Sign in
Sign in
Recover your password.
A password will be e-mailed to you.
କୁଳଦୀପ ସେନଗରଙ୍କୁ ଶକ୍ତ ଝଟ୍କା: ଜାମିନ ନିଷ୍ପତ୍ତି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଉନ୍ନାଓ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା କୁଲଦୀପ ସିଂହ ସେନଗରଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତା ଦର୍ଶାଇଛନ୍ତି। ସୁପ୍ରିମକୋର୍ଟ ସେନଗରଙ୍କୁ ଏକ ନୋଟିସ!-->…
ବାପା ଆଇଫୋନ୍ ନ ଦେବାରୁ ଜୀବନ ହାରିଲା ଝିଅ
ଉତ୍ତରପ୍ରଦେଶ : ଆଇଫୋନ୍ ପାଇଁ ଜୀବନ ହାରିଲା ୧୮ ବର୍ଷୀୟ ଝିଅ । ଯାହା ଫଳରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି । ଏଥିସହ ସ୍ଥାନୀୟ ଅଞ୍ଚଳରେ ଶୋକର ବାତାବରଣ ମଧ୍ୟ ଖେଳିଯାଇଛି । ଏପରି ଘଟଣା ଉତ୍ତରପ୍ରଦେଶର ଡାକୋର ପୋଲିସ ଷ୍ଟେସନ ଅଞ୍ଚଳର ବୋଲି ଜଣାପଡିଛି ।
ସୂଚନାନୁଯାୟୀ,!-->!-->!-->…
ଜାନୁଆରୀ ୫ ଯାଏଁ ବୃନ୍ଦାବନ ବାଙ୍କେ ବିହାରୀ ମନ୍ଦିରରେ ଦର୍ଶନ ମନା !
ମଥୁରା : ନୂଆବର୍ଷ ପାଇଁ ଶ୍ରୀବାଙ୍କେ ବିହାରୀ ମନ୍ଦିର ତରଫରୁ ଶ୍ରଦ୍ଧାଳୁଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି କି, ପାଶ୍ଚାତ୍ୟ ନବବର୍ଷ ଅବସରରେ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଦର୍ଶାନାର୍ଥୀଙ୍କ ଭିଡ଼କୁ ଦେଖି!-->…
ଆରାବଳୀ ମାମଲା: ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ବହୁ ଚର୍ଚ୍ଚିତ ଆରାବଳୀ ଖଣି ଖନନ ମାମଲାରେ କୋର୍ଟ ପୂର୍ବରୁ ଦେଇଥିବା ରାୟରେ ସ୍ଥଗିତାଦେଶ ଜାରି କରିଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି ।
!-->!-->!-->…
ମଝି ଆକାଶରେ ଦୁଇ ହେଲିକପ୍ଟର ଧକ୍କା, ଜଣେ ମୃତ
ଆମେରିକା : ଆମେରିକାର ନ୍ୟୁ ଜର୍ସିରେ ଭୟଙ୍କର ବିମାନ ଦୁର୍ଘଟଣା । ଦୁଇଟି ହେଲିକପ୍ଟର ମଝି ଆକାଶରେ ଧକ୍କା ହେବା ଫଳରେ ଖଣ୍ଡ ଖଣ୍ଡ ହୋଇଯାଇଛି । ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣକ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି!-->…
କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ, ଟିଫିନ ବୋମା ଓ ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ମାଓ ସାମଗ୍ରୀ। ଯାହା ମଧ୍ୟରେ ରହିଛି ଗୋଟିଏ ଟିଫିନ ବୋମା ଏବଂ ବିପୁଳ ପରିମାଣର ବିସ୍ପୋରକ। ସୁରକ୍ଷା କର୍ମୀଙ୍କୁ କ୍ଷତି ପହଞ୍ଚାଇବା ଲାଗି ଜଙ୍ଗଲ!-->…
ଜିରୋ ନାଇଟ୍ରେ ମଦ ପିଇ ଗାଡ଼ି ଚଳାଇଲେ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ଜିରୋ ନାଇଟରେ ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଦ୍ଵେତନଗରୀ ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ଏପରି ଚେତାବନୀ ଦେଇଛନ୍ତି। ଯଦି କେହି ଅମାନିଆ ହୁଅନ୍ତି, ତେବେ ସେମାନଙ୍କ ଗାଡ଼ି ଜବତ କରାଯିବା ସହିତ କୋର୍ଟ ଚାଲାଣ କରାଯିବ।
ପୁଲିସ!-->!-->!-->…
ଫେରିଗଲେ ମୁଖ୍ୟ ନିର୍ବାଚନ କମିଶନର: ବୁଥ୍ ସ୍ତରୀୟ ବୈଠକ ସ୍ଥଗିତ
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଦିଲ୍ଲୀ ଫେରି ଯାଇଛନ୍ତି । ପିତାଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଶୁଣିବା ପରେ ସେ ତୁରନ୍ତ ଦିଲ୍ଲୀ ଫେରି ଯାଇଛନ୍ତି । ଫଳରେ ଆଜି ହେବାକୁ ଥିବା ତୃତୀୟ ଦିନର ବୁଥ୍ ସ୍ତରୀୟ ଅଧିକାରୀଙ୍କ ସହ ବୈଠକ ସମେତ ଅନ୍ୟ କାର୍ଯ୍ୟକ୍ରମକୁ!-->…
ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ
କୋରାପୁଟ: ଜିଲା କୋଟପାଡ଼ ଥାନା ଅନ୍ତର୍ଗତ ବଣ୍ଡାଗୁଡ଼ାରେ ସୋମବାର ଏକ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଏକ ଘରେ ଦୁଇ ଜଣ ବ୍ୟକ୍ତି ଏହି ନକଲି ମଦ କାରଖାନା ଚଳାଉଥିଲେ। ବିଭିନ୍ନ ରସାୟନିକ ସାମଗ୍ରୀ ମିଶ୍ରଣ କରି ନାମୀଦାମୀ ବ୍ରାଣ୍ଡର ମଦ ପ୍ରସ୍ତୁତ କରି ବାହାରକୁ ଚାଲାଣ କରୁଥିଲେ। ଏ!-->…
୪ଦଫା ଦାବିରେ ଟାଟା ପାୱର ଅଫିସ ଘେରାଉ କଲା କଂଗ୍ରେସ
ଭୁବନେଶ୍ୱର: ରାଜଧାନୀରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀ ଓ ନେତାଙ୍କ ପକ୍ଷରୁ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନେ ଆନ୍ଦୋଳନରେ ସାମିଲ ହୋଇ ୪ଦଫା ଦାବିରେ ଟାଟା ପାୱର!-->…