Sign in
Sign in
Recover your password.
A password will be e-mailed to you.
ଜଷ୍ଟିସ ସଙ୍ଗମ ସାହୁଙ୍କୁ ପଦୋନ୍ନତି ସୁପାରିସ କଲେ ସୁପ୍ରିମକୋର୍ଟ କଲେଜିଅମ
ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ପଦୋନ୍ନତି ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ କଲେଜିଅମ। ଗୁରୁବାର ଅନୁଷ୍ଠିତ କଲେଜିଅମ ବୈଠକରେ ଏହି ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କୁ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ!-->…
ଓମାନରେ ସର୍ବୋଚ୍ଚ ପୁରସ୍କାର ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓମାନରେ ପହଞ୍ଚିଛନ୍ତି। ଏହି ଅବସରରେ ତାଙ୍କୁ ଓମାନ ତରଫରୁ ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ନାନିତ କରାଯାଇଛି। ଏହି ଗସ୍ତ ସମୟରେ ଭାରତ ଏବଂ ଓମାନ ମଧ୍ୟରେ ଏକ ବାଣିଜ୍ୟିକ ରାଜିନାମା!-->…
ବମ୍ବେ ହାଇକୋର୍ଟକୁ ବୋମା ଧମକ
ବମ୍ବେ: ବମ୍ବେ ଉଚ୍ଚ ଅଦାଲତକୁ ବୋମା ଧମକ ଦିଅଯାଇଛି । ଫଳସ୍ଵରୂପ ନ୍ୟାୟଳୟ ପରିସରରେ ଆତଙ୍କ ସୃଷ୍ଟି ହୋଇଛି । ସୁରକ୍ଷା ଦୃଷ୍ଟିରୁ ମୁମ୍ବଇର ବାନ୍ଦ୍ରା ଏବଂ ଏସ୍ପ୍ଲାନେଡ୍ ଅଦାଲତ ସମେତ ଅନ୍ୟ ଅଦାଲତକୁ ଖାଲି କରିଦିଆଯାଇଛି ।
ସୂଚନା ଅନୁସାରେ ଦକ୍ଷିଣ ମୁମ୍ବଇର ଫୋର୍ଟ ଅଞ୍ଚଳରେ ଅବସ୍ଥିତ!-->!-->!-->…
ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ
ନୂଆଦିଲ୍ଲୀ : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ବୁଧବାର ରାତିରେ!-->…
ବ୍ଲକ ସ୍ତରୀୟ ଇକୋ ମଡେଲ ପରିବେଶ ମେଳା ପ୍ରଦର୍ଶନୀ
ବାଲିଗୁଡା, ତା, ୧୮/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଇକୋ ମଡେଲ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ!-->…
ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଗାଡ଼ିରେ ତେଲ ପକାଇପାରିବେ ନାହିଁ ଦିଲ୍ଲୀବାସୀ
ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ଆଜିଠୁ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏହି କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ଏହା ବ୍ୟତୀତ, କେବଳ BS-VI!-->…
ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ
ବାଲିଗୁଡା : ଏମିତି ବି ଆସେ ମୃତ୍ୟୁ l ଅମୃତ ଭଣ୍ଡା ପଡି ଚାଲିଗଲା ମହିଳାଙ୍କ ଜୀବନ l ଏମିତି ଅଘଟଣ ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମହାସିଙ୍ଗ ପଂଚାୟତର ଗୋଛାପଡା ଗାଁରେ l ଅମୃତ ଭଣ୍ଡାଟିର ଓଜନ ଥିଲା ସାତ କେଜି ଛଅ ଶହ ଦଶ ଗ୍ରାମ l ଏହି ଅମୃତ ଭଣ୍ଡାଟି ମହିଳାଙ୍କ!-->…
ସିରିଜ ଦୁର୍ଘଟଣା: ୨୦ ଗୁରୁତର
କେନ୍ଦୁଝର: ସିରିଜ ଦୁର୍ଘଟଣାରେ ୨୦ ଗୁରୁତର ଆହତ। କେନ୍ଦୁଝର ଜିଲା କୋଳିମାଟି ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଘଟିଛି ଏହି ଦୁର୍ଘଟଣା। ଏକ ଟୁରିଷ୍ଟ ବସ ଏବଂ କାରକୁ ଗୋଟିଏ ଲୁହାପଥର ବୋଝେଇ ଟ୍ରକ ଧକ୍କା ଦେବାରୁ ଏହି ସିରିଜ ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁସାରେ, ପୁରୁ!-->!-->!-->…
ଶାଶୁ-ବୋହୂ କଳି ସମାଧାନ କରିବାକୁ ଯାଇ ପିଉସୀ ଶାଶୁ ମୃତ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦର ଥାନା ଓଡିଶୋ ଗାଁରେ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳି ସମାଧାନ କରିବାକୁ ଯାଇ ପୁତୁରା ବୋହୂର ମାଡରେ ପିଉସୀ ଶାଶୁଙ୍କର ମୃତ୍ୟୁ ଘଟିଛି। ମୃତକ ସବିତା ବିଶ୍ଵାଳ(୫୫) ବୋଲି ଜଣାପଡିଛି। ଜଗତସିଂହପୁର ସଦର ଥାନାରେ ଏ ନେଇ ଲିଖିତ ଅଭିଯୋଗ ହୋଇଛି। ଓଡିଶୋ!-->…
କାନ୍ଥ ପଡ଼ି ଶିଶୁ ମୃତ
ଉମରକୋଟ: କାନ୍ଥ ପଡ଼ି ଚାଲିଗଲା ଶିଶୁର ଜୀବନ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ କମାବନ୍ଧ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣେ ୪ ବର୍ଷର ଶିଶୁ। ଅନ୍ୟ ୨ ଜଣ ଶିଶୁ ଏଥିରେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଉମରକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି!-->…