Sign in
Sign in
Recover your password.
A password will be e-mailed to you.
ରାସ୍ତା ଅବରୋଧ ହଟାଇବାକୁ ନେଇ ଯୁକ୍ତତର୍କ, ଆଇଆଇସିଙ୍କୁ ମାଡ଼ ଅଭିଯୋଗ
ସୋର : ଆଇଆଇସିଙ୍କୁ ମାଡ଼ ଅଭିଯୋଗ । ରାସ୍ତାରେ ଭାରତ ପାକିସ୍ତାନ କ୍ରିକେଟ ମ୍ୟାଚ ଦେଖୁଥିବାବେଳେ ବୃଦ୍ଧଙ୍କୁ ମାଡ ଦେଇ ଉଠାଇ ନେଲେ ଆଇଆଇସି । ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ବାଲେଶ୍ବର ସୋର କୋର୍ଟ ଛକ ଆଗରେ ଆଇଆଇସିଙ୍କୁ ମାଡ଼ ଅଭିଯୋଗ । ରାସ୍ତା ଅବରୋଧ ହଟାଇବାକୁ ନେଇ!-->…
ଡାଡିଆଗୁଡ଼ାରେ ସୁମନି ସୁନାଙ୍କ ଦଶାହକ୍ରିୟା: ଡ଼ମ୍ବ ସମାଜର ପ୍ରମୁଖଙ୍କ ଯୋଗଦାନ ଓ ଏକତାର ବାର୍ତ୍ତା
ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ମୁଣ୍ଡିଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଡାଡିଆଗୁଡ଼ା ଗ୍ରାମରେ ଏକ ଶୋକାକୁଳ ପରିବେଶ ମଧ୍ୟରେ ସ୍ୱର୍ଗତା ସୁମନି ସୁନାଙ୍କ ଦଶାହକ୍ରିୟା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସମାଜସେବୀ ତଥା ଡ଼ମ୍ବ ସମାଜର ସକ୍ରିୟ ସଦସ୍ୟ ହରି ସୁନାଙ୍କ ମାତା!-->!-->!-->!-->!-->…
ଅକ୍ଟୋବର ୪ରେ ବିହାର ଗସ୍ତ କରିବେ ଇସି
ନୂଆଦିଲ୍ଲୀ : ଚଳିତବର୍ଷ ଶେଷଆଡକୁ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ନେତୃତ୍ବରେ ନିର୍ବାଚନ କମିଶନ (ଇସି) ଟିମ୍ ଅକ୍ଟୋବର ୪ରେ ବିହାର ଗସ୍ତ କରିବେ ବୋଲି!-->…
ନୟାଗଡ଼ ଜିଲ୍ଲାରେ ଯୌତୁକ ନିଷେଧ ଅଧିନିୟମ ୧୯୬୧ ଉପରେ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଆୟୋଜିତ
ନୟାଗଡ଼: ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ନୟାଗଡ଼ ତରଫରୁ ମିଶନ ଶକ୍ତି ଭବନଠାରେ ଯୌତୁକ ନିଷେଧ ଅଧିନିୟମ ୧୯୬୧ ବିଷୟରେ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଯୌତୁକ ପ୍ରଥାକୁ ଜିଲ୍ଲାରୁ ସମ୍ପୂର୍ଣ୍ଣ ରୂପେ ନିର୍ମୂଳ କରିବା ଏହି ଶିବିରର ମୁଖ୍ୟ ଲକ୍ଷ୍ୟ!-->!-->!-->…
ବସ୍-କାର ଧକ୍କା: ୫ ଯାତ୍ରୀଙ୍କ ମୃତ୍ୟୁ
ଉତ୍ତରପ୍ରଦେଶର ଲଖିମପୁର ଖିରୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଖିରୀ ଥାନା ଅନ୍ତର୍ଗତ ଓୟଲ ଛକ ନିକଟ ରାଜ୍ୟ ରାଜପଥରେ ଏକ ବସ ଏବଂ କାର ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଏଥିରେ କାର ଭିତରେ ଥିବା ୧୫ ଯାତ୍ରୀଙ୍କ!-->…
ଛିନ୍ଦଖଡ଼କ ଜଙ୍ଗଲରେ ଗୁଳିବିନିମୟ, ୩ ମାଓବାଦୀ ନିହତ
ଓଡ଼ିଶା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲା ଅନ୍ତର୍ଗତ ଛନ୍ଦଖଡ଼କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଜଣେ ମହିଳା ମାଓବାଦୀ ରହିଛନ୍ତି।!-->…
ମୁନୀର ସେନାକୁ ମାଟିରେ ମିଶାଇଲା BLA, ୧୫ ରୁ ଅଧିକ ପାକ୍ ସେନାଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ବଲୁଚିସ୍ତାନ ଲିବରେସନ ଆର୍ମି (BLA) ଭୟଙ୍କର ଆକ୍ରମଣ । ୧୫ ଜଣ ପାକିସ୍ତାନ ସୈନିକଙ୍କୁ ହତ୍ୟା କରିଥିବା ଦାବି କରିଛି BLA । ଶନିବାର BLA ଦ୍ୱାରା ଜାରି ଏକ ବିବୃତ୍ତିରେ ଏହା କୁହାଯାଇଛି ଯେ ଖୁଜଦାର ଜିଲ୍ଲାର ଜେହରି ଅଞ୍ଚଳରେ ଏକ ସଂଘର୍ଷରେ BLA ଲଢ଼ୁଆମାନେ ୧୫ ରୁ!-->…
ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ଥାଲପତି ବିଜୟ
ତାମିଲନାଡୁ : ତାମିଲନାଡୁର କରୁର ଅଭିନେତା ତଥା ଟିଭିକେ ଦଳର ମୁଖ୍ୟ ବିଜୟଙ୍କ ରାଲିରେ ଘଟିଥିବା ଭୟଙ୍କର ଦଳାଚକଟା ଦେଶକୁ ଦୋହଲାଇ ଦେଇଛି । ଘଟଣାରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ବିଜୟ । ଏହାସହିତ ଆହତଙ୍କୁ ୨-୨ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ।!-->…
ଆଗ୍ରାରୁ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଗିରଫ
ନୂଆଦିଲ୍ଲୀ : ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ। ବିଳମ୍ୱିତ ରାତିରେ ତାଙ୍କୁ ଆଗ୍ରାର ଏକ ହୋଟେଲରୁ ଦିଲ୍ଲୀ ପୋଲିସ ଗିରଫ କରିଛି । ତାଙ୍କ ବିରୁଦ୍ଧରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଏବଂ ଜାଲିଆତି ଅଭିଯୋଗ ରହିଥିବା ସୂଚନା ମିଳିଛି । EWS ସ୍କଲାରସିପରେ PGDM!-->…
ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୭୨ ଘଣ୍ଟାର ହାଇଆଲର୍ଟ ଜାରି କଲା IMD
ମହାରାଷ୍ଟ୍ର : ମୁମ୍ବାଇ ସମେତ ଆଖପାଖ ଜିଲ୍ଲାରେ ଅତ୍ୟଧିକ ବର୍ଷା ନେଇ ଆଜି IMD ରେଡ୍ ଆଲର୍ଟ ଜାରି କରିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ହାଇ ଆଲର୍ଟ ଜାରି କରାଯାଇଛି ।
ସୂଚନାନୁଯାୟୀ, ମୁମ୍ବାଇ ସମେତ ଥାଣେ, ପାଲଘର, ରାୟଗଡ଼!-->!-->!-->…