Sign in
Sign in
Recover your password.
A password will be e-mailed to you.
ବୃନ୍ଦାବନରେ ବାଙ୍କେ ବିହାରୀ ମନ୍ଦିର ଓ ନିଧିବନ ବୁଲି ଦେଖିଲେ ରାଷ୍ଟ୍ରପତି, କଲେ ବୃକ୍ଷରୋପଣ
ବୃନ୍ଦାବନ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ମଥୁରା-ବୃନ୍ଦାବନର ଏକ ଧାର୍ମିକ ସ୍ଥାନ ଗସ୍ତ କରିଥିଲେ । ଏହି ଗସ୍ତ ସମୟରେ ସେ ବାଙ୍କେ ବିହାରୀ ମନ୍ଦିର, ନିଧିବନ ଏବଂ ସୁଦାମା କୁଟୀର ପରିଦର୍ଶନ କରିଥିଲେ । ରାଷ୍ଟ୍ରପତି ସୁଦାମା କୁଟୀରରେ କଳ୍ପବୃକ୍ଷ ଚାରା!-->…
ରସିକିଆ ସ୍ବାମୀଙ୍କ ନାଁର ଅଭିଯୋଗ, ମିଛ କହି ଝିଅଙ୍କୁ ନେଇ ଯାଉଥିଲେ ଥାଇଲାଣ୍ଡ ଓ ଦୁବାଇ
ମଧ୍ୟପ୍ରଦେଶ : ସ୍ବାମୀଙ୍କ ରସିକିଆ ପଣ,ପ୍ରଶାସନିକ ପଦବୀରେ ରହି ପଦବୀର ଅପ ବ୍ୟବହାର,ଲାଞ୍ଚ,ପରକୀୟା ପ୍ରୀତି,ଅନଧୀକାର ବିଦେଶ ଯାତ୍ରା,ଏମିତି କିଛି ଅଭିଯୋଗ ଆଣିଛନ୍ତି ଭୋପାଳର ଡେପୁଟି କଲେକ୍ଟରଙ୍କ ସ୍ତ୍ରୀ । ଏକ ସାଧାରଣ ଶୁଣାଣୀର ତବସୁମ ବାନୋ ନିଜ ସ୍ବାମୀଙ୍କ ଦୁଷ୍କର୍ମ!-->…
ବିହାର ବିଧାନସଭା ନିର୍ବାଚନ ପାଇଁ ବିଜେପିର ଧର୍ମେନ୍ଦ୍ର ପ୍ରଧାନ ପ୍ରଭାରୀ ନିଯୁକ୍ତ
ବିହାର : ବିହାର ନିର୍ବାଚନ ତାରିଖ ଘୋଷଣା ହୋଇନି ସତ କିନ୍ତୁ ଏହା ପୂର୍ବରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ବିଜେପି ୨୦୨୫ ବିହାର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି । ବିହାର ସମେତ ତିନୋଟି!-->…
ରୋଗୀଙ୍କ ପେଟରୁ ବାହାରିଲା ୨୯ ଟି ଷ୍ଟିଲ୍ ଚାମଚ, ୧୯ଟି ଟୁଥବ୍ରସ୍ ଏବଂ ଦୁଇଟି କଲମ୍ , ଡ଼ାକ୍ତର ଆଶ୍ଚର୍ଯ୍ୟ
ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶର ହାପୁର ଜିଲ୍ଲାରେ ଏକ ଅଜବ ଘଟଣା ନଜରକୁ ଆସିଛି । ଜଣେ ଗୁରୁତର ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ପେଟରୁ ଡର୍ଜନ ଚାମଚ,ଟୁଥ୍ ବ୍ରସ,ଓ କଲମ ବାହାର କରାଯାଇଛି । ବ୍ୟକ୍ତିଙ୍କ ପେଟରେ ପ୍ରବଳ ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ!-->…
ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଅନୁଷ୍ଠିତ
ନୟାଗଡ଼ (ନିସର୍ତ୍ତ ନ୍ୟୁଜ୍): ନୟାଗଡ଼ ଜିଲ୍ଲା, ରଣପୁର ବ୍ଲକ୍ ଅନ୍ତର୍ଗତ ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହିଳାଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି!-->…
ୟୁପି ଆନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଗ୍ରେଟର ନୋଏଡା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗୁରୁବାର ଅର୍ଥାତ୍ ୨୫ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ଗ୍ରେଟର ନୋଏଡାରେ ପହଞ୍ଚି ୟୁପି ଆନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ (ଇଣ୍ଟରନ୍ୟାସନାଲ ଟ୍ରେଡ୍ ଶୋ) ୨୦୨୫ର ଉଦ୍ଘାଟନ କରିଛନ୍ତି।
ପ୍ରଧାନମନ୍ତ୍ରୀ ଗ୍ରେଟର!-->!-->!-->…
ଆମେରିକା ନିଜର କଥା ରଖେ ନାହିଁ, ଲୋକଙ୍କ ହତ୍ୟା କରାଇଥାଏ-ଖାମ୍ନେଇ
ନୂଆଦିଲ୍ଲୀ : ପୁଣି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ କରିଛନ୍ତି ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲି ଖାମ୍ନେଇ। ସେ କହିଛନ୍ତି, ଆମେରିକା ନିଜର କିଛି କଥା ରଖେ ନାହିଁ। ଲୋକଙ୍କ ହତ୍ୟା କରାଇଥାଏ।
ଖାମ୍ନେଇ ପୁଣି ଥରେ ଦେଶର ପରମାଣୁ କାର୍ଯ୍ୟକ୍ରମ ଉପରେ!-->!-->!-->…
ଲଦାଖ ହିଂସାକୁ ନେଇ ଟାର୍ଗେଟରେ ସୋନମ ଓ୍ବାଙ୍ଗଚୁକ, ଆସିଲା ପାକିସ୍ତାନ ଲିଙ୍କ୍ !
ଲଦାଖରେ ଜାରି ହିଂସାକୁ ନେଇ ଟାର୍ଗେଟକୁ ଆସିଛନ୍ତି ସୋନମ ଓ୍ବାଙ୍ଗଚୁକ। ହିଂସା ପାଇଁ ସୋନମଙ୍କ ଓ୍ବାଙ୍ଗଚୁକଙ୍କୁ ଦାୟୀ କରିଛନ୍ତି ସରକାର। ଅନ୍ୟପଟେ ସିବିଆଇ ସୋନମ ଏବଂ ତାଙ୍କ ସଂସ୍ଥା ବିରୋଧରେ ବିଦେଶରୁ ମିଳିଥିବା ପାଣ୍ଠିର ତଦନ୍ତ ୨ ମାସ ହେବ ଜାରି ରହିଛି। ସୋନମ ବେଆଇନ ଉପାୟରେ ବିଦେଶରୁ!-->…
ଭାରତୀୟ ଆଇନ ପାଳନ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଏଲନ ମସ୍କଙ୍କ X କୁ ମିଳିଲା ବଡ଼ ଝଟକା
ସୋସିଆଲ ମିଡିଆ ପ୍ଲାଟଫର୍ମ X କୁ କର୍ଣ୍ଣାଟକ ହାଇକୋର୍ଟରୁ ମିଳିଲା ଝଟକା । ବୁଧବାର ଅର୍ଥାତ୍ ଗତକାଲି କୋର୍ଟ କେନ୍ଦ୍ର ସରକାରଙ୍କ ଟେକଡାଉନ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି X ଆବେଦନକୁ ଖାରଜ କରିଦେଇଥିଲେ । କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ‘ଭାରତରେ କାର୍ଯ୍ୟ କରିବା ପାଇଁ ସୋସିଆଲ!-->…
ଭେନେଜୁଏଲାରେ ଭୂକମ୍ପ, ତୀବ୍ରତା ୬.୧
ଭେନେଜୁଏଲା: ଭାରତ ସମେତ ବିଶ୍ୱର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଘଟଣା ଯଥେଷ୍ଟ ବୃଦ୍ଧି ପାଇଛି । ଆଫଗାନିସ୍ତାନ, ମିଆଁମାର ଏବଂ ତୁର୍କୀ ଭଳି ଦେଶରେ ହଜାର ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଏବେ, ଗୁରୁବାର ସକାଳୁ-ସକାଳୁ ଦକ୍ଷିଣ ଆମେରିକୀୟ ଦେଶ ଭେନେଜୁଏଲାରେ ଏକ ଶକ୍ତିଶାଳୀ ୬.୧!-->…