Sign in
Sign in
Recover your password.
A password will be e-mailed to you.
ଟାର୍ଗେଟ କିଲିଂ ବନ୍ଦ କରିବାକୁ ISISକୁ ଚେତାବନୀ ଦେଲେ ଟ୍ରମ୍ପ
ଆମେରିକା : ଆଇଏସଆଇଏସ ଆତଙ୍କବାଦୀ ଆଡା ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ । ଉତ୍ତର ନାଇଜେରିଆରେ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଛି ଆମେରିକା । ସୂଚନା ଦେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହାକୁ ଅତି ଘାତକ ଆକ୍ରମଣ ବୋଲି ଟ୍ରମ୍ପ କହିଛନ୍ତି । ନିରୀହ ଖ୍ରୀଷ୍ଟିଆନଙ୍କୁ ଟାର୍ଗେଟ କରି ହତ୍ୟା!-->…
ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫
ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ।
ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ!-->!-->!-->…
ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର
ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ ତାଙ୍କୁ ୩ ବର୍ଷ!-->…
୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି
ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ ପ୍ରଦାନ!-->…
୨୭ରେ ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ
ଭୁବନେଶ୍ବର : ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ ସେ କୋଣାର୍କ ଯିବେ।
ଗସ୍ତର ଦ୍ବିତୀୟ!-->!-->!-->…
୮ ଦିନ ପରେ ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଭବାନୀପାଟଣା: କର୍ଲାପାଟ ଥାନା ଅନ୍ତର୍ଗତ ସାଏସୂର୍ଣ୍ଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହେଇଛି। ମୃତକ ହେଉଛନ୍ତି ବିଭୀଷଣ ଗୌଡ (୪୩)। ସେ ସାଏସୂର୍ଣ୍ଣି ହାଇସ୍କୁଲରେ ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ଗତ ପ୍ରାୟ ୮ ଦିନ ହେଲା ସେ ନିଖୋଜ ଥିଲେ।!-->…
ଚିକିଟୀରେ ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ପେଣ୍ଠ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଶୁକ୍ରବାର ଦିନ ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ଚିନ୍ମୟାନନ୍ଦ ଶ୍ରିରୁପ୍ ଦେଓଙ୍କ ସଭାପତିତ୍ବରେ ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ପୂର୍ବତନ!-->…
୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ
ଆଜି ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକାଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ଆରକ୍ଷୀ ମହାନିର୍ଦ୍ଦେଶକ ( କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାରେ ଶ୍ରେଷ୍ଠ!-->…
ଶିଖରଚଣ୍ଡୀ ପାହାଡ଼ ନିକଟରେ ହାତୀ, ସତର୍କ କରାଇଲା ବନ ବିଭାଗ
ବାରଙ୍ଗ: ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼କୁ ପିକନିକ୍ କରିବାକୁ ଯାଉଛନ୍ତି କି ? ଯଦି ଯାଉଛନ୍ତି ଟିକେ ସାବଧାନତା ଅବଲମ୍ବନ କରନ୍ତୁ!-->…
ଗଞ୍ଜାମ ଲକ୍ଷ୍ୟ ନିକେତନ ଉପରେ ସାମ୍ବାଦିକ ସମ୍ମିଳନୀ
ଛତ୍ରପୁର : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଓ୍ବି. କୀର୍ତ୍ତି ଓ୍ବାସନ୍ ଙ୍କ ଅଧ୍ଯକ୍ଷତାରେ “ଗଞ୍ଜାମ ଲକ୍ଷ୍ୟ ନିକେତନ” ଉପରେ ଏକ ସାମ୍ବାଦିକ ସମ୍ମଳନୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଲକ୍ଷ୍ୟ ନିକେତନ ଗଞ୍ଜାମ ଜିଲ୍ଲା ପ୍ରଶାସନର ଏକ!-->!-->!-->…