ପୁଣି ଆସାମ ନିର୍ବାଚନ ଦାୟିତ୍ଵ ନେଲେ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି । ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଭାରୀ ଦାୟିତ୍ଵ ଦେଇଛି ବିଜେପି । କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ

ଘନ କୁହୁଡ଼ି : ଦିଲ୍ଲୀରେ ୧୦୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ିର ପ୍ରଭାବ । କୁହୁଡ଼ି ଯୋଗୁଁ ୯୦ରୁ ଅଧିକ ଟ୍ରେନ୍ ବିଳମ୍ବରରେ ଚାଲୁଛି । ସେହିପରି ଭାବେ ଦିଲ୍ଲୀ ବିମାନବନ୍ଦରରେ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି । ଏହାରି ମଧ୍ୟରେ ଇଣ୍ଡିଗୋ, ସ୍ପାଇସ୍ ଜେଟ୍ ଏବଂ ଏୟାର ଇଣ୍ଡିଆ ପରାମର୍ଶ ଜାରି

H-1B ଏବଂ H-4 ଭିସା ପାଇଁ ବାଧ୍ୟତାମୂଳକ ହେଲା ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ

ଆମେରିକା : ଆମେରିକାର ଷ୍ଟେଟ୍ ଡିପାର୍ଟମେଣ୍ଟ H-1B ଏବଂ H-4 ଭିସା ଆବେଦନକାରୀଙ୍କ ପାଇଁ ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ କରିବାକୁ ବାଧ୍ୟତାମୂଳକ କରିଦେଇଛି । ଏହି ନୂଆ ନିୟମ ଆଜିଠାରୁ ଲାଗୁ ହୋଇଛି । ଏହି ନିୟମ ପୂର୍ବରୁ କେବଳ ଛାତ୍ର ଏବଂ ଏକ୍ସଚେଞ୍ଜ ଭିଜିଟର୍ସଙ୍କ F, M ଏବଂ J

ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ, ଗାଁରୁ ଗ୍ଲୋବାଲ୍ ଚିନ୍ତାଧାରା : ସେବକ ରଙ୍ଗିଆମୁଣ୍ଡାରେ ଆରମ୍ଭ ହେଲା ମିଲେଟ୍ସ…

ସୁନ୍ଦରଗଡ଼ : ସ୍ଥାନୀୟ ଅଞ୍ଚଳରେ ତାଜା, ସ୍ୱଚ୍ଛ ଓ ଗୁଣାତ୍ମକ ବେକେରୀ ଉତ୍ପାଦକୁ ଲୋକଙ୍କ ନିକଟକୁ ଆଣିବା, ସ୍ଥାନୀୟ କୃଷକଙ୍କ ଆୟ ବୃଦ୍ଧି, ପୁଷ୍ଟିଶସ୍ୟ ପ୍ରସ୍ତୁତି ଖାଦ୍ୟ ପ୍ରଚାର ଓ ମିଲେଟ୍ସ ଆଧାରିତ ଉଦ୍ୟମକୁ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଆଜି ବସୁଧା କୃଷି ଉତ୍ପାଦକ ସଂସ୍ଥା ଦ୍ୱାରା

ସୋରଳରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ସୋରଳ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ବ୍ରହ୍ମପୁର ଉପ ଜିଲ୍ଲାପାଳ ଅବିନାଶ କୁମାର, ସ୍ଥାନୀୟ ବିଡ଼ିଓ ବିବେକାନନ୍ଦ ମିଶ୍ର, ତହସିଲଦାର ବିଶ୍ୱ ରଞ୍ଜନ କହଁର, ସିଡିପିଓ

ଶିକାରୀ ଗୁଳିରେ ଦନ୍ତା ମୃତ

ଅନୁଗୋଳ : ଅନୁଗୋଳରେ ପୁଣି ହାତୀ ମୃତ୍ୟୁ | ପୋକୁଣ୍ଡା ରେଞ୍ଜ ମାଣିକଯୋଡି ପଞ୍ଚାୟତ ବାଲିସାହିରେ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି | ହାତୀ ମେଳରୁ ଅଲଗା ହୋଇ ଧାନ ଫସଲ ଖାଉଥିଲା ହାତୀ | ଶିକାରୀ ଗୁଳିରେ ଦନ୍ତା ହାତୀ ମୃତ | ଦନ୍ତା ହାତୀକୁ କେହି

ବିଶ୍ରାମ ଗୃହରେ ଧାନ ରଖିଲେ ଚାଷୀ, ଧାନ କିଣାରେ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଅସନ୍ତୋଷ

ରେଙ୍ଗାଲି: ଧାନ କିଣାକୁ ନେଇ ରାଜ୍ୟର ବିଭିନ୍ନ ଜାଗାରେ ଚାଷୀ କୂଳ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଥିବାବେଳେ ସରକାରଙ୍କ ଆଶ୍ବାସନାକୁ ସେମାନେ ଭରସା କରିପାରୁନାହାନ୍ତି। ଗତ ରବି ଫସଲରେ ଏମିତି ଅନେକ ଚାଷୀ ଧାନ ବିକ୍ରି କରିପାରି ନାହାନ୍ତି । ପୁଣି ଖରିଫ ଫସଲ ବେଳକୁ ସେହି ଅବସ୍ଥା। ରବି

ଡିଜିପିଙ୍କ କ୍ୟାମ୍ପ ଅଫିସ ଆଗରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି। ବିଜେଡି ନେତାମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା

ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ, ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ବର : କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ

ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ହେଲେ ରାଜ୍ୟପାଳଙ୍କ ଏଡିସି

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ