Sign in
Sign in
Recover your password.
A password will be e-mailed to you.
ଜାରି ହେଲା ବିଜେପିର ଷ୍ଟାର୍ ପ୍ରଚାରକ ଲିଷ୍ଟ
ଭୁବନେଶ୍ବର: ନୂଆପଡା ମଇଦାନ ଏବେ ସରଗରମ । ନିଜ ନିଜ ଯୋଦ୍ଧାକୁ ଓହ୍ଲାଇ ସାରିଛନ୍ତି ୩ ଦଳ । ଏବେ ଲଢେଇ ଶେଷ ପ୍ରସ୍ତୁତିରେ । ତିନି ଦଳ ନିଜ ନିଜର ବିଜୟ ପାଇଁ ଅଙ୍କ କଷୁଥିବା ବେଳେ ବିଜେପି ଏକ ଶକ୍ତିଶାଳୀ ୪୦ ସଦସ୍ୟ ବିଶିଷ୍ଟ ଷ୍ଟାର ପ୍ରଚାରକ ତାଲିକା ସହିତ ନୂଆପଡା ଉପନିର୍ବାଚନ ପ୍ରଚାର!-->…
ସମଗ୍ର ଦେଶରୁ ପ୍ରତ୍ୟାହାର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଆଇଏମଡି
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ଗୁରୁବାର ଦିନ ସମଗ୍ର ଦେଶରୁ ପ୍ରତ୍ୟାହାର ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି।
ସେହି ସମୟରେ ଉତ୍ତର-ପୂର୍ବ ମୌସୁମୀ ତାମିଲନାଡୁ, ପୁଡୁଚେରୀ ଏବଂ କରିକାଲ, ଉପକୂଳ ଆନ୍ଧ୍ର ପ୍ରଦେଶ, ରାୟଲସୀମା, ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ!-->!-->!-->…
ବିଜେଡିକୁ ଝଟ୍କା, ବିଜେପିରେ ମିଶିଲେ ଲମ୍ବୋଦର
ଭୁବନେଶ୍ୱର: ନୂଆପଡ଼ା ରାଜନୀତିରେ ବିଜେଡିକୁ ଶକ୍ତ ଏକ ଝଟ୍କା । ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଲମ୍ବୋଦର ନିଆଲ । କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍ରେ ଲଢ଼ିଥିଲେ ।
ପୂର୍ବରୁ ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ରୁଦ୍ଧଦ୍ୱାର ବୈଠକ ହୋଇଥିଲା ।
!-->!-->!-->!-->…
୭୯ ବର୍ଷରେ ପାଦ ଥାପିଲେ ନବୀନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଛନ୍ତି ନବୀନ। ସ୍ବର୍ଗତ ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ରାଜ୍ୟ ଇତିହାସର ଏକ ଅନନ୍ୟ ଛବି। ନବୀନଙ୍କ ଜନ୍ମଦିନରେ!-->…
ଶେରଗଡ଼ କାଳିଆ ଜେନା ହତ୍ୟା ଉଦ୍ୟମ ମାମଲା ଘଟଣା : ସମର୍ଥକ ମାନଙ୍କ ହାଇ ଡ୍ରାମା ପରେ ବିଜେଡ଼ି ନେତା ପିଣ୍ଟୁ ପଟ୍ଟନାୟକ…
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଧନନ୍ତର ପଞ୍ଚାୟତ ସୁନାନ୍ତର ଗାଁ ରେ ନିରଞ୍ଜନ ଜେନା ଓରଫ କାଳିଆ ଜେନାଙ୍କୁ ହତ୍ୟା ଉଦ୍ୟମ ସହ ବୋମା ଓ ଗୁଳିମାଡ ଘଟଣାରରେ ଯୁବ ବିଜେଡ଼ି ସଭାପତି ସନ୍ତୋଷ ପଟ୍ଟନାୟକ ଓରଫ ପିଣ୍ଟୁ ପଟ୍ଟନାୟକଙ୍କୁ ଆଜି ଗିରଫ କରିଛି ପୋଲିସ l ଏହାକୁ ବିରୋଧ କରି!-->…
ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଜେଡିୟୁ
ବିହାର : ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଜେଡିୟୁ । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ମଙ୍ଗଳବାର ଦିନ ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ୫୭ ଜଣ!-->…
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆୟୁଷ୍ମାନ ଯୋଜନା ବ୍ୟୟବରାଦ ୪୭୫୩ କୋଟି
ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲ୍ ୧୧ରୁ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହୋଇଛି। ନୂଆ ସରକାର ଆସିବା ପରେ ଏହି ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୩.୪୭ କୋଟି ହିତାଧିକାରୀ ସାମିଲ ହୋଇଥିବାେବଳେ ୧.୪୭ କୋଟି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରାଯାଇଛି।!-->…
ବ୍ରହ୍ମାକୁମାରୀସ୍ ଶାନ୍ତିକୁଣ୍ଡ ତରଫରୁ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟର ଠାରେ ଶ୍ରୀମଦ୍ ଭଗବତ୍ ଗୀତା ପ୍ରବଚନ ମାଳା
ବ୍ରହ୍ମପୁର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ ବ୍ରହ୍ମପୁର ତରଫରୁ ରାମଚନ୍ଦ୍ରପୁରସ୍ଥ ପ୍ରଭୁ ଉପହାର ରିଟ୍ରିଟ୍ ସେଣ୍ଟର ଠାରେ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ସବଜୋନ୍ ସଞ୍ଚାଳିକା ରାଜଯୋଗିନୀ ବ୍ରହ୍ମାକୁମାରୀ ଭଗିନୀ ମଞ୍ଜୁ ଦିଦିଙ୍କ ପ୍ରଥମ!-->…
ଉତ୍ତରାଖଣ୍ଡରେ ହେବ ଅତ୍ୟାଧୁନିକ ରୋପୱେ, କେଦାନରନାଥ ଯାତ୍ରା ଏଣିକି ୯ ଘଣ୍ଟା ବଦଳରେ ମାତ୍ର ୩୬ ମିନିଟ୍
ନୂଆଦିଲ୍ଲୀ : କେଦାରନାଥ ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ନାନାଦି ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ। ପରିବର୍ତ୍ତନଶୀଳ ପାଣିପାଗ, ବର୍ଷା, ତୁଷାରପାତର ଭୟ ଶ୍ରଦ୍ଧାଳୁଙ୍କ ମନରେ ଭୟ ସୃଷ୍ଟି କରିଥାଏ। ବୟସ୍କ ଓ ଶିଶୁଙ୍କ ପାଇଁ ଯାତ୍ରା କଷ୍ଟଦାୟକ ହୋଇଥାଏ। ଏବେ ଏହାକୁ ସହଜ କରିବା ପାଇଁ!-->…
ଆଖି ବୁଜିଲେ ମହାଭାରତର ‘କର୍ଣ୍ଣ’
ମୁମ୍ବାଇ: ବଲିଉଡ ଅଭିନେତା ତଥା ମହାଭାରତର ପ୍ରସିଦ୍ଧ କର୍ଣ୍ଣ ଭୂମିକାରେ ଅଭିନୟ କରିଥିବା ପଙ୍କଜ ଧୀରଙ୍କ ଆଜି ପରଲୋକ ହୋଇଛି । ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ହେବ ସେ!-->…