ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ

ରାଉରକେଲା: ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ । ସହରର ସ୍ବପ୍ନେଶ୍ବର ମନ୍ଦିର ନିକଟ ପାର୍କିଂରେ ଥିବା ଏକ ଘରୋଇ ବସ୍ ଜାଳିଦେଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଏନେଇ ବସ୍ ମାଲିକ ଅନୟ ମଲ୍ଲିକ ଟାଙ୍ଗରପାଲି

ତୁମୁଡିବନ୍ଧ ବ୍ଲକ ପରିସରରେ ” ମିଶନ ଶକ୍ତି କାଫେ ” ସାଂସଦଙ୍କ ଦ୍ୱାରା ଉଦଘାଟିତ

ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ପ୍ରଥମେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର, ସିଆରପିସିଏମ ଓ ଏମବିକେମାନେ ଅତିଥି ମାନଙ୍କୁ

ସୀତାକୁଣ୍ଡରେ ବୁଡ଼ିଗଲେ ଦୁଇ ଯୁବକ

ମୟୁରଭଞ୍ଜ : ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଯୁବକ ।  ଘଟଣା ସ୍ଥଳରେ ପହଞ୍ଚିଲା ଅଗ୍ନିଶମ ବାହିନୀ ।  ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ମେଡିକାଲକୁ ପଠାଇଛି ।  ସୂଚନା ମୁତାବକ ମୃତକମାନେ ଭଦ୍ରକ

ନୟାଗଡ଼ ପାଲା ଗାୟକ ମଣ୍ଡଳର ୫୧ ତମ ବାର୍ଷିକ ସମ୍ମିଳନୀ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସଭାଗୃହରେ ଶ୍ରୀ ନୀଳାଚଳ ନିଖିଳତ୍ପୋଳ ପାଲା ଗାୟକ ପରିଷଦ ଓଡ଼ିଶା ଶାଖା - ଅଖଣ୍ଡ ପୁରୀ ଜିଲ୍ଲା ପ୍ରଶାଖା - ମା ଦକ୍ଷିଣ କାଳୀ ଚନ୍ଦ୍ରଶେଖର ପାଲା ଗାୟକ ମଣ୍ଡଳ ନୟାଗଡର ୫୧ ତମ ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଓଡ଼ଗାଁ ପଞ୍ଚାୟତ ସମିତି ସଭାଗୃହରେ

ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବସ ସେବା

ଭୁବନେଶ୍ବର:  ସ୍କୁଲ ପିଲାଙ୍କୁ ମାଗଣାରେ ବସ ସେବା । ଛାତ୍ର ଛାତ୍ରୀ ଏବେ ମାଗଣାରେ ସ୍କୁଲ ଯାଇପାରିବେ । ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ଦ୍ୱାରା ଆଗତ ପ୍ରସ୍ତାବକୁ ଅନୁମୋଦନ କଲେ ସରକାର । ସ୍କୁଲ ପିଲା ଯାଇ ପାରିବେ ଉଭୟ ଏସି ଓ ନନ ଏସି ବସରେ । ସ୍କୁଲରେ ଛାତ୍ର ଡ୍ରପ ଆଉଟ ହାର କମାଇବା

ଓଡ଼ଗାଁ ମେଡ଼ିକାଲକୁ ମିଳିଲା ନୂତନ ଆମ୍ବୁଲାନ୍ସ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ରାଜ୍ୟ ସରକାରଙ୍କ ତରଫରୁ ଯୋଗାଇ ଦିଆଯାଇଥିବା ନୂତନ ଆମ୍ବୁଲାନ୍ସ କୁ ଡାକ୍ତରଖାନା ପରିସରରେ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା ନିଲାଞ୍ଜନ ଦାସ ନଡ଼ିଆ ବାଡେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ର ସୂଚନା ଦେଇଥିଲେ ।ଡାକ୍ତର

ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର: କୋରେଇର ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଭୁବନେଶ୍ୱରରେ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା । ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଥିବା ଖବର

ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଶଙ୍ଖ ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ, ବିଜେପି ସରକାରକୁ ଟାର୍ଗେଟ କଲେ…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ । ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ । ଯେଉଁଥିରେ ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି| ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା

ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ