Sign in
Sign in
Recover your password.
A password will be e-mailed to you.
ଭାରତ କିଣିବ ୧୧୪ଟି ରାଫେଲ ଜେଟ୍, ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ : ଭାରତକୁ ମିଳିବ ଆଉ ୧୧୪ଟି ରାଫେଲ ଯୁଦ୍ଧ ବିମାନ । ୩.୬୦ ଲକ୍ଷ କୋଟିର ପ୍ରସ୍ତାବକୁ ମଞ୍ଜୁରୀ । ଭାରତର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ପ୍ରତିରକ୍ଷା ଅଧିଗ୍ରହଣ!-->…
ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ
ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ ଏହି ଆକ୍ରମଣରେ ୧୫ ଜଣଙ୍କର ମୃତ୍ୟୁ!-->…
ପାଟନା ସିଭିଲ କୋର୍ଟକୁ ବୋମା ଧମକ
ପାଟନା : ବିହାର ପାଟନା ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ । ବୋମା ଧମକ ମିଳିବା ପରେ ଚାରିଆଡେ ଭୟର ବାତାବରଣ ଦେଖାଦେଇଥିଲା । ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରକୁ ଖାଲିକରିଦିଆଯାଇଥିଲା । କୋର୍ଟରେ ଥିବା ସୁରକ୍ଷାକର୍ମୀ କୋର୍ଟ ଗେଟ୍ ବନ୍ଦ କରିବା ସହିତ!-->…
ଥାନ୍ୟା ନାଥନ ଦେଶର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି
ନୂଆଦିଲ୍ଲୀ: କେରଳ କନ୍ନୁରର ଜଣେ ୨୪ ବର୍ଷୀୟା ମହିଳା ଆଇନଜୀବୀ ଥାନ୍ୟା ନାଥନ ସି ରାଜ୍ୟ ତଥା ଦେଶର ପ୍ରଥମ ୧୦୦% ଦୃଷ୍ଟିହୀନ ମହିଳା ବିଚାରପତି ହୋଇଛନ୍ତି । ଜଣେ ଆଇନଜୀବୀ ଭାବେ ସେ ବର୍ଷେ ହେଲା ଅଭ୍ୟାସ କରୁଥିବା ବେଳେ କେରଳ ନ୍ୟାୟିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।!-->…
AI ନ ଶିଖିଲେ ଛାଡ଼ିବାକୁ ହେବ ଚାକିରି
ନୂଆଦିଲ୍ଲୀ: ଟେକ୍ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି କମ୍ପାନୀରେ ରହିବାକୁ ହେଲେ AI ବା କୃତ୍ରିମ ବୁଦ୍ଧିମତାକୁ ଆପଣେଇବାକୁ ହେବ, ନଚେତ୍ ସମ୍ମାନର ସହ ବିଦାୟ ନେବାକୁ ପଡ଼ିବ। ନିଜ କର୍ମଚାରୀଙ୍କୁ ଏମିତି କିଛି କଡ଼ା ଚେତାବନୀ ଦେଇଛି ସର୍ଚ୍ଚ ଇଞ୍ଜିନ ଜିଆଣ୍ଟ ‘ଗୁଗଲ୍’।!-->…
ଏୟାର ଇଣ୍ଡିଆ ଦୁର୍ଘଟଣା: ୩ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବୁଧବାର (୧୧ ଫେବୃଆରୀ) କେନ୍ଦ୍ରକୁ ୧୨ ଜୁନ୍, ୨୦୨୫ରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ମାମଲାରେ ଏପର୍ଯ୍ୟନ୍ତ ଅନୁସରଣ କରାଯାଇଥିବା ପ୍ରକ୍ରିୟାଗତ ପ୍ରୋଟୋକଲ ଉପରେ ଏକ ସଂକ୍ଷିପ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏୟାରକ୍ରାଫ୍ଟ ଆକ୍ସିଡେଣ୍ଟ!-->…
ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ; ଲୋକେ ଭୟଭୀତ
ମୁନିଗୁଡ଼ା : ମୁନିଗୁଡା ବନଖଣ୍ଡ ଅନ୍ତର୍ଗତ ଜଗଦଲପୁର ପଞ୍ଚାୟତର ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ ଦେଖିବାକୁ ମିଳିଛି। ଗତକାଲି ରାତିରେ ଏକ ବାଛୁରୀକୁ ବାଘ ଖାଇଥିବା ସନ୍ଦେହ।
ରାୟଗଡ଼ା ଜିଲ୍ଲା ଡିମିରିଗୁଡା ଗ୍ରାମ ନିକଟରେ ବାଘ ଆତଙ୍କ। ଗ୍ରାମ ନିକଟରେ ବାଘ ପାଦଚିହ୍ନ!-->!-->!-->…
କଟକରେ ଲେଜର ଲାଇଟ ବ୍ୟାନ କଲେ ହାଇକୋର୍ଟ
କଟକ : ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ । କଟକ ସହରରେ ହୋଇ ପାରିବ ନାହିଁ ଲେଜର ଲାଇଟ ବ୍ୟବହାର । ରାତି ୧୦ ଟା ପରେ ବିବାହ ରୋଷଣୀ ସଂପୂର୍ଣ୍ଣ ମନା । ରୋଷଣୀ ଆଦିରେ ଡିଜେ ବ୍ୟବହାର ନେଇ ମଧ୍ୟ ଲାଗିଲା କଟକଣା । ବିକଟାଳ ଶବ୍ଦ ଯୁକ୍ତ ଡିଜେ ବ୍ୟବହାର ହୋଇ ପାରିବ ନାହିଁ । ୬୫!-->…
ଖରାଦିନ ନ ହେଉଣୁ ଜଳିଲାଣି ଜଙ୍ଗଲ
ବାଙ୍କି : ଖରାଦିନ ଆସିନି । ଏବେଠୁ ଜଳିଲାଣି ଜଙ୍ଗଲ । କଟକ ଜିଲ୍ଲା ବାଙ୍କୀ ବ୍ଲକ ଗୋପବନ୍ଧୁ ନଗରଠାରୁ ଖଏରପଙ୍ଗା ରାସ୍ତା କଡ଼ରେ ଥିବା ପଟାଶ ଜଙ୍ଗଲରେ ନିଆଁ ଲାଗିଛି । ହୁ ହୁ ହୋଇ ଜଳୁଛି ୪ ଏକରରୁ ଅଧିକ ଜଙ୍ଗଲ। ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି। ନିଆଁରେ ପଟାଶ ଗଛ!-->…
ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ!-->…