ନବୀନ ପଟ୍ଟନାୟକଙ୍କୁ ଭେଟିଲେ ହିଞ୍ଜିଳି ମ୍ୟୁନିସିପାଲିଟିର ଦଳୀୟ ନେତା ଓ କର୍ମୀ

ଭୁବନେଶ୍ୱର: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ବିଜେଡି କର୍ମୀ ଓ ନେତାମାନେ ସେମାନଙ୍କ ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସରକାରୀ ଉଦାସୀନତା ବିରୁଦ୍ଧରେ ଅଭିଯୋଗ ଆଣିଛନ୍ତି । ଆଜି ହିଞ୍ଜିଳି ମ୍ୟୁନିସିପାଲଟି ବିଜୁ ଜନତା ଦଳର ନେତା ଏବଂ କର୍ମୀ ମାନେ ନବୀନ ନିବାସରେ

ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ

ଭୁବନେଶ୍ୱର : ରାଜ୍ୟକୁ ପୁଞ୍ଜିନିବେଶର ସୁଅ । ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ । ମାତ୍ର ୨ଦିନରେ ଏତେ ପରିମାଣର ନିବେଶ ଓଡ଼ିଶାର ଶିଳ୍ପନୀତି ପ୍ରତି ଶିଳ୍ପସଂସ୍ଥା ଆକୃଷ୍ଟ ହୋଇଥିବା ସ୍ପଷ୍ଟ ହୋଇଛି । ମୁଖ୍ୟମନ୍ତ୍ରୀ

ରାଇକିଆ ବଣିକ ସଂଘ ର ୭ମ ପ୍ରତିଷ୍ଠା ଦିବସ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ସ୍ଥିତ ବଣିକ ସଂଘ ର ୭ମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ବିଡ଼ିଓ ସବ୍ୟସାଚୀ ସାହୁ,

ମାଛ ବଜାର ଦାବିରେ ରାସ୍ତାରୋକ

ବ୍ରହ୍ମପୁର : ରାସ୍ତା ଉପରେ ମାଛ ରଖି ରାସ୍ତାରୋକ ।  ପରିତ୍ୟକ୍ତ ଅବସ୍ଥାରେ ଦୀର୍ଘ ବର୍ଷ ଧରି ମାଛ ବିକିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ମତ୍ସ୍ୟଜୀବୀ । ମାଛ ବିକ୍ରି ପାଇଁ ବଜାର ହୋଇଥିବାବେଳେ ତାହାକୁ ମତ୍ସ୍ୟଜୀବୀଙ୍କୁ ହସ୍ତାନ୍ତର କରାଯାଇନଥିବା ଅଭିଯୋଗ ହୋଇଛି ।  ବାରମ୍ବାର ଦାବି

କନ୍ଧମାଳ ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

• ୮୨,୦୦୦ରୁ ଉର୍ଦ୍ଧ୍ୱ ଉପଭୋକ୍ତା ଉପକୃତ• ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ ସହ କ୍ଷୁଦ୍ର ବ୍ୟବସାୟକୁ ବଳ ଯୋଗାଇବ ଏହି ଉନ୍ନତୀକରଣ ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ କନ୍ଧମାଳ ଜିଲ୍ଲାର ବିଦ୍ୟୁତ

ଜନବସତି ମୁହାଁ ହାତୀ, ୧୦ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ

ବାଲେଶ୍ବର : ବାଲେଶ୍ବର ଜିଲ୍ଲାରେ ହାତୀ ପାଇଁ ସ୍କୁଲ ଛୁଟି । ୧୦ଟି ସ୍କୁଲକୁ ଛୁଟି ଘୋଷଣା କଲେ ବାଲେଶ୍ବର ଡିଇଓ । ଖଇରା ବ୍ଲକ ପୂର୍ବପଡା ଗାଁର ଜଣେ ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ମୃତକ ହେଲେ ସୁରେନ୍ଦ୍ର ଦାସ । ଅନ୍ୟ ୨ ଜଣ ହାତୀ ଆକ୍ରମଣରେ ଗୁରୁତର

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ…

କୋରାପୁଟ : ଜାତୀୟ ସ୍ତରୀୟ ଲୋକ ମହୋତ୍ସବ ପରବ-2025 ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସଂନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ ମେଳାକୁ ଉଦ୍ଘାଟନ କରିଥିଲେ। ପରେ ଜିଲାପାଳ

କନେଷ୍ଟବଳ ଲେଖନକାରଙ୍କ ଅକାଳ ମୃତ୍ୟୁ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନାରେ କାର୍ଯ୍ୟରତ ହେଡ କନେଷ୍ଟବଳ ତଥା ଲେଖନକାର ପ୍ରଦୀପ କୁମାର ଦାସ(୪୮)ଙ୍କ ଅକାଳ ବିୟୋଗରେ ଓଡ଼ଗାଁ ଆଦର୍ଶ ଥାନା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ଆଇଆଇସି ଅଭୟ ବେହେରା, ଏସଆଇ ବୈକୁଣ୍ଠନାଥ ସ୍ୱାଇଁ, ଟିଟୁ

ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ

ଭୁବନେଶ୍ବର : ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ । ଯାତ୍ରୀ ହନ୍ତସନ୍ତ । ଘନ କୁହୁଡି ଯୋଗୁଁ ୩ଟି ବିମାନ ରଦ୍ଦ ହୋଇଛି । ଏଥିସହ ଗୋଟିଏ ବିମାନ ବିଳମ୍ବରେ ଚାଲିଛି । ଭୁବନେଶ୍ୱରରୁ ଦିଲ୍ଲୀ ପାଇଁ ଦୁଇଟି ବିମାନ ଏବଂ କୋଚି ପାଇଁ ଗୋଟେ ବିମାନକୁ ରଦ୍ଦ କରିଛି

୫ କିମି ବାଟ ଚାଲି ଲୋକଙ୍କ ସମସ୍ୟା ବୁଝିଲେ ବିଡିଓ

ହରଭଙ୍ଗା : ଚର୍ଚ୍ଚାରେ ହରଭଙ୍ଗା ବିଡିଓ । ଗାଁ କୁ ଗାଡି ଯାଇ ପାରିଲାନି ବୋଲି ରାସ୍ତାରୁ ବଡବଡ ଢେମା ପଥର ହଟାଇ ହଟାଇ ଗଲେ ୫ କିମି ବାଟ । ଏ ହେଉଛନ୍ତି ହରଭଙ୍ଗା ବିଡିଓ ବିଜୟ କୁମାର ପ୍ରଧାନ । ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଦୁର୍ଗମ ତଥା ଉପାନ୍ତ ଅଚଂଳ ଭାବେ ଜଣା ଶୁଣା ଆଡେଣୀଗଡ ପଞ୍ଚାୟତର