ନେପାଳରେ ପ୍ରକୃତିର ତାଣ୍ଡବ: ଭାସିଗଲା ୪୦ ଘର, ଫସିଛନ୍ତି ଶତାଧିକ ପର୍ଯ୍ୟଟକ

ନେପାଳ: ନେପାଳରେ ପ୍ରକୃତିର ତାଣ୍ଡବ । ମନାସ୍ଲୁ ଟ୍ରେକିଂ ଅଞ୍ଚଳରେ ଆକସ୍ମିକ ବନ୍ୟା ଯୋଗୁଁ ବ୍ୟାପକ କ୍ଷୟକ୍ଷତି । ବନ୍ୟାରେ ପ୍ରାୟ ୪୦ଟି ଘର, ୬ଟି ପୋଲ ଏବଂ ଜଳବିଦ୍ୟୁତ୍ ପ୍ରକଳ୍ପର ଭିତ୍ତିଭୂମି ଭାସିଯାଇଛି । ପ୍ରାୟ ୧୦ ଜଣ ନିଖୋଜ ଥିବାବେଳେ ୧୫୦ରୁ ଅଧିକ ବିଦେଶୀ ପର୍ଯ୍ୟଟକ ଫସି…

କଂଗ୍ରେସ ଭବନ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ

ମାଲକାନଗିରି, ୧୨।୧୦ମହିଳାଙ୍କ ପ୍ରତି କଂଗ୍ରେସ ନେତାଙ୍କ ଆପତ୍ତିଜନକ ମନ୍ତବ୍ୟ ଓ ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ ମାଲକାନଗିରି ଜିଲ୍ଲା କଂଗ୍ରେସ ଭବନ ସମ୍ମୁଖରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭରେ ଶତାଧିକ ମହିଳା କାର୍ଯ୍ୟକର୍ତ୍ତା…

ପୋଲସରାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ସହ ‘ସେବା ସେତୁ’ ଶିବିର

ପୋଲସରା, ତା. ୧୨/୧୦: ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣି ସହିତ ‘ସେବା ସେତୁ’ ଶିବିର ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ଆରକ୍ଷୀ ଅଧୀକ୍ଷକ, ଗଞ୍ଜାମ ଗିରିଶ ବି.ସି.,…

ବ୍ରଜ ମୋହନ ରାମ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର : ୬ ରାଜ୍ୟରେ ରାଜ୍ୟପାଳ ନିଯୁକ୍ତି ଓ ଅଦଳବଦଳ । ବଦଳିଲେ ଓଡିଶାର ରାଜ୍ୟପାଳ । ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ କରାଯାଇଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ…

କୁନ୍ଦୁରାଠାରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

କୋରାପୁଟ:--12/10/26--:କୁନ୍ଦୁରା ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବହୁସଂଖ୍ୟାରେ ଜନସାଧାରଣ ଯୋଗଦେଇ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ, ସଂଗଠନ ସଜାଡ଼ିବା ଦିଗରେ ଗୁରୁତ୍ବ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବଡ଼ ବୈଠକ । ବୈଠକ ନେଲେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ। ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ମନ୍ତ୍ରୀ ବିଧାୟକ ବରିଷ୍ଠ ନେତାମାନଙ୍କ ସହ ଆଲୋଚନା କଲେ l ଆଗକୁ ପୌର ଓ ପଂଚାୟତ ନିର୍ବାଚନ ରହିଥିବା ବେଳେ ସୌଦlନ…

ଟିପିଏସ୍‌ଓଡିଏଲ୍ ପକ୍ଷରୁ ରକ୍ତଦାନ ଶିବିର

ବ୍ରହ୍ମପୁର: ଟାଟା ସ୍ୱେଚ୍ଛାସେବୀ ସପ୍ତାହ-୨୬ (ଟିଭିଡବ୍ଲ୍ୟୁ ୨୬) ଅବସରରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍‌ଓଡିଏଲ୍) ପକ୍ଷରୁ ଖୋଡ଼ାସିଙ୍ଗି କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଆୟୋଜିତ ଶିବିରକୁ ଟିପିଏସ୍‌ଓଡିଏଲ୍‌ର ସିଇଓ ଶ୍ରୀ ଅମିତ…

ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ…

ରାୟଗଡ଼ା , ୧୨/୧୦/୨୬ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱାର୍କରର୍ସ ଆସୋସିଏସନର ରାଜ୍ୟ ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବିକୁ ନେଇ ଦାବି ପତ୍ର ପ୍ରଦାନ…

ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର କିଶାନ। ମିଳିଥିବା…

ଭୁବନେଶ୍ୱର ମହାନଗର ନିଗମ ଅଧିନ ଅଞ୍ଚଳରେ ପୂଜା କମିଟିଗୁଡ଼ିକ ପାଇଁ “ଗ୍ରାଉଣ୍ଡ ଭଡ଼ା” ସମ୍ପୂର୍ଣ୍ଣ ଛାଡ଼

ଭୁବନେଶ୍ୱର : ବର୍ତ୍ତମାନ ପାର୍ବଣ ଋତୁ ଆରମ୍ଭ ହୋଇସାରିଛି । ସାର୍ବଜନୀନ ଦୁର୍ଗା ପୂଜାଠାରୁ ଆରମ୍ଭ କରି ଗଜଲକ୍ଷ୍ମୀ ପୂଜା, କାଳି ପୂଜା ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ କମିଟି ମାଧ୍ୟମରେ ପୂଜାନୁଷ୍ଠାନଗୁଡିକରେ ପୂଜା ଆୟୋଜନ କରାଯିବ । ପୂଜା କମିଟିଗୁଡ଼ିକ ପାଇଁ…