କୋରାପୁଟଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ : କୋରାପୁଟ ସ୍ଥାନୀୟ ସଦଭାବନା ସଭା ଗୃହ ପରିସରରେ ଜ଼ିଲ୍ଲାପାଳ ମନୋଜ ସତ୍ଯୱାନ ମହାଜନଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି| ଏହି ଶିବିରରେ ଗୋଷ୍ଠୀ ଗତ ଭାବେ ୮ଗୋଟି ଏବଂ ବ୍ୟକ୍ତିଗତ ୨୦ ଟି ମୋଟ ୨୮ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ଏହି ଶିବିରରେ ଅତିରିକ୍ତ

ସାଇକେଲ ଯୋଗେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି ବିଦ୍ୟାଧର ବଗର୍ତ୍ତୀ

ବାଲିଗୁଡା, ତା, ୩୧/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ବାଡେଗୁଡା ଗ୍ରାମର ଗଦାଧର ବଗର୍ତ୍ତୀ ଙ୍କ ପୁତ୍ର ବିଦ୍ୟାଧର ବଗର୍ତ୍ତୀ ସାଇକେଲ ଯୋଗେ ଭାରତ ର ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି l ସେ ଛତିଶଗଡ଼, ପ୍ରୟାଗରାଜ,

ଭଡ଼ା ଘରୁ ଗ୍ରାମ ବିକାଶ ଅନୁଷ୍ଠାନର କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର : ତଦନ୍ତ ଅବ୍ୟାହତ

ବାଲିଗୁଡା, ତା, ୩୧/୧୨ : ଏକ ଭଡା ଘରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ପୋଲିସ୍ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଶବ ଉଦ୍ଧାର କରିଛି ପୋଲିସ୍ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ

ପ୍ରସାଦ ସେବନ କରି ୫୦ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ରାଜଗଡ: ରାଜଗଡ ଜିଲାରେ ଏକ ଧାର୍ମିକସ୍ଥଳରେ ଆୟୋଜିତ ପ୍ରସାଦ ସେବନ ପରେ ୫୦ରୁ ଅଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ରାତିରେ ରାଜଗଡ ଜିଲା ଖିଲଚିପୁର ଥାନା ଅନ୍ତର୍ଗତ ଗାଦିୟା ଲୁହାର ଗାଁରେ ଆୟୋଜିତ ଏକ ଧାର୍ମିକ ସଭାରେ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା।

ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ଗୁଳି କରି ହତ୍ୟା; ହତ୍ୟାକାରୀ କହିଲା-ମୁଁ ମଜା କରୁଥିଲି

ବାଂଲାଦେଶ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ସେ ହେଲେ ବଜେନ୍ଦ୍ର ବିଶ୍ଵାସ(୪୨)। ଏକ କାରଖାନା ଭିତରେ ସୁରକ୍ଷାକର୍ମୀ ଭାବେ ଡ୍ୟୁଟି କରୁଥିବା ସମୟରେ ବଜେନ୍ଦ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳି କରିବା ପରେ ହତ୍ୟାକାରୀ ତାତ୍ସଲ୍ୟ କରି ‘ମୁଁ ମଜାକ କରୁଥିଲି’

ପନ୍ଦରତମ ରାଜ୍ୟ ଓଡ଼ିଶା ସ୍ୱାଭିମାନ ସମ୍ମିଳନୀ ଆୟୋଜନ ନେଇ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର : ଅନ୍ତର୍ଜାତୀୟ ଓଡ଼ିଆ ସ୍ୱାଭିମାନ ପ୍ରତିଷ୍ଠାନ, ନୂଆଦିଲ୍ଲୀ ଦେଶରେ ପ୍ରସିଦ୍ଧ ଅର୍ଜନ କରିଥିବା ଏକ ପ୍ରତିବଦ୍ଧ ସାଂସ୍କୃତିକ ପ୍ରତିଷ୍ଠାନ l ବିଗତ ପନ୍ଦର ବର୍ଷ ଧରି ଏହି ପ୍ରତିଷ୍ଠାନ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ନୁଆଦିଲ୍ଲୀ, କଲିକତା, ମୁମ୍ବାଇ ଓ ଦକ୍ଷିଣାଞ୍ଚଳର

ଦେଶର ଅତ୍ୟାଧୁନିକ ହେଲିକପ୍ଟର DHRUV-NG ଉଦ୍ଘାଟିତ

ନୂଆଦିଲ୍ଲୀ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଠାରେ ପରବର୍ତ୍ତୀ ପିଢ଼ିର ସିଭିଲ୍ ହେଲିକପ୍ଟର DHRUV-NG ଉଦଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାଇଡୁ ଏରୋ ଇଣ୍ଡିଆ ଶୋ’ରେ HAL ଦ୍ୱାରା ପ୍ରଦର୍ଶିତ

୨୦୨୬ରେ ବେଙ୍ଗଲରେ ବିଜେପି ସରକାର: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ୨୦୨୬ ମସିହାରେ ବେଙ୍ଗଲରେ ବିଜେପି ସରକାର ନିଶ୍ଚିତ ବୋଲି କହିଛନ୍ତି ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ। ଆହୁରି ମଧ୍ୟ ସେ କହିଛନ୍ତି ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ କରି ସରକାର ଗଠନ କରିଛୁ। ୨୦୨୬ରେ

ଘାଟିରୁ ଖସିଲା ବସ୍ : ୭ ଯାତ୍ରୀ ମୃତ, ୧୫ ଆହତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଗଭୀର ଘାଟିରେ

ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ

ମସ୍କୋ- ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ କରିବା ପାଇଁ ଚେଷ୍ଟା କରାଯାଇଥିବା ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍ ସୂଚନା ଦେଇଛନ୍ତି । ୟୁକ୍ରେନ୍‌ ଏହି ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିବା ସେ କହିଛନ୍ତି । ଡିସେମ୍ବର ୨୮ ଏବଂ ୨୯ ତାରିଖରେ ଏହି ଆକ୍ରମଣ କରାଯାଇଥିଲା ।