Sign in
Sign in
Recover your password.
A password will be e-mailed to you.
କାଠ ମାଫିଆଙ୍କ ଆକ୍ରମଣରେ ଫରେଷ୍ଟଗାର୍ଡ ଆହତ
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବେଇଆନ କାଠ ମାଫିଆଙ୍କ ଦୌରାତ୍ମ୍ୟ । କାଠ ଚୋରା ଚାଲାଣ ବେଳେ ଧରିଲା ବନବିଭାଗ । ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି କାଠ ମାଫିଆମାନେ । କାଠ ମାଫିଆଙ୍କ ଆକ୍ରମଣରେ ବନ କର୍ମଚାରୀଙ୍କ ଗାଡ଼ି ଭାଙ୍ଗି ଯାଇଛି । ସେମାନଙ୍କ ଠାରୁ ଜବତ!-->…
ଦାରିଙ୍ଗବାଡି ଶୀତ ମହୋତ୍ସବ-୨୦୨୬ ପୋଷ୍ଟର ଉନ୍ମୋଚନ
ବାଲିଗୁଡା : ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶୀତ ମହୋତ୍ସବ ଜାନୁୟାରୀ ୮ ତାରିଖ ଠାରୁ ୧୧ ତାରିଖ ୪ ଦିନ ଧରି ଦାରିଙ୍ଗବାଡି ର ମିନି ଷ୍ଟାଡିଅମ ପରିସରରେ ଆୟୋଜନ ହେବ, ଏଥିପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟ ରେ!-->…
ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପ ସଭାପତିଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ (୫୦) ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ସନ୍ତୋଷ ଗତ କିଛିଦିନ ପୁର୍ବରୁ ଥଣ୍ଡା ଜନିତ ରୋଗରେ ଆକ୍ରାନ୍ତି ଧୂରେଧୂରେ ନିଶ୍ବାସ ପ୍ରଶ୍ବାସ!-->…
ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
ନୟାଗଡ଼ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ତାରିଆ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହୁ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଶିକ୍ଷା, ସଂସ୍କୃତି ଓ ସୃଜନଶୀଳତାର ସମନ୍ବୟରେ ଏହି ଉତ୍ସବ ଅଞ୍ଚଳବାସୀ ମାନଙ୍କୁ ଆକର୍ଷିତ!-->…
ଓପିଏସ୍ସି ଫଳାଫଳ ୧୬ ସ୍ଥାନରେ ମାନସରଞ୍ଜନ ବେହେରଦଳେଇ
ବାଲିଗୁଡା : ଓପିଏସସି (OPSC) ଭେଟେରିନାରି ଆସିଷ୍ଟାଣ୍ଡ ସର୍ଜନ ପରୀକ୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ୧୬ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇ ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଏହି!-->…
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା
ବାଲିଗୁଡା, ତା, ୨୮/୧୨ : ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଛି। ଏହି କ୍ରମରେ କନ୍ଧମାଳ!-->…
ବିଷଦେଇ ବଧୂ ହତ୍ୟା ଅଭିଯୋଗ: ସ୍ବାମୀ, ଶାଶୁ ଓ ଶଶୁର କୁ ଅଟକ ରଖି ତଦନ୍ତ କରୁଛି ପୋଲିସ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଗୁମୀ ଗ୍ରାମର ଜଣେ ମହିଳାଙ୍କୁ ଅଧିକ ଯୌତୁକ ଦାବିରେ ନିର୍ଯାତନା ଦେଇ ବିଷ ପିଆଇ ହତ୍ୟା କରାଯାଇଥିବାର ମୃତ ଚାନ୍ଦିନୀ ସାହୁଙ୍କ ଭାଇ ଓଡ଼ଗାଁ ଥାନାରେ ଅଭିଯୋଗ ହେବା ପରେ ଓଡ଼ଗାଁ ପୋଲିସ ୩୮୪/୨୫ରେ ଏକ ହତ୍ୟା ମାମଲା ରୁଜୁ କରି ଶବ ଜବତ କରି ଶବ!-->…
ହାଇଦ୍ରାବାଦ ଥିଏଟର ଦଳାଚକଟା ମାମଲା: ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଜଣଙ୍କ ବିରୋଧରେ ଚାର୍ଜସିଟ୍
ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ପୁଲିସ ଶନିବାର ଚାର୍ଜଶିଟ୍ ଦାଖଲ କରିଛି। କୋର୍ଟରେ ଦାଖଲ ହୋଇଥିବା ୧୦୦ ପୃଷ୍ଠାର ଚାର୍ଜଶିଟ୍ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାମ ରହିଛି। ମାମଲାର ୧୧ ନମ୍ବର ଅଭିଯୁକ୍ତ ହେଉଛନ୍ତି ଅଭିନେତା ଅଲ୍ଲୁ!-->…
ମନରେଗା ଆଇନ ଉଚ୍ଛେଦକୁ ବିରୋଧ, ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ
ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଜି-ରାମ-ଜି!-->…
ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ
ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର । ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା । ଶୁକ୍ରବାର ରାତିରେ ଏକ ସ୍କୁଲର ବାର୍ଷିକ କାର୍ଯ୍ୟକ୍ରମ!-->…