡ଼ (ନିସର୍ତ୍ତ) : ରାଜ୍ୟରେ ଜାରି ରହିଛି ଭୀଷଣ ଶୀତର ପ୍ରକୋପ। ତଳ ମୁହାଁ ପାରଦ ପାଇଁ ଭୀଷଣ ଜାଡ଼କୁ ସାଉଁଟୁଛି ଗାଁ ଠାରୁ ସହର, ଯେଉଁଥିରୁ ବାଦ୍ ପଡ଼ିନି ନୟାଗଡ଼। ଜଙ୍ଗଲ ପାହାଡ଼ ଘେରା ନୟାଗଡ଼ ଭୀଷଣ ଥଣ୍ଡା କାକରରୁ ବାଦ୍ ପଡିନି। ଏହି ଶୀତୁଆ ସକାଳରେ ଚା ଖଟିରେ ଆସର ଜମାଉଛନ୍ତି

ନିକୋ ପାର୍କର ହେବ ନବକଳେବର, ୬୦୦କୋଟିର ଅର୍ଥ ମଞ୍ଜୁର

ଭୁବନେଶ୍ଵର: ଭୁବନେଶ୍ଵର ନିକୋ ପାର୍କର ହେବ ନବକଳେବର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ବର ସ୍ଥିତ ନିକୋ ପାର୍କ ନେବ ନୂଆ ରୂପ । ରାଜଧାନୀ ବାସିନ୍ଦାଙ୍କ ଚାହିଦାକୁ ଲକ୍ଷ କରି ନିକୋ ପର୍କର ସମ୍ପୂର୍ଣ୍ଣ ନବକଳେବର କରିବାକୁ ନିଷ୍ପତ୍ତି

ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର: ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ବିରାଟ ମହିଳା ସମବେଶକୁ କରିବେ ସମ୍ବୋଧନ । ଓଡ଼ିଶା ଆସିବେ କଂଗ୍ରେସ ନେତ୍ରୀ ତଥା ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆସନ୍ତା ମାର୍ଚ୍ଚ ମାସରେ ରାଜ୍ୟରେ କଂଗ୍ରେସ ଏକ ବିରାଟ ମହିଳା

୪୩ ବର୍ଷ ପରେ ପୁନର୍ମିଳନ : ରଣପୁର ମହାବିଦ୍ୟାଳୟ ୧୯୮୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା

ନୟାଗଡ଼, ୩୧/୧୨,(ନିସର୍ତ୍ତ) : ନୟାଗଡ଼ ଜିଲ୍ଲା,ରଣପୁର ମହାବିଦ୍ୟାଳୟର ୧୯୮୨ ମସିହା ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ନେହମୟ ବନ୍ଧୁମିଳନ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୪୩ ବର୍ଷର ବ୍ୟବଧାନ ପରେ ଆୟୋଜିତ ଏହି ମିଳନ ଉତ୍ସବ ଶିକ୍ଷା,

ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠିତ…

ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍‌ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଡାକ୍ତର ସଙ୍ଘର ଦାବି ନେଇ

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ରକୁ ଭରଚୁଆଲରେ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର : ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଠାରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଇଗ୍ନୋ ଦକ୍ଷତା କେନ୍ଦ୍ରର ଉଦଘାଟିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ପକ୍ଷରୁ ସ୍କିଲିଂ ଫର୍ ଏଆଇ

ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ରୁ । ସୁନ୍ଦରଗଡ଼ ହେମଗିରି ଥାନା ଖୁଣ୍ଟିପାନି ଗାଁରେ ଅଭାବନୀୟ ଘଟଣା । ସାମାନ୍ୟ କଥା କଟାକଟିକୁ ନେଇ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ୱାମୀ ।