Sign in
Sign in
Recover your password.
A password will be e-mailed to you.
ଲୋପ ପାଇଛି ଗ୍ରିଟିଙ୍ଗ: ସୋସିଆଲ ମିଡିଆରେ ନବବର୍ଷର ବାର୍ତ୍ତା ବୃଦ୍ଧି ପାଉଛି
ବାଲିଗୁଡା : ଆଉ ଦିନକ ପରେ ଇଂଲିଶ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି। ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା। କିନ୍ତୁ ଏହା ବର୍ତ୍ତମାନ ଲୋପ ପାଇଛି| ନବବର୍ଷ ଆସିଲେ ବିଭିନ୍ନ!-->…
ଆଜି ଠାରୁ ଜାନୁଆରି ୪ ତାରିଖ ପର୍ଯ୍ୟନ୍ତ ପୁରୀର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର । ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି ଜମୁଛି । ଯାହାକୁ ଦୃଷ୍ଟିରେ ରଖି!-->…
ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କର୍ଣ୍ଣିବେଡ଼ାକୁ ହରାଇ ମନମୁଣ୍ଡା ଚମ୍ପିଆନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ ୧୧୪ ରନରେ ପରାସ୍ତ କରି!-->…
‘ସ୍ବୀକୃତି’ ଯୋଜନାରେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ ପାଇବେ ମାସିକ ୧୫୦୦ ଟଙ୍କା
ଭୁବନେଶ୍ୱର: ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ ଯୋଜନାରେ ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା ଆରମ୍ଭ!-->…
ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଖାରଜ
ଭୁବନେଶ୍ୱର: ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍। ଏଥର କଠୋର ହୋଇଛି ଅବକାରୀ ବିଭାଗ। ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟର ସମସ୍ତ ଇଭେଣ୍ଟ ଅର୍ଗାନାଇଜର।
ଜିରୋ ନାଇଟ୍ ସେଲିବ୍ରେସନ ପାଇଁ!-->!-->!-->…
ତାଇୱାନ ବିରୋଧରେ ଚୀନର ଯୁଦ୍ଧାଭ୍ୟାସକୁ ସମର୍ଥନ କଲା ରୁଷ
ନୂଆଦିଲ୍ଲୀ: ଚୀନ ତାଇୱାନକୁ ଚାରିପଟୁ ଘେରି ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ସୋମବାର ଚୀନର ପିପୁଲ୍ସ ଲିବରେସନ ଆର୍ମି(ପିଏଲଏ) ‘ଜଷ୍ଟିସ ମିଶନ ୨୦୨୫’ ନାମରେ ବଡ଼ ଧରଣର ସୈନ୍ୟ ଅଭ୍ୟାସ ଆରମ୍ଭ କରିଥିବାବେଳେ ଏଥିରେ ସ୍ଥଳସେନା, ନୌସେନା, ବାୟୁସେନାକୁ ତାଇୱାନର ଚତୁର୍ଦିଗରେ ମୁତୟନ କରାଯାଇଛି।!-->…
ରାଜ୍ୟ ଯୁବ ବିଜୁଜନତା ଦଳର ସାଧାରଣ ସମ୍ପାଦକ ହେଲେ ପ୍ରଫୁଲ୍ଲ
ନୟାଗଡ଼,୨୯/୧୨ (ନିସର୍ତ୍ତ): ରାଜ୍ୟ ଯୁବ ବିଜୁଜନତା ଦଳର ସାଧାରଣ ସମ୍ପାଦକ ଭାବରେ ଗାୟତ୍ରୀ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ଯୁବ ସମାଜସେବୀ ପ୍ରଫୁଲ୍ଲ କୁମାର ନାୟକ ନିଯୁକ୍ତ । ନିଯୁକ୍ତ ହେବା ପରେ ସାଙ୍ଗଠନିକ କାର୍ଯ୍ୟକୁ ଜୋରଦାର କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଓଡିଶା ବିଜୁଜନତା ଦଳ!-->…
ଟ୍ରେନ୍ ଲାଇନଚ୍ୟୁତ: ୧୩ ଯାତ୍ରୀ ମୃତ
ନୂଆଦିଲ୍ଲୀ : ମେକ୍ସିକୋର ଦକ୍ଷିଣ-ପୂର୍ବ ଓଆକ୍ସାକା ଅଞ୍ଚଳରେ ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମେକ୍ସିକୋ ଉପସାଗର ଏବଂ ପ୍ରଶାନ୍ତ ମହାସାଗର ମଧ୍ୟରେ ଯାତ୍ରା କରୁଥିବା ଟ୍ରେନ୍ ଟି ୨୪୧ ଜଣ ଯାତ୍ରୀ ଏବଂ!-->…
ବଣ୍ଡାଘାଟି ସ୍ଥିତ ଅଣ୍ଡ୍ରlହାଲ ଗ୍ରାମ ପଞ୍ଚାୟତ : ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ମାଲକାନଗିରି : ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ବଣ୍ଡାଘାଟି ସ୍ଥିତ ଅଣ୍ଡ୍ରlହାଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ!-->…
ଅଶାନ୍ତ ବାଂଲାଦେଶ: ଜାଳି ଦେଲେ ହିନ୍ଦୁଙ୍କ ଘର
ନୂଆଦିଲ୍ଲୀ:ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହିଂସା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ପରଠାରୁ ଦେଶ ଅଶାନ୍ତ ହୋଇପଡ଼ିଛି। ଏହି ସମୟରେ, ଜଣେ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ପିଟି ପିଟି ହତ୍ୟା କରଯାଇଥିଲା। ତା’ପରେ ଅମୃତ!-->…