Sign in
Sign in
Recover your password.
A password will be e-mailed to you.
ଏଣିକି ଅଦାଲତରେ AIରେ ହେବ କାମ, ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି
ନୂଆଦିଲ୍ଲୀ : କୃତ୍ରିମ ବୁଦ୍ଧିମତ୍ତା (ଏଆଇ)କୁ ନେଇ ଆସିଲା ବଡ ଖବର। ଏଣିକି ଦେଶର ବିଭିନ୍ନ କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ୱିତ ଏବଂ ଉନ୍ନତ କରିବା ପାଇଁ ଏଆଇ ବ୍ୟବହାର କରାଯାଇପାରିବ।ସୁପ୍ରିମକୋର୍ଟର କୃତ୍ରିମ ବୁଦ୍ଧିମତ୍ତା କମିଟି “ଅଦାଲତରେ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର!-->…
ବାକି ଟଙ୍କା ନ ଦେବାରୁ ନାବାଳିକାର ଯୋଡିଥିବା ହାଡ଼କୁ ଭାଙ୍ଗିଦେଲେ ଡାକ୍ତର
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା ନରରାକ୍ଷସ । ବାକି ଟଙ୍କା ନମିଳିବାରୁ ଭାଙ୍ଗିଦେଲା ନୀରିହର ଗୋଡ଼ । ଯେଉଁ ହାତରେ ହାଡ଼ ଯୋଡ଼ିଥିଲେ, ସେହି ହାତରେ ପୁଣି ଭାଙ୍ଗିଦେଲେ ଡାକ୍ତର । ୧୪ ବର୍ଷୀୟା!-->…
ଏସଆଇଆର-୨୦୨୬ ସଚେତନତା ଅଭିଯାନ : ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳ
ବାଲିଗୁଡ଼ା,ତା, ୦୪/୦୬,: ସମଗ୍ର ବାଲିଗୁଡ଼ା ଉପଖଣ୍ଡରେ ଚାଲିଥିବା ଏସଆଇଆର- ୨୦୨୬ (Special Intensive Revision-2026) ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ସଫଳ କରିବା ଲକ୍ଷ୍ୟରେ- ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ, ଏଇଇଆରଓ (AERO) ଓ ବିଏଲଓ (BLO)!-->…
କେରଳମ୍ ଛୁଇଁଲା ମୌସୁମୀ, ଏଥର ୮ ଦିନ ବିଳମ୍ବ
କେରଳମ : କେରଳମ୍ ଛୁଇଁଲା ମୌସୁମୀ । ନିର୍ଦ୍ଧାରିତ ସମୟରେ କେରଳମ୍ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ମେ’ ୨୬ରେ ମୌସୁମୀ ପହଞ୍ଚିବା ନେଇ ଆକଳନ କରିଥିଲା IMD । ଏଥର ବିଳମ୍ବରେ!-->…
ସୌରଭ ଗାଙ୍ଗୁଲିଙ୍କ ସୁରକ୍ଷା ହ୍ରାସ, Z+ରୁ ମିଳିଲା Y କ୍ୟାଟେଗୋରୀ ସୁରକ୍ଷା
କୋଲକତା : ପଶ୍ଚିମବଙ୍ଗରେ ଟିଏମସିର କ୍ଷମତା ଯିବା ପରେ ଏହାର ପ୍ରଭାବ ସୌରଭ ଗାଙ୍ଗୁଲିଙ୍କ ସୁରକ୍ଷା ଉପରେ ପଡ଼ିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିଜେପି ସରକାର ଆସିବା ପରେ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ଗାଙ୍ଗୁଲିଙ୍କ ସୁରକ୍ଷାକୁ Z+ ବର୍ଗରୁ ହଟାଯାଇ Y!-->…
ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ; ଚାଲିଗଲା ୧୦ ଜୀବନ
ପାଟନା : ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ଚାଲିଗଲା ୧୦ ଜଣଙ୍କ ଜୀବନ। ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ବିହାରର ମୁଜାଫରପୁର ଜିଲ୍ଲାର ପ୍ରସାଦ ହସ୍ପିଟାଲର ଆଇସିୟୁରେ ଅଗ୍ନିକାଣ୍ଡ ଘଟିଥିଲା। ସକାଳ ୯:୩୦ ସୁଦ୍ଧା ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ!-->…
ଦେବାଶିଷ ସାମନ୍ତରାୟ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି।!-->…
ସାତକୋଶିଆରେ ନରହନ୍ତା ଦନ୍ତାକୁ ଛଡାଯିବା ପରେ ରେଞ୍ଜ ଅଫିସ ଘେରାଉ କଲେ ସ୍ଥାନୀୟ ଲୋକେ
ଠାକୁରମୁଣ୍ଡା:ଅନୁଗୁଳର ଦୁର୍ଦ୍ଧାନ୍ତ ନରହନ୍ତା ଦନ୍ତା ହାତୀକୁ ସାତକୋଶିଆ ବନ୍ୟପ୍ରାଣୀ ରେଞ୍ଜ ଅଞ୍ଚଳରେ ଛଡାଯିବା ଖବର ପରେ ,ରେଞ୍ଜ ଅଫିସ ଘେରାଉ କଲେ ସ୍ଥାନୀୟ ଲୋକେ।ଅନୁଗୁଳ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଥିବା ମଣିଷ ମରା ଦୁର୍ଦ୍ଧାନ୍ତ ଦନ୍ତା ହାତୀକୁ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ!-->…
ହାତୀ ଆକ୍ରମଣରେ ଚାଷୀ ମୃତ, ଗ୍ରାମରେ ଚାପା ଉତ୍ତେଜନା
ଦେବଗଡ : ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଆଜି ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ଚଢେଇମରା ଗ୍ରାମର ଚାଷୀ ପ୍ରଫୁଲ୍ଲ ବେହେରା (୫୫) ବୋଲି ଜଣାପଡିଛି। ହାତୀ ଆକ୍ରମଣରେ ପ୍ରଫୁଲ୍ଲଙ୍କ ମୃତ୍ୟୁ!-->…
୧୦ରୁ ୧୨ ସୁଦ୍ଧା ଓଡ଼ିଶା ପହଞ୍ଚିବ ମୌସୁମି !
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ କେରଳମ୍ ଏବଂ ତାମିଲନାଡୁର କିଛି ଅଞ୍ଚଳକୁ ଛୁଇଁବା ସମ୍ଭାବନା ରହିଛି। ଏନେଇ ବୁଧବାର ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ବିଭାଗ ପକ୍ଷରୁ କୁହାଯାଇଛି, ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣ-ପୂର୍ବ ଆରବ!-->…