Sign in
Sign in
Recover your password.
A password will be e-mailed to you.
ଶ୍ରାବଣ ସୋମବାରରେ ମହାନଦୀରୁ ପାଣି ଉଠାଇବା ବେଳେ ବୁଡିଗଲା ପୁଅ, ଉଦ୍ଧାର କରିବାକୁ ଯାଇ ବାପା ମୃତ
ପାରାଦ୍ବୀପ: ଶ୍ରାବଣ ସୋମବାର ପାଇଁ ପାଣି ଭାର ନେଇ ଯିବା ନିମନ୍ତେ ମହାନଦୀକୁ ଯାଇଥିଲେ। ସେଠାରେ ହଠାତ୍ ନଦୀରେ ଗୋଡ଼ ଖସି ଭରାନଈକୁ ଭାସିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ବାପା ନଦୀଗର୍ଭରେ ହଜି ଯାଇଛନ୍ତି। ମୃତକ ଜଣକ ହେଲେ ପାରାଦ୍ୱୀପ ଲକ୍ ଥାନା ନିମିଢିହି ଗ୍ରାମର ଇଶ୍ଵର ବାରିକ।!-->…
ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳ ଚଞ୍ଚଳ
ବାଲିଗୁଡା : ଶ୍ରାବଣ ମାସର ପ୍ରଥମ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ!-->!-->!-->…
୧ କୋଟି ୨୬ ଲକ୍ଷର ଛାତ୍ରାବାସ କାମ ଦୁଇବର୍ଷ ଧରି ଅଧାପନ୍ତରିଆ
ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ତୀବ୍ର ଅସନ୍ତୋଷ, ଠିକାଦାରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି
ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ତୁରୁଡିହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ତୁରୁଡିହି ଗ୍ରାମରେ ଥିବା,ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ!-->!-->!-->!-->!-->…
ଡାକ୍ତରୀ ପିଜି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲା ମାନବ ଅଧିକାର ସୁରକ୍ଷା ମଞ୍ଚ
ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସହ ସିସି କ୍ୟାମେରା ସଂଯୋଗ କରଯାଉ: ମଞ୍ଚ
ବ୍ରହ୍ମପୁର : ଅଲ୍ ଓଡ଼ିଶା ପିଜି ଡାକ୍ତରୀ ପରୀକ୍ଷାରେ କଥିତ ପ୍ରଶ୍ନ ପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା!-->!-->!-->!-->!-->…
ଲାଞ୍ଚ ନେବା ବେଳେ ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ କାବୁ କଲା ଭିଜିଲାନ୍ସ
ରାଉରକେଲା::ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର । ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ । ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।ସୁନ୍ଦରଗଡ-ରାଉରକେଲା ରାସ୍ତାର ବଡଗାଁ!-->…
ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟର ଟ୍ରାଫିକ ଇନ୍ସପେକ୍ଟର ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ
ସୁନ୍ଦରଗଡ ୦୩/୦୮/୨୦୨୬ : ଆଜି ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟ (OMVD) ର ଟ୍ରାଫିକ ଇନ୍ସପେକ୍ଟର ମୁକେଶ କୁମାର ମିଶ୍ରଙ୍କୁ ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ନେଉଥିବା ସମୟରେ ଧରିଛି।
ଅଭିଯୋଗ ଅନୁଯାୟୀ, ଜଣେ ଟ୍ରକ ମାଲିକଙ୍କ ଦୁଇଟି ହାଇୱା ଟ୍ରକକୁ ତାଙ୍କ ଅଧୀନ ଅଞ୍ଚଳରେ କୌଣସି ବାଧା!-->!-->!-->!-->!-->…
ରାଜ୍ୟର ସମସ୍ତ ବିଦ୍ୟାଳୟରେ ବାଧ୍ୟତାମୂଳକ ସୁରକ୍ଷା ଅଡିଟ୍
ଭୁବନେଶ୍ୱର: ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ପ୍ରାଥମିକତା ଦେଇଛି ଶିକ୍ଷା ବିଭାଗ। ଶିକ୍ଷାନୁଷ୍ଠାନରେ ସୁରକ୍ଷା ପାଇଁ ରାଜ୍ୟ ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଯେପରିକି ବାଧ୍ୟତାମୂଳକ ସୁରକ୍ଷା ଅଡିଟ୍, ‘ଶକ୍ତିଶ୍ରୀ’ ବ୍ୟବସ୍ଥା, ଏବଂ ଆଭ୍ୟନ୍ତରୀଣ ଅଭିଯୋଗ!-->…
ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ
ନୟାଗଡ଼: ନୟାଗଡ଼ ସହରର କେ. ସି କ୍ଲବ୍ ଠାରେ ଜିଲ୍ଲାର ସାରସ୍ବତ ପ୍ରତିଭା ମାନଙ୍କୁ ନେଇ “ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପଣ ହୋଇଯାଇଅଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ର ମାନ୍ଯବର ବିଧାୟକ ତଥା ସାହିତ୍ୟିକ ଡ. ଅରୁଣ କୁମାର ସାହୁ ଉପସ୍ଥିତ ରହି ଉକ୍ତ!-->…
ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ଗଞ୍ଜାମ, ୩/୮ : ଅଦାନୀ ଫାଉଣ୍ଡେସନ ଓ ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦର ମିଳିତ ସହଯୋଗରେ ସୋମବାର ବରିଷ୍ଠ ନାଗରିକ ପରିଷଦ କାର୍ଯ୍ୟାଳୟ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା।
ଶିବିରରେ ବ୍ରହ୍ମପୁରସ୍ଥିତ ଇକସ୍ ଆଇ ହସ୍ପିଟାଲର ଡାକ୍ତରୀ ଦଳ!-->!-->!-->!-->!-->…
ମିସିଂ ଓ ଚୋରି ମୋବାଇଲ ଉଦ୍ଧାରରେ ମାଲକାନଗିରି ପୋଲିସର ସଫଳତା, ୩୪ଟି ମୋବାଇଲ ପ୍ରକୃତ ମାଲିକଙ୍କୁ ଫେରାଇଲା
ମାଲକାନଗିରି : ହଜି ଯାଇଥିବା ଓ ଚୋରି ହୋଇଥିବା ମୋବାଇଲ ଫୋନ୍ ଉଦ୍ଧାର କରି ପ୍ରକୃତ ମାଲିକଙ୍କୁ ଫେରାଇବା ପାଇଁ ମାଲକାନଗିରି ପୋଲିସ ପକ୍ଷରୁ ଦୃଢ଼ ପ୍ରୟାସ ଜାରି ରହିଛି। ଏହି କ୍ରମରେ ମାଲକାନଗିରି ସାଇବର ଥାନା ଏବଂ ସାଇବର ସେଲର ମିଳିତ ଉଦ୍ୟମରେ ଉଦ୍ଧାର କରାଯାଇଥିବା ୩୪ଟି ମୋବାଇଲ!-->!-->!-->…