ଓଡ଼ଗାଁ ମିନି ଷ୍ଟାଡିୟମରେ ଯୁବଶକ୍ତିର ଉତ୍ସବ ସାଂସଦ ଖେଳ ମହୋତ୍ସବ ଆୟୋଜିତ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସ୍ତରୀୟ ଯୁବ ଶକ୍ତିର ଉତ୍ସବ ସାଂସଦ ଖେଳ ମହୋତ୍ସବ - ୨୦୨୫ ର ଶୁଭାରମ୍ଭ କାର୍ଯ୍ୟକ୍ରମ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ପୁରୀ ଲୋକସଭା ସାଂସଦ ଡା.ସମ୍ବିତ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ୨୦୩୬ ମସିହାରେ

ରାଇଘର ରାସ୍ତା କଡ଼ରୁ ଅଧାପୋଡ଼ା ମୃତଦେହ ଉଦ୍ଧାର: ହତ୍ୟା ପରେ ପୋଡ଼ି ଦିଆଯାଇଥିବା ସନ୍ଦେହ, ଅଞ୍ଚଳରେ ଚାଞ୍ଚଲ୍ୟ

ଉମରକୋଟ : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଜଳଙ୍ଗପାରା ପଞ୍ଚାୟତ ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି। ନୂଆଁ ଦାସପୁର ଓ ପୁରାଣା ଦାସପୁର ଗାଁକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ୱରୁ ଏକ ଅଧାପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ପ୍ରଚାରିତ

ଦୀର୍ଘ ଦିନ ପରେ ମାଲକାନଗିରି ପୋଲିସ କୁ ମିଳିଛି ବଡ ସଫଳତା :୨୨ଜଣ ମାଓବାଦୀ କଲେ ଆତ୍ମସମର୍ପଣ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ୨୨ଜଣ ମାଓବାଦୀ ଙ୍କ ଆତ୍ମସମର୍ପଣ। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ଏହି ମାଓବାଦୀ ମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି

ଧାନ ମଣ୍ଡୀ ଓ ମକା ମୂଲ୍ୟ ସମସ୍ୟାକୁ ନେଇ ଚାଷୀ ମହାସଂଘର ରାଜରାସ୍ତା ଅବରୋଧ…

ଉମରକୋଟ, ରାଇଘର ଓ ଝରୀଗାଁରେ ୭ ଦିନିଆ-- ଚକ–ଅଖ ବନ୍ଦଉମରକୋଟ :-ନବରଙ୍ଗପୁର ଜିଲ୍ଲାର ଚାଷୀମାନଙ୍କ ଦୀର୍ଘଦିନର ସମସ୍ୟାକୁ ନେଇ ଆଜିଠାରୁ ଜିଲ୍ଲା ଚାଷୀ ମହାସଂଘ ପକ୍ଷରୁ ତୀବ୍ର ଆନ୍ଦୋଳନ ଆରମ୍ଭ ହୋଇଛି। ଉମରକୋଟ, ରାଇଘର ଓ ଝରୀଗାଁ—ଏହି ତିନୋଟି ବ୍ଲକରେ ଆଜିଠାରୁ ୭ ଦିନ ପର୍ଯ୍ୟନ୍ତ

ଜଳ ସମ୍ପଦ ବିଭାଗ ର ଯନ୍ତ୍ରୀ ଅବସର ନେବା ପୂର୍ବରୁ ଚାଲିଛି ତଳି ପକା କାମ …..!

ବ୍ରହ୍ମପୁର: ଆସିକା ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଚାଲି ଋଷି କୂଲ୍ୟା ନଦୀ ବନ୍ଧ ରାସ୍ତା କାମ। ରାସ୍ତା କାର୍ଯ୍ୟ ସମୟରେ କୌଣସି ଅଧିକାରୀ କିମ୍ବା ଯନ୍ତ୍ରୀଙ୍କ ଦେଖା ନାହିଁ। ବାବୁ ମାନଙ୍କ ଅନୁପସ୍ଥିତି ର ସୁଯୋଗ ନେଇ ଠିକାଦାର ନିଜ ମର୍ଜିରେ ବିନା ପାଣି ଓ ବିନା ରୋଲେର ରେ ନଦୀ

ଦୁର୍ନୀତି ରେ ଉବୁଟୁବୁ ଆସିକା ଏ.ଏନ.ସି, :ବିଭିନ୍ନ ସାମଗ୍ରୀ କିଣାରେ ମହାଘୋଟାଲା ଅଭିଯୋଗ……!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିବା ସହ ଦୁର୍ନୀତି ପାଦ ପାଦ ରେ ଦେଖିବାକୁ ମିଳୁଛି। ତାହାର ନଗ୍ନ ନମୁନା ଏବେ ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଦେଖିବା କୁ ମିଳିଛି। ଦୁଇ ରାଜନୈତିକ ଦଳ ମଧ୍ୟରେ ତିକ୍ତତା ଦିନକୁ ଦିନ ବଢ଼ିବାରେ

ଚମାଖଣ୍ଡି ଆଦର୍ଶ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ବ୍ରହ୍ମପୁର: ସୋମବାର ଦିନ ଚମାଖଣ୍ଡି ଆଦର୍ଶ ବିଦ୍ୟାଳୟ ପରିସରରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୁଇ ଦିନ ଧରି ଅନୁଷ୍ଠିତ ଉତ୍ସବର ପ୍ରଥମ ଦିନରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଦ୍ଵିତୀୟ ଦିନ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମକୁ

ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର। ସେ ବାଂଲାଦେଶ ନେସନାଲ ସିଟିଜନେ

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ