Sign in
Sign in
Recover your password.
A password will be e-mailed to you.
ପୋଲିସ SI ପରୀକ୍ଷା ଘୋଟାଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ
ଭୁବନେଶ୍ୱର : ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା କରିବ ତଦନ୍ତକାରୀ ସଂସ୍ଥା । ଏହି ୩!-->…
ଦନ୍ତା ଆକ୍ରମଣରେ ଜଣେ ମୃତ ଓ ୨ ଆହତ
ସୋର : ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ ହାତୀ ଉପଦ୍ରବ । ମୃତକ ହେଲେ ପୂର୍ବପଡା ଗାଁର!-->…
ଦହିବରା ଖାଇ ୭୦ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ
କଣ୍ଟାମାଳ : ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଘଟଣା ସ୍ଥଳରେ ମନମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରର!-->…
ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି
ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି!-->…
ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି କୋଭିଡ କେନ୍ଦ୍ର
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରମୁଖ ସ୍ଥାନରେ ନିର୍ମାଣ ହୋଇଥିବା କୋଭିଡ୍ କେନ୍ଦ୍ରର ମୁଖ୍ୟ ଦ୍ଵାରରେ ତାଲା ପଡ଼ିଥିବା ବେଳେ ଗ୍ରିଲ ଲାଗିନଥିବା କାଚ ଝରକା ଭାଙ୍ଗି କେହି ଦୁର୍ବୃତ୍ତ ନାମକରା କମ୍ପାନୀର ୬ଟି ସିଲିଂ ଫ୍ୟାନ ଚୋରି କରି ନେଇଯାଇଛି ।ସିଲିଂ!-->…
ଶତାୟୁ ଧର୍ମ ପରାୟଣ ବ୍ୟକ୍ତି ଙ୍କ ଦେହାନ୍ତ: ସମଗ୍ର ଅଞ୍ଚଳ ରେ ଶୋକର ଛାୟା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଖଦାଳ ସାହିର ଶତାୟୁ ଧର୍ମ ପରାୟଣ ବ୍ୟକ୍ତି ସନ୍ୟାସୀ ପାଣୀଗ୍ରାହି (୧୦୩) ଙ୍କ ନିଜ ବାସଭବନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବର ଜଣାପଡିବା ପରେ ସମଗ୍ର ଟିକାବାଲି ତଥା ଆଖ ପାଖ ଅଞ୍ଚଳରେ ଶୋକର ଛାୟା ଖେଳି!-->…
ଅମୃତଭଣ୍ଡା ତୋଳିବା ବେଳେ ଅକାଳରେ ଚାଲିଗଲା ମହିଳା ଙ୍କ ଜୀବନ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି, ଅମୃତଭଣ୍ଡା ତୋଳିବା ବେଳେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ । ସୂଚନା ପ୍ରକାରେ ଗୁରୁବାର ପୂର୍ବାହ୍ନରେ ଗୋଛାପଡ଼ା ଗ୍ରାମର ଚନ୍ଦ୍ରକଳା ଦିଗାଳ ନାମକ ଜଣେ ମହିଳା ନିଜ ବାଡ଼ିରୁ ଅମୃତଭଣ୍ଡା!-->…
ଦୁଇଦିନିଆ ବାର୍ଷିକ ଦୌଡ଼କୁଦ ପ୍ରତିଯୋଗିତା ଉଦଯାପିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡାସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁପଟ୍ଟନାୟକ ମିନିଷ୍ଟାଡ଼ିୟମ ପରିସର ମଧ୍ୟରେ ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଦୌଡ଼କୁଦ ପ୍ରତିଯୋଗିତା ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି l ପ୍ରଥମ ଦିନ ଉଦଘାଟନ ଉତ୍ସବରେ ସଂଘ ସଭାପତି!-->…
ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ
ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G ବିଲ୍ । ବିରୋଧୀଙ୍କ ଦୃଢ଼ ପ୍ରତିବାଦ ଭିତର ଲୋକସଭାରେ ପାସ୍!-->…
ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ, ଏୟାର ଇଣ୍ଡିଆର ଟ୍ରାଭେଲ ଆଡଭାଇଜରୀ ଜାରି
ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ ଦୃଶ୍ୟମାନ ଦୂର ହ୍ରାସ ଯୋଗୁ ବିମାନ ଚଳାଚଳ ପ୍ରଭାବିତ!-->…