Sign in
Sign in
Recover your password.
A password will be e-mailed to you.
ଦିଲ୍ଲୀ ଏନ୍ସିଆରରେ ଘନ କୁହୁଡ଼ି : ବାତିଲ ହେଲା ଶତାଧିକ ବିମାନ
ନୂଆଦିଲ୍ଲୀ: ଦିଲ୍ଲୀର ଏନ୍ସିଆର ଅଞ୍ଚଳରେ ପ୍ରବଳ ଘନ କୁହୁଡ଼ି ଦେଖିବାକୁ ମିଳିଛି। କୁହୁଡି ଯୋଗୁଁ ଗାଡି, ଟ୍ରେନ୍ ଓ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ଦିଲ୍ଲୀ ଏୟାର୍ପୋର୍ଟରେ ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି। ଯାତ୍ରୀ ମାନଙ୍କୁ ସତର୍କ ରହିବାକୁ ଆଇଏମଡି ପକ୍ଷରୁ ବିଶେଷ ସୂଚନା!-->…
ଖୋଲି ନପାରି ୨ଟି ଏଟିଏମରେ ଲଗାଇଲେ ନିଆଁ, ଜଳିଗଲା ୩୭ ଲକ୍ଷ
ତେଲଙ୍ଗାନା : ତେଲଙ୍ଗାନାର ନିଜାମାବାଦ ଜିଲାରେ ୨ଟି ଏଟିଏମରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବା ମାମଲା ସାମ୍ନାକୁ ଆସିଛି। ଘଟଣାରେ ୩୭ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଜଳିଯାଇଛି। ପୁଲିସ ସୂଚନା ଅନୁସାରେ ଦୁର୍ବୃତ୍ତମାନେ ଏଟିଏମ୍ ମେସିନ୍ ତାଡିନେବାକୁ ଆସିଥିଲେ। ମାତ୍ର ଅସଫଳ ହେବାରୁ ମେସିନରେ!-->…
ଭାରତ-ପାକିସ୍ତାନ ଯୁଦ୍ଧବିରତି ମଧ୍ୟସ୍ଥତା ନେଇ ଚୀନର ଦାବିକୁ ପ୍ରତ୍ୟାଖ୍ୟାନ କଲା ଭାରତ
ଆମେରିକା : ଭାରତ-ପାକିସ୍ତାନ ଯୁଦ୍ଧବିରତିର ମଧ୍ୟସ୍ଥତା ଦାବି ତୀବ୍ର ହୋଇଛି । ପ୍ରଥମେ ଆମେରିକା ମଧ୍ୟସ୍ଥତା ଦାବି କରିଥିବାବେଳେ ଏବେ ଚୀନ ଏହାକୁ ନେଇ ଦାବି କରିଛି । କିନ୍ତୁ ଉଭୟ ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ । ଯୁଦ୍ଧବିରତିରେ ୩ୟ ପକ୍ଷର ସମ୍ପୃକ୍ତି ନଥିଲା ବୋଲି ଭାରତ!-->…
ଦୂଷିତ ପାଣି ହେଲା କାଳ: ଇନ୍ଦୋରରେ ଜୀବନ ହାରିଲେଣି ୮, ଅନେକ ହସ୍ପିଟାଲରେ ଭର୍ତ୍ତି
ଇନ୍ଦୋର: ଦେଶର ସବୁଠାରୁ ସ୍ୱଚ୍ଛ ସହର ଇନ୍ଦୋର। କିନ୍ତୁ ଏହି ସହରରେ ହଠାତ୍ ଦୂଷିତ ପାଣି ସାଜିଲା କାଳ। ସୂଚନା ଅନୁସାରେ ଭାଗୀରଥପୁରାରେ ଦୂଷିତ ପାଣି ପିଇବା ପରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ, ବିଭିନ୍ନ ହସ୍ପିଟାଲରେ ୬୬ରୁ ଅଧିକ ଅସୁସ୍ଥ ଲୋକଙ୍କୁ ଚିକିତ୍ସା କରାଯାଉଛି।!-->…
କାରରୁ ୧୫୦ କିଲୋ ଆମୋନିୟମ୍ ନାଇଟ୍ରେଟ୍ ଜବତ; ୨ ଗିରଫ
ନୂଆଦିଲ୍ଲୀ:ରାଜସ୍ଥାନର ଟୋଙ୍କ ଜିଲ୍ଲାରେ DST (ଜିଲ୍ଲା ସ୍ପେଶାଲ୍ ଟିମ୍) ଦଳ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ନୂଆବର୍ଷର ପାର୍ଟି ପୂର୍ବରୁ ରାଜସ୍ଥାନର ଟୋଙ୍କ ଜିଲ୍ଲାରେ ପୋଲିସର ଜିଲ୍ଲା ସ୍ୱତନ୍ତ୍ର ଦଳ (DST) ଏକ ବଡ଼ ଅଭିଯାନ ଚଳାଇଥିଲେ। ବରୋନି ପୋଲିସ ଷ୍ଟେସନ ଅଞ୍ଚଳରେ ଏକ!-->…
ଖାଲିଦା ଜିଆଙ୍କ ପୁଅଙ୍କୁ ଭେଟି ମୋଦିଙ୍କ ପତ୍ର ଦେଲେ ଜୟଶଙ୍କର
ନୂଆଦିଲ୍ଲୀ: ୩ ଥର ବାଂଲାଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ବୁଧବାର ଦିନ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଢାକାରେ ପହଞ୍ଚିଛନ୍ତି। ସେଠାରେ ସେ ଖାଲିଦା ଜିଆଙ୍କ ପୁଅ ତଥା କାର୍ଯ୍ୟକାରୀ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ଭେଟି!-->…
ପୁଟିନଙ୍କୁ ଟାର୍ଗେଟ ପରେ… ପରାମାଣୁ ମିସାଇଲ ଆକ୍ଟିଭ କଲା ରୁଷ
ନୂଆଦିଲ୍ଲୀ:ପରମାଣୁ କ୍ଷମତାସମ୍ପନ୍ନ ଓରେସନିକ କ୍ଷେପଣାସ୍ତ୍ର ପ୍ରଣାଳୀ ମୁତୟନ କଲା ରୁଷ । ମଙ୍ଗଳବାର ଦିନ ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ନିକଟରେ ଡ୍ରୋନ ଆକ୍ରମଣ ପରେ ଏହି ନିଷ୍ପତ୍ତି ନିଆଯାଇଛି ।
ବେଲାରୁଷ ନିଜ!-->!-->!-->…
ମହାନଗର ନିଗମରେ ପରିଣତ ହେଲା ପୁରୀ ପୌରପାଳିକା, ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର : ଆଜିଠାରୁ ପୁରୀ ପୌରପାଳିକା ମହାନଗର ନିଗମରେ ପରିଣତ ହୋଇଛି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ ଯେ, ଭାରତ ବର୍ଷର ଏକ ପ୍ରସିଦ୍ଧ ତୀର୍ଥସ୍ଥଳୀ ହେଉଛି, ମହାପ୍ରଭୁ ଶ୍ରୀ!-->!-->!-->…
ଧାନ କିଣାରେ ଅବ୍ୟବସ୍ଥା: ବସ୍ତା ରଖି ରାସ୍ତାରୋକ କଲେ ଚାଷୀ
ହରଭଙ୍ଗା : ବୌଦ୍ଧ ଜିଲାରେ ଖରିଫ ଧାନ କ୍ରୟ ଆରମ୍ଭରୁ କେଁ ଦେଖିବାକୁ ମିଳିଛି । ଧାନକ୍ରୟ ରେ ଅନିୟମିତତା ଅଭିଯୋଗ ଆଣି ରାସ୍ତାରୋକ କରିଛନ୍ତି ଚାଷୀ । ସୂଚନା ଅନୁସାରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବାଣିଭଷଣପୁର ପଞ୍ଚାୟତର କରଞ୍ଜକଟା ପ୍ୟାକ୍ସରେ ଧାନକ୍ରୟ ଶୁଭାରମ୍ଭ ହୋଇଥିଲା । ଜରି ଅଖାରେ!-->…
ମାଞ୍ଜା ସୂତା ଲାଗି ପିଉସୀ ଓ ପୁତୁରା ଗୁରୁତର
କଟକ: କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ସେମାନଙ୍କ ବେକରେ ଗୁଡାଇ ହୋଇଯାଇଥିଲା। ଏଥିରେ ବାଇକ ଚାଳକ ତଥା ପୁତୁରା ଦେବୀ କଲ୍ୟାଣ ଆଚାର୍ଯ୍ୟ(୩୦) ଗୁରୁତର ଭାବେ ଆହତ ହୋଇଥିବା!-->…