Sign in
Sign in
Recover your password.
A password will be e-mailed to you.
ABVPର ୫୦ ତମ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ରାଉରକେଲା : ରାଉରକେଲାରେ ଆୟୋଜିତ ୫୦ ତମ ABVP ର ରାଜ୍ୟ ସମାବେଶରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହଜାର ହଜାର ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କଲେ କେନ୍ଦ୍ରମନ୍ତ୍ରୀ । ରାଉରକେଲା ସେକ୍ଟର ୬ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏହି ୫୦ ତମ ସମାବେଶ ଆୟୋଜିତ ହୋଇଯାଇଛି ।!-->…
ଶାଶୁକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଜ୍ୱାଇଁ
ବାଲିଗୁଡା : ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ମୃତ । ପାରିବାରିକ କଳହକୁ ନେଇ ଶାଶୁର ମୁଣ୍ଡରେ ଟାଙ୍ଗିଆରେ ଆକ୍ରମଣ କରିଥିଲା ଜ୍ୱାଇଁ । କ.ନୂଆଗାଁ ଥାନା ସିର୍ତିଗୁଡା ପଞ୍ଚାୟତର କୁଡୁପାକିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ ପରିବାର ଲୋକ!-->…
ଅନଲାଇନ୍ ଓ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ, ଲୋକଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର : ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ- ଚାଲାଣ । ଜନସାଧାରଣଙ୍କ ସୁବିଧା ପାଇଁ ନଗଦ ଅର୍ଥ ଗ୍ରହଣ କରିବାକୁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ। ମୋବାଇଲ ନମ୍ବର ଅପଡେଟ ରଖି ନ ଥିବାରୁ!-->…
ଜଳିଗଲା ପରିବା ଦୋକାନ, ଦୋକାନୀ ଜୀବନ୍ତ ଦଗ୍ଧ
କେନ୍ଦ୍ରାପଡ଼ା: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ। କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ। ବାହାର କବାଟ ଦେଇ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଅଭିଯୋଗ। ମୃତକ ଗୋଗିନ୍ଦପୁର ଗାଁର ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍କୁ ନେଇ ପୋଲିସର ତଦନ୍ତ ଆରମ୍ଭ କରିଛିମ।
ମୃତ!-->!-->!-->…
ନୂଆବର୍ଷ ଲାଗି ପୁରୀରେ ନାହିଁ ନଥିବା ଗହଳି, ୬୦ ପ୍ଲାଟୁନ୍ ପୋଲିସ ମୁତୟନ
ପୁରୀ: ଡିସେମ୍ବର ୨୫ ତାରିଖ ଠାରୁ ପୁରୀରେ ବହୁ ମାତ୍ରାରେ ଭିଡ ପରିଲିକ୍ଷିତ ହେଉଛି । ଶ୍ରୀମନ୍ଦିରରେ ତ ନାହିଁ ନଥିବା ଗହଳି । ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ଭିଡ ନିୟନ୍ତ୍ରଣ କରିବା ପାଇଁ ମନ୍ଦିର ପରିସରରୁ ମୁଖ୍ୟ ଆଖପାଖ ଅଞ୍ଚଳଗୁଡ଼ିକରେ ଅତିରିକ୍ତ ପୋଲିସ ଫୋର୍ସ ଏବଂ ବରିଷ୍ଠ!-->…
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ନିହାର ସରକାର ଗିରଫ
ମାଲକାନଗିରି: ଜୁନିଅର ଇଞ୍ଜିନିୟର ନିହାର ରଞ୍ଜନ ସରକାର ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିହାରଙ୍କୁ ଗିରଫ କରିଛି ଓଡିଶା ଭିଜିଲାନ୍ସ । ତେବେ ଏହି ମାମଲାରେ କୋରାପୁଟ ଭିଜିଲାନ୍ସ ଥାନାରେ ୪୦/୨୦୨୫ ନମ୍ବର ମାମଲା ରୁଜୁ କରାଯାଇଛି। ଶନିବାର ତାଙ୍କୁ ଜୟପୁର ଭିଜିଲାନ୍ସ ବିଶେଷ!-->…
ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ପରିବହନ ମନ୍ତ୍ରୀ
ଭୁବନେଶ୍ବର: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ ପ୍ରକାର ପ୍ରମାଣପତ୍ର ରହିବା କଥା।
ସୂଚନା ଅନୁଯାୟୀ, ଗ୍ରୀନ୍ ଷ୍ଟିକର ପରିବହନ ବିଭାଗ ପକ୍ଷରୁ ଯୋଗାଇ!-->!-->!-->…
ହାଇୱା-ଟ୍ରକ ମୁହାଁମୁହିଁ: ପ୍ରାଣ ହରାଇଲେ ଦୁଇ ଡ୍ରାଇଭର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା ପଥର ବୋଝେଇ ହାଇୱା ଓ!-->…
ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ କଲେ ମହାପ୍ରଭୁଙ୍କୁ ଦର୍ଶନ
ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର । ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ସିଇସି ଶ୍ରୀ କୁମାର ଭୁବନେଶ୍ୱର!-->…
ଡବେରୀ ସେବାଶ୍ରମ ନିକଟରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ୩ ଜଣ ଆହତ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ!-->…