ଚିକିତ୍ସାରେ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ: ଡାକ୍ତରଖାନା ଆଗରେ ଧାରଣା

ଯାଜପୁର: ଯାଜପୁର ମେଡିକାଲ ଛକରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଅପରେସନ ପରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ପ୍ରସୂତିଙ୍କର କଟକରେ ମୃତ୍ୟୁ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହିତ ଚିକିତ୍ସାରେ ଅବହେଳା ଅଭିଯୋଗରେ ପରିବାର ଲୋକେ ଉକ୍ତ ଡାକ୍ତରଖାନା ଆଗରେ ମୃତଦେହ ରଖି ଧାରଣା

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ବର : ନୂଆବର୍ଷ ପୂର୍ବରୁ କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା । ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ।ଭୁବନେଶ୍ବର ସହରକୁ ନିଶା ଚାଲାଣ ସମୟରେ ଧରିଲା କଷ୍ଟମ ବିଭାଗ । ବିମାନରେ ଜଣେ ଯାତ୍ରୀ ମାରିଜୁଆନା ଆଣିଥିବା ବେଳେ ତାଙ୍କୁ କଷ୍ଟମ ବିଭାଗ

ପିକନିକ ପାଇଁ ମାର୍ଗଦର୍ଶିକା ଜାରି କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର :  ପିକନିକ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ।  ମଦ୍ୟପାନ କରି ଗାଡି ଚାଳନା ଓ ଦୃତ ଗତି ଉପରେ ରହିବ କଡା ନଜର ।  ମାର୍ଗଦର୍ଶିକାର ପାଳନ ପାଇଁ ଆରଟିଓମାନଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।  ରାଜ୍ୟର ପ୍ରମୁଖ ପିକନିକ ସ୍ପଟକୁ ଚିହ୍ନଟ କରିଛି ବିଭାଗ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ PEOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ PEO। ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ବିରୋଧରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ। ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି।

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର, ଘରୁ ଜବତ ହେଲା ୭୫ ଲକ୍ଷ ନଗଦ ଟଙ୍କା

ବାରଙ୍ଗ : ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା । ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଅମାପ ସଂପତ୍ତି । ଘରୁ ଜବତ ହେଲାଣି ୭୫ ଲକ୍ଷ ନଗଦ କ୍ୟାସ । ଭିଜିଲାନ୍ସ ଯେତେ ଖୋଳୁଛି ସେତେ ବାହାରୁଛି । ପୁଳାପୁଳା ସୁନା ଗହଣା ଠାବ ହୋଇଛି । ୧୦୦ ଗ୍ରାମ ସୁନା ଗହଣା ବାହାରିଲାଣି । ବ୍ୟାଙ୍କ ଓ

OUWJ ଗ୍ରୁପ ରାଇଘର ଶାଖାର ସଭାପତି ନିର୍ବାଚନ ସମ୍ପନ୍ନ…

ଦେବିସିଂ କଲାର ସର୍ବସମ୍ମତିକ୍ରମେ ସଭାପତି ନିର୍ବାଚିତ ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ଅଧୀନସ୍ଥ OUWJ ଗ୍ରୁପର ରାଇଘର ଶାଖାର ସଭାପତି ନିର୍ବାଚନ ଉଦ୍ଦେଶ୍ୟରେ ଆଜି ଏକ ସାଧାରଣ ବୈଠକ ସୁଚାରୁ ଭାବେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ନରସିଂ ବାଘ ଜିଲ୍ଲା ସ୍ତରୀୟ ଉପ-ସଭାପତି

ନୂଆବର୍ଷ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ୩୧ ତାରିଖ ରାତି ୧୧ରେ ପହୁଡ଼, ୨ଟାରେ ଦ୍ବାର ଫିଟା

ପୁରୀ : ନୂଆବର୍ଷ ପାଇଁ ଆସନ୍ତାକାଲି ଶ୍ରୀଜଗନ୍ନାଥଙ୍କର ସ୍ୱତନ୍ତ୍ର ନୀତିକାନ୍ତି ।  ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ହେବ ଶ୍ରୀଜିଉଙ୍କ ପହୁଡ଼ ନୀତି ।  ପରେ ପୁଣି ରାତ୍ର ୨ଟାରେ ହେବ ଦ୍ବାରଫିଟା ନୀତି । ଛତିଶାନିଯୋଗ ଓ ନୀତି ସବକମିଟି ଅନୁମୋଦିତ ନୀତି ଅନୁସାରେ ଏହି ନିଷ୍ପତ୍ତି ହୋଇଛି

କ.ନୂଆଗାଁ ବ୍ଲକ ପଞ୍ଚାୟତ ସମିତିର ଏକାଦଶତମ ବୈଠକ

ବାଲିଗୁଡା, ତା, ୩୦/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସଭାଗୃହ ଠାରେ ଏକାଦଶ ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ବୈଠକକୁ ଜିପିଇଓ ସ୍ମୃତି ସାଗର ପ୍ରଧାନ ସଂଯୋଜନା କରିଥିବା ବେଳେ ସ୍ବାସ୍ଥ୍ୟ,ଶିଶୁ ବିକାଶ ଯୋଜନା,ପଶୁ ସମ୍ପଦ, କୃଷି,

ଉମରକୋଟଠାରେ ଟିପିଏସ୍ଓଡିଏଲ୍ ତରଫରୁ ନୂତନ ଗ୍ରାହକ ସମ୍ପର୍କ କେନ୍ଦ୍ର ଉଦଘାଟିତ…

ଉପକୃତ ହେବେ ପ୍ରାୟ ୧.୨ଲକ୍ଷରୁ ଉର୍ଦ୍ଧ୍ବ ଉପଭୋକ୍ତା ସମଗ୍ର ଦକ୍ଷିଣ ଓଡିଶାରେ ୮ ସିଆରସି କେନ୍ଦ୍ର ଉପଭୋକ୍ତାଙ୍କୁ ସେବା ଯୋଗାଉଛି ଉମେରକୋଟ : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ ନବରଙ୍ଗପୁର ଜିଲ୍ଲାର ଉମରକୋଟଠାରେ ନୂତନ ଗ୍ରାହକ

ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା, ଜାନୁଆରୀ ୨ରୁ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର