Sign in
Sign in
Recover your password.
A password will be e-mailed to you.
ନିଶାସକ୍ତ ଜ୍ୱାଇଁର ଉନ୍ମତ କାଣ୍ଡ : ଜ୍ବାଇଁର ଟାଙ୍ଗିଆ ଛୋଟରେ ବୃଦ୍ଧା ଶାଶୁଙ୍କ ମୃତ୍ୟୁ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା ସିର୍ତ୍ତିଗୁଡ଼ା ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା। ପାରିବାରିକ କଳହକୁ ନେଇ ନିଶାସକ୍ତ ଜ୍ବାଇଁ ଉନ୍ମୁକ୍ତ କାଣ୍ଡ ଘଟାଇଛି। ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରି ବୃଦ୍ଧା ଶାଶୁଙ୍କୁ ଲହୁଲୁହାଣ କରିବା ଫଳରେ!-->…
ମନରେଗା ବଦଳି ଭିବିଜିଆରଏଏମଜି ବିକଶିତ ହେଲା
ନୟାଗଡ଼ : ଭାରତୀୟ ସଂସଦ ଦ୍ଵାରା ଗୃହୀତ ଵିକ୍ଷିତ ଭାରତ - ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ(ଗ୍ରାମୀଣ) ଭିବିଜିଆରଏଏମଜି ଆଇନ ୨୦୨୫ ଅନୁସାରେ ଦେଶର ଗ୍ରାମୀଣ ପରିବାର ପାଇଁ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ପ୍ରତି ପଞ୍ଚାୟତ ଗୁଡିକରେ ଗ୍ରାମସଭା!-->…
ଓଡ଼ଗାଁ ପୋଲିସର ସ୍ଵତନ୍ତ୍ର ୱାରେଣ୍ଟି ଧରପଗଡ : ୩ ୱାରେଣ୍ଟି ଗିରଫ ଓ କୋର୍ଟ ଚାଲାଣ
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ସ୍ଵତନ୍ତ୍ର ୱାରେଣ୍ଟି ଧରପଗଡ କାର୍ଯ୍ୟକ୍ରମ ପରିଚାଳନା ମାଧ୍ୟମରେ ବିଭିନ୍ନ ସ୍ଥାନରୁ ୩ ଜଣ ୱାରେଣ୍ଟି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ସେମାନଙ୍କର ଜାମିନ ଖାରଜ ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।ଗିରଫ ୱାରେଣ୍ଟି!-->…
ଆରମ୍ଭ ହେଲା ‘ଅଟଳ କ୍ୟାଣ୍ଟିନ୍’ ଯୋଜନା, ମାତ୍ର ୫ ଟଙ୍କାରେ ମିଳିବ ପେଟ ଫୁଲ୍ ଖାଦ୍ୟ
ନୂଆଦିଲ୍ଲୀ: ମାତ୍ର ୫ ଟଙ୍କାରେ ପେଟ ଫୁଲ୍ ଖାଇବା ପାଇବା କୁ ଚାହୁଁଛନ୍ତି କି? ତା ପୁଣି ବିଭିନ୍ନ ରକମର ସୁସ୍ବାଦୁ ଖାଦ୍ୟ । ତେବେ ଜାଣି ରଖନ୍ତୁ କେଉଁଠି କେଉଁଠି ଏହି ସୁବିଧା ଉପଲବ୍ଧ… ଦିଲ୍ଲୀ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମଜୟନ୍ତୀ ଅବସରରେ ‘ଅଟଳ!-->…
ଆଜିଠୁ ବର୍ଦ୍ଧିତ ରେଳଭଡା ଲାଗୁ କଲା ଭାରତୀୟ ରେଳବାଇ
ନୂଆଦିଲ୍ଲୀ: ବର୍ଦ୍ଧିତ ରେଳଭଡା ଲାଗୁକଲା ଭାରତୀୟ ରେଳବାଇ। ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା ବଢିବ ନାହିଁ। ସାଧାରଣ ବର୍ଗରେ ୧ ଓ ଏସି/ନନ୍ ଏସିରେ ୨ ପଇସା ବୃଦ୍ଧି କଲା ରେଲୱେ। ୨୧ ତାରିଖରେ ଭଡା ବୃଦ୍ଧି ନେଇ ଘୋଷଣା କରାଯାଇଥିଲା।
ରେଳବାଇ ସାଧାରଣ ଠାରୁ ଆରମ୍ଭ କରି ଏସି!-->!-->!-->…
୨୦ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: କୁନି କୁନି ପ୍ରତିଭାବାନ ପିଲାଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର । ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ୧୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୨୦ ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ!-->…
କାନାଡାରେ ଭାରତୀୟ ଛାତ୍ରଙ୍କୁ ହତ୍ୟା
କାନାଡା: କାନାଡା ଟୋରଣ୍ଟୋ ସ୍କାରବୋରୋ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି । ପୀଡ଼ିତ ଜଣଙ୍କ ହେଉଛନ୍ତି ୨୦ବର୍ଷୀୟ ଡକ୍ଟରେଟ୍ ଛାତ୍ର “ଶିବାଙ୍କ ଅବସ୍ଥି” । ପୁଲିସ ଘଟଣାରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ କରୁଛି ।
କାନାଡିୟ ଗଣମାଧ୍ୟମ ଅନୁସାରେ!-->!-->!-->…
ଜେଲରେ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ନିର୍ଯାତନା !
କରାଚି: ପାକିସ୍ତାନର ଆଦିଆଲା ଜେଲରେ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ଏକ ଛୋଟ ଝରକା ବିହୀନ କୋଠରୀରେ ରଖାଯାଇଛି । ଯାହା ଅତ୍ୟନ୍ତ ମଇଳା, ଅତ୍ୟଧିକ ଗରମ ଏବଂ କୀଟପତଙ୍ଗ ଏବଂ ମୂଷାଙ୍କ ପ୍ରର୍ଦୁଭାବରେ ପରିପୂର୍ଣ୍ଣ ବୋଲି ଜଣାପଡିଛି। ନିୟମିତ!-->…
ରାଜସ୍ଥାନରେ ମସଜିଦ ନିକଟରେ ହିଂସା, ଇଣ୍ଟରନେଟ୍ ବନ୍ଦ
ରାଜସ୍ଥାନ: ରାଜସ୍ଥାନର ଜୟପୁର ନିକଟରେ ଏକ ମସଜିଦ ନିକଟରେ ହିଂସା ଦେଖିବାକୁ ମିଳିଛି । ଜବରଦଖଲ ଉଚ୍ଛେଦ ସମୟରେ ପୁଲିସ ଉପରକୁ ପଥର ମାଡ଼ ହୋଇଛି । ଶାନ୍ତି ଫେରାଇବାକୁ ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ ବନ୍ଦ ।
ସୂଚନା ଅନୁଯାୟୀ ଜଯପୁର ନିକଟସ୍ଥ ଚୋମୁ ସହର କଲନ୍ଦରୀ ମସଜିଦ ନିକଟରେ ଘଟିଛି ।!-->!-->!-->…
ନୂଆବର୍ଷ ପୂର୍ବରୁ ୮୫ତମ ସ୍ଥାନକୁ ଖସିଲା ଭାରତୀୟ ପାସପୋର୍ଟ
ନୂଆଦିଲ୍ଲୀ: ନୂଆବର୍ଷ ପୂର୍ବରୁ ଭାରତୀୟ ପାସପୋର୍ଟ ଏକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏବେ ଭାରତୀୟ ପାସପୋର୍ଟ ବିଶ୍ୱ ରାଙ୍କିଙ୍ଗରେ ୮୫ତମ ସ୍ଥାନକୁ ଖସିଯାଇଛି। ପୂର୍ବରୁ ଏହାର ସ୍ଥାନ ୮୦ ଥିଲା। ଭାରତ ସହିତ ଆମେରିକା ମଧ୍ୟ ଏକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ହେନଲି ପାସପୋର୍ଟ!-->…