Sign in
Sign in
Recover your password.
A password will be e-mailed to you.
ଭୁବନେଶ୍ବରରେ ଦୁର୍ଗାପୁଜା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ଜଗିବେ ୬୧ ପ୍ଲାଟୁନ ପୋଲିସ
ଭୁବନେଶ୍ବର : ଚଳିତ ବର୍ଷ ଦୁର୍ଗାପୁଜା ପାଇଁ ପୋଲିସର ପ୍ରସ୍ତୁତି । ଭୁବନେଶ୍ବରରେ ଦୁର୍ଗାପୂଜାକୁ ନେଇ ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ଭିଡ଼ ଓ ଟ୍ରାଫିକ ପରିଚାଳନା ଜଗିବେ ୬୧ପ୍ଲାଟୁନ ପୋଲିସ । ମହିଳାଙ୍କ ସୁରକ୍ଷା ପାଇଁ ସହରରେ ବୁଲିବ ଶକ୍ତି ବାହିନୀ । କମିସନରେଟ!-->…
ଘଟଗାଁ ତାରିଣୀ ପୀଠ ପାଇଁ ୨୨୬ କୋଟି ମଞ୍ଜୁର, କ୍ୟାବିନେଟ୍ ମୋହର
ଭୁବନେଶ୍ୱର : ୪ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସତିବ ଉପସ୍ଥିତ ଥିଲେ । ବୈଠକରେ ୪ଟି!-->…
ସାମ୍ବାଦିକଙ୍କୁ ଗୁଳିମାଡ଼, ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ନରସିଂହପୁର : ସାମ୍ବାଦିକଙ୍କୁ ଗୁଳି । ଘରେ ପଶି ରାତି ଅଧିରେ ଗୁଳିମାଡ଼ ଅଭିଯୋଗ । କଟକ ଜିଲ୍ଲା ମାଣିଆ ବନ୍ଧ ଥାନା ସୁନ୍ଦରିଆ ଗାଁରେ ଗୁଳିକାଣ୍ଡ । ଏକ ଘରୋଇ ଟିଭି ଚ୍ୟାନେଲର ସାମ୍ବାଦିକ ମନୋଜ ନାଏକଙ୍କୁ ଗୁଳି ମାଡ଼ ହୋଇଛି । ତାଙ୍କ ଡାହାଣ କାନ୍ଧ ଓ ବାମ ହାତରେ ଗୁଳି ବାଜିଛି । ତାଙ୍କୁ!-->…
ବାଲିଯାତ୍ରା ଉପର ପଡ଼ିଆରେ ବି ହେବ, ହାଇକୋର୍ଟରେ ଶୁଣାଣି ୯ ତାରିଖରେ
କଟକ : ଉପର ପଡ଼ିଆରେ ବି ହେବ ବାଲିଯାତ୍ରା । ଏନେଇ କୋର୍ଟଙ୍କୁ ଦିଆଯିବ ସତ୍ୟପାଠ । ରୂପରେଖ କ’ଣ ହେବ କୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୯ ତାରିଖରେ ହାଇକୋର୍ଟରେ ମାମଲାର!-->…
ସବୁଠି ବାଜୁଛି ପ୍ରିୟ ଷୋହଳ ଭରଣୀ ବାଦ୍ୟ, ଦୁଲୁକୁଛି ମା’ ଦୁର୍ଗାଙ୍କର ପୂଜା ମଣ୍ଡପରୁ ଶକ୍ତି ପୀଠ
ବଲାଙ୍ଗିର: ଚାଲିଛି ମା’ଙ୍କ ନବଦିନାତ୍ମକ ପୂଜା । ବଲାଙ୍ଗିର ଏକ ମନ୍ତ୍ର ଯନ୍ତ୍ର ତନ୍ତ୍ରର ପୀଠ ହୋଇଥିବାରୁ ଏଠି ଶକ୍ତି ଉପାସନା ସ୍ଵତନ୍ତ୍ର । ଆଉ ଏହି ନବଦିନାତ୍ମକ ପୂଜାରେ ସ୍ଵତନ୍ତ୍ରତା ହେଉଛି ଷୋହଲ ଭରଣୀ ବାଦ୍ୟ । ଏବେ ଷୋହଳ ଭରଣୀ ବାଦ୍ୟରେ ଦୁଲୁକୁଛି ପୂଜା ମଣ୍ଡପରୁ ଶକ୍ତି ପୀଠ!-->…
ହାତୀ ଦେହରେ ଗୁଳି ବାଜିନି, ସଂଘର୍ଷରୁ ଆହତ ହୋଇଛି ; କେନ୍ଦୁଝର ବନଖଣ୍ଡ ଅଧିକାରୀଙ୍କ ସୂଚନା
ବାଂଶପାଳ : ହାତୀ ଦେହରେ ଗୁଳି ବାଜିନି । ହାତୀଙ୍କ ମଧ୍ୟରେ ଲଢ଼େଇରୁ ଆହତ ହୋଇଛି । ତେଲେକୋଇ ବନାଞ୍ଚଳରେ ଗତ ତିନି ଦିନ ହେଲା ଛୋଟେଇ ଛୋଟେଇ ଘୂରି ବୁଲୁଛି ଏକ ମାଇ ହାତୀ । ସୋସିଆଲ ମିଡ଼ିଆରେ ଏହି ଭିଡିଓ ଭାଇରଲ ହେଉଛି । ହାତୀର ଏକାଧିକ ସ୍ଥାନରେ ଗୁଳି ବାଜିଥିବା ଅଭିଯୋଗ ହୋଇଥିଲା ।!-->…
କୁକୁଡାଖଣ୍ଡି ବ୍ଲକ ରେ ଜମି ମାଫିଆଙ୍କ ଆତଙ୍କ ରାଜ ସର୍ବସାଧାର ଜମିକୁ ଦଖଲ କରି ପ୍ଲଟ କୁ ରାସ୍ତା ନିର୍ମାଣ…
ମନ୍ଦିର କୁ ରାସ୍ତା ବାହାନା ରେ ଜମି ମାଫିଆ ଙ୍କ ଜୁଲମ...!
ଗାଁ ଲୋକ ମେଳି ବାନ୍ଧି ପ୍ରଶାସନ ର ଦ୍ୱାରସ୍ତ…..!ବ୍ରହ୍ମପୁର: ଡ଼ବଲ ଇଞ୍ଜିନ ସରକାର ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଜମି ମାଫିଆ ମାନଙ୍କ ଜୋର ଜୁଲୁମ ଦିନକୁ ଦିନ ବୃଦ୍ଧି ପାଉଛି। ତାହାର ନଗ୍ନ ନମୁନା ଏବେ କୁକୁଡାଖଣ୍ଡି!-->!-->!-->!-->!-->…
ପୁଣି ଆସୁଛି ଆଉ ଏକ ଲଘୁଚାପ, ଅକ୍ଟୋବର ୧ ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୩୦ ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଅକ୍ଟୋବର ୧ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ!-->…
ଜଣଙ୍କ ପରେ ଜଣେ ଟଳୁଛନ୍ତି ଟପ୍ ମାଓ ନେତା
ଭୁବନେଶ୍ୱର : ଛତିଶଗଡ଼ରେ ଭୁଶୁଡ଼ୁଛି ମାଓଦୁର୍ଗ । ଜଣଙ୍କ ପରେ ଜଣେ ଟଳୁଛନ୍ତି ଟପ୍ ମାଓନେତା । ଆଉ ୩ ଜଣ କ୍ୟାଡର ମାଓବାଦୀ ନିହତ । ଛତିଶଗଡ଼ କାଙ୍କେର ଜିଲ୍ଲାରେ ଆଣ୍ଟି ନକ୍ସଲ ଅପରେସନ ବେଳେ ସଫଳତା । ଆଜି ସକାଳୁ ଗୁଳି ବିନିମୟ ହୋଇଥିଲା । ତିନି ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି । !-->…
ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବର୍ତ୍ତି ଗଲା ବଡ଼ ରେଳ ଦୁର୍ଘଟଣା
ସୋର : ବାହାନଗା ଭଳି ବଡ଼ ଦୁର୍ଘଟଣା ଘଟିଥାନ୍ତା । ଅଳ୍ପକେ ଟଳିଗଲା ଦୁର୍ଘଟଣା । ସୋର ଷ୍ଟେସନରେ ଘଟିଥାନ୍ତା ବାହାନଗା ଭଳି ଦୁର୍ଘଟଣା ।
ସୂଚନା ମୁତାବକ, ସୋର ରେଳ ଷ୍ଟେସନରେ ହାୱଡା-ଭୁବନେଶ୍ୱର ଜନ ଶତାବ୍ଦୀ ଏକ୍ସପ୍ରେସ ଗତ କାଲି ସଂଧ୍ୟା ୫ଟା ୩୬ ମିନିଟରେ ପହଁଞ୍ଚି ୫ଟା ୪୬!-->!-->!-->…