Sign in
Sign in
Recover your password.
A password will be e-mailed to you.
୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା: କାଲିଠୁ ଯିବ ପ୍ରଶ୍ନପତ୍ର
କଟକ: ଏଥର ରାଜ୍ୟର ୩୦୮୨ ସେଣ୍ଟରରେ ହେବ ମାଟ୍ରିକ୍ ପରୀକ୍ଷା। ମାଟ୍ରିକ ପରୀକ୍ଷା ପାଇଁ କାଲିଠୁ ଯିବ ପ୍ରଶ୍ନପତ୍ର, ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା। ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି। ମାଟ୍ରିକ୍ ପାଇଁ ୫!-->…
ଉକୁଣୀ ନେଲା ନାବାଳିକାର ଜୀବନ
ଗୋପ : ଉକୁଣୀ ନେଲା ନାବାଳିକାର ଜୀବନ । ପୁରୀ ଜିଲ୍ଲା ବଳଙ୍ଗା ଥାନା ଚମ୍ପାଗଡ଼ ସାହି ୧୨ ବର୍ଷିୟା ନାବାଳିକା ମୃତ । ମୃତକ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । କିଛି ମାସ ତଳେ ଲକ୍ଷ୍ମୀପ୍ରିୟାଙ୍କ ମୁଣ୍ଡରେ ଉକୁଣୀ ହୋଇଥିଲା । ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ!-->…
ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଓଲା, ଉବେର ସେବା ବନ୍ଦ
ଭୁବନେଶ୍ୱର : ଧର୍ମଘଟରେ ଓଲା, ଉବେର । ଯାତ୍ରୀ ହନ୍ତସନ୍ତ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟା ସେବା ବନ୍ଦ । ଓଲା, ଉବେର, ରାପିଡୋ ଆଦି ଆପ୍ ଭିତ୍ତିକ ଡ୍ରାଇଭରଙ୍କ ଧର୍ମଘଟ । ଭୁବନେଶ୍ବର ରସୁଲଗଡ଼ ଛକରୁ ଜୟଦେବବିହାର ପର୍ଯ୍ୟନ୍ତ ଅଟକି ରହିଛି ଶହ ଶହ ଗାଡ଼ି । ଗତ ୭ ତାରିଖରେ!-->…
ଜଟଣୀରୁ ନିର୍ବାଚନ ଲଢ଼ିବେ ସୁର ରାଉତରାୟ
ଭୁବନେଶ୍ୱର : ସୁରଙ୍କ ୟୁଟର୍ଣ୍ଣ । ନିର୍ବାଚନୀ ମଇଦାନକୁ ଓହ୍ଲାଇବେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ । ଜଟଣୀରୁ ନିର୍ବାଚନ ଲଢ଼ିବା ନେଇ ଦେଲେ ସଂକେତ । କଂଗ୍ରେସ ଟିକେଟରୁ ଲଢ଼ିବେ ବୋଲି ଇସାରା ଦେଇଛନ୍ତି ସୁର ରାଉତରାୟ । କହିଛନ୍ତି, ଲୋକ ଚାହିଁଲେ ଲଢ଼ିବି । ମୁଁ ଛାଡି ଦେଇଥିଲି!-->…
ନିଜ ସର୍ଭିସ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ ଯବାନ
ରାଉରକେଲା: ନିଜକୁ ଗୁଳିକଲେ ସିଆରପିଏଫ୍ ଯବାନ । ରାଉରକେଲାରେ ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳିକଲେ CRPF ଯବାନ । ଗୁରୁତର ଅବସ୍ଥାରେ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତ ସିଆରପିଏଫ୍ ଯବାନ ଉତ୍ତରପ୍ରଦେଶ ବଲିଆ ନନ୍ଦଗାଁର ସୁବାସ ପ୍ରସାଦ।!-->…
ଦୁଇ ବାଇକ୍ ମୁହାଁମୁହିଁ, ୩ ମୃତ
କୋରାପୁଟ୍: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ସୁଙ୍କି-ଅମ୍ପାବାଲି ରାସ୍ତାର ପେଟୁରୁ ଝକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦମ୍ପତିଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଗୁରୁତର ହୋଇଥିବା ୪!-->…
କମେଣ୍ଟ ମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଗୁରୁତର
ଜଳେଶ୍ବର: କମେଣ୍ଟ ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ୪ ଜଣ ଗୁରୁତର,ଜଣେ ଆହତ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା କୁହ୍ଲାଚଢ଼ ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବାଲିଆପାଳ ପୋଲିସ ଘଟଣାସ୍ଥଳରେ!-->…
ଆନ୍ଦୋଳନକୁ ଓହ୍ଲାଇବେ ବିଦ୍ୟୁତ୍ କର୍ମଚାରୀ
ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ବିଦ୍ୟୁତ୍ କର୍ମଚାରୀ ସଂଗ୍ରାମ ମହାମଞ୍ଚ। ସୋମବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ କର୍ମଚାରୀମାନେ କଳାବ୍ୟାଜ୍ ପରିଧାନ କରିବେ। ୧୩ ତାରିଖ ଦିନ ଟିପିସିଓଡିଏଲର ୨୦ଟି ଡିଭିଜନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ୧୭ରୁ ଅନିର୍ଦିଷ୍ଟ!-->…
ପାକ୍ସରେ କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା: ଅନଲାଇନ୍ରେ ହେବ ଅଭିଯୋଗ ସମାଧାନ
ଭୁବନେଶ୍ୱର: ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍। ଅନଲାଇନ୍ରେ ତଥ୍ୟ ରହିବା ସହିତ ପରିଚାଳିତ!-->…
ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ । ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି ।
ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ!-->!-->!-->…