ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର ୪ ତାରିଖରେ ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ ଟି ଘର

ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ ତାରିଖରେ ଦିନ ତମାମ ଶୁଣାଣି ହୋଇଥିଲା । ଶୁଣାଣି ହେବା ପରେ

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର । ଚରମ୍ପା ମାଲ୍‌ ଗୋଦାମ ପାଖରେ ପୋଲିସ ଏନ୍‌କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ ଗୁରୁତର ହୋଇଛି । ପୋଲିସ

ଆଜି ଧନୁ ସଂକ୍ରାନ୍ତି, ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଚାଲିବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ

ନାବାଳିକାଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି ରାଜ୍ୟ ରାଜଧାନୀ: ନବୀନ

ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ଗତକାଲି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା| ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଧଉଳି ଥାନା

୨୦୨୬ ପାଇଁ ପ୍ରକାଶ ପାଇଲା ସ୍କୁଲ ଛୁଟି ତାଲିକା

ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ,

୨୧ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ !

ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ​‌ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ

ଆସିକା ନାଗରିକ କମିଟି ଦ୍ବାରା ଆଠ ନମ୍ବର ଓ୍ବାର୍ଡ ବାସିନ୍ଦାଙ୍କୁ ନେଇ ବୈଠକ ଅନୁଷ୍ଠିତ

ଆସିକା : ସ୍ଥାନୀୟ ସୁନାମ୍ବ ସାହି ଜଗନ୍ନାଥ ମନ୍ଦିର ପରିସରରେ ଆସିକା ନାଗରିକ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଆଇନଜୀବୀ ଛବିଳରାମ ମିଶ୍ର ସଭାପତିତ୍ୱ କରିଥିବା ବେଳେ ସତ୍ୟନାରାୟଣ ରଥ ଉପଦେଷ୍ଟା ବୈଠକରେ ସ୍ଥାୟୀ ଭୂବନ୍ଦୋବସ୍ଥ କରାଯାଇ ଆସିକାବାସୀଙ୍କୁ ରୟାତିକ ପଟ୍ଟା

ଆସନ୍ତା କାଲି ଅପରାହ୍ନ ୨ଟାରୁ ୪.୩୦ ପରିବର୍ତ୍ତେ ୧.୩୦ରୁ ୪ଟା ଯାଏଁ ହେବ OTET ପରୀକ୍ଷା

ଭୁବନେଶ୍ବର: ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା

ପୀତବାସ ପଣ୍ଡା ହତ୍ୟା ମାମଲ :  ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ୫ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ ଦଳାଇ, ସୁନିଲ ହୋତା ଓ ଶୂନ୍ୟ ଦାସଙ୍କ ଜାମିନ ଆବେଦନ ଖାରଜ୍ କଲେ ଅତିରିକ୍ତ ଜିଲ୍ଲା