​ରାଉରକେଲାରେ ଡକାୟତି ଉଦ୍ୟମ ପଣ୍ଡ: ୫ ଗିରଫ, ମାରାତ୍ମକ ଅସ୍ତ୍ରଶସ୍ତ୍ର ଜବତ

​ବୀରମିତ୍ରପୁରରୁ : ରାଉରକେଲା ପ୍ଲାଣ୍ଟସାଇଟ୍ ଥାଣା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ରାତି ପାଟ୍ରୋଲିଂ ସମୟରେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଏକ ବଡ଼ ଡକାୟତି ଉଦ୍ୟମକୁ ସଫଳତାର ସହ ପଣ୍ଡ କରିବା ସହ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ମିଳିଥିବା ସୂଚନା

​NH-143 ମରାମତି ପାଇଁ ୫ ଦିନର ଅଲ୍ଟିମେଟମ୍: କାର୍ଯ୍ୟ ଆରମ୍ଭ ନହେଲେ ରାସ୍ତାରୋକ ଚେତାବନୀ ଦେଲେ ବିରମିତ୍ରପୁର ବିଧାୟକ

​ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଦେଇ ଯାଇଥିବା NH-143 ର ଶୋଚନୀୟ ଓ ବିପଦପୂର୍ଣ୍ଣ ଅବସ୍ଥାକୁ ନେଇ ସ୍ଥାନୀୟ ବିଧାୟକ ଶ୍ରୀ ରୋହିତ ଜୋସେଫ ତିର୍କୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ସେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ

PMAY ତାଲିକାକୁ ନେଇ ତେଜିଲା ବିବାଦ, ଅଧିକାରୀଙ୍କୁ ତାଗିଦ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ସରକାରୀ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ତାଗିଦ ବିବାଦ। କୃଷ୍ଣଚନ୍ଦ୍ର ପାତ୍ରଙ୍କ ବିରୋଧରେ ଅଭିଯୋଗ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନକୁ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଆଚରଣକୁ କେନ୍ଦ୍ର କରି ରାଜ୍ୟରେ ବିବାଦ

ବନ୍ୟା ସ୍ଥିତି ପରଖିଲେ ଜିଲ୍ଲାପାଳ, ୯ ପଞ୍ଚାୟତରେ ସ୍କୁଲ ଛୁଟି

ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ୯ ପଂଚାୟତରେ ସ୍କୁଲ ଛୁଟି । ବନ୍ୟାକୁ ଦୃଷ୍ଟିରେ ରଖି ଆରଡ଼ି, ନାନ୍ଦପୁର, ସୁନ୍ଦରପୁର, ଓଳଗ, ମାଧପୁର, ଭୂଇଁବୃତୀ, ଖେରଙ୍ଗ, ନାଲଗୁଣ୍ଡା, ତେନ୍ତୁଳିଡ଼ିହି,ପଂଚାୟତରେ ସ୍କୁଲ ଛୁଟି କରାଯାଇଛି। ଗତକାଲି ଚାନ୍ଦବାଲି ବ୍ଳକର ବିଭିନ୍ନ

ଶ୍ରାବଣ ସୋମବାରରେ ମହାନଦୀରୁ ପାଣି ଉଠାଇବା ବେଳେ ବୁଡିଗଲା ପୁଅ, ଉଦ୍ଧାର କରିବାକୁ ଯାଇ ବାପା ମୃତ

ପାରାଦ୍ବୀପ: ଶ୍ରାବଣ ସୋମବାର ପାଇଁ ପାଣି ଭାର ନେଇ ଯିବା ନିମନ୍ତେ ମହାନଦୀକୁ ଯାଇଥିଲେ। ସେଠାରେ ହଠାତ୍‌ ନଦୀରେ ଗୋଡ଼ ଖସି ଭରାନଈକୁ ଭାସିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ବାପା ନଦୀଗର୍ଭରେ ହଜି ଯାଇଛନ୍ତି। ମୃତକ ଜଣକ ହେଲେ ପାରାଦ୍ୱୀପ ଲକ୍ ଥାନା ନିମିଢିହି ଗ୍ରାମର ଇଶ୍ଵର ବାରିକ।

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳ ଚଞ୍ଚଳ

ବାଲିଗୁଡା : ଶ୍ରାବଣ ମାସର ପ୍ରଥମ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ

୧ କୋଟି ୨୬ ଲକ୍ଷର ଛାତ୍ରାବାସ କାମ ଦୁଇବର୍ଷ ଧରି ଅଧାପନ୍ତରିଆ

ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ତୀବ୍ର ଅସନ୍ତୋଷ, ଠିକାଦାରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ତୁରୁଡିହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ତୁରୁଡିହି ଗ୍ରାମରେ ଥିବା,ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ

ଡାକ୍ତରୀ ପିଜି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲା ମାନବ ଅଧିକାର ସୁରକ୍ଷା ମଞ୍ଚ

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ସହ ସିସି କ୍ୟାମେରା ସଂଯୋଗ କରଯାଉ: ମଞ୍ଚ ବ୍ରହ୍ମପୁର : ଅଲ୍ ଓଡ଼ିଶା ପିଜି ଡାକ୍ତରୀ ପରୀକ୍ଷାରେ କଥିତ ପ୍ରଶ୍ନ ପତ୍ର ଲିକ୍ ଘଟଣାର କ୍ରାଇମ୍ ବ୍ରାଞ୍ଚ ତଦନ୍ତ, ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା

ଲାଞ୍ଚ ନେବା ବେଳେ ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ କାବୁ କଲା ଭିଜିଲାନ୍ସ

ରାଉରକେଲା::ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର । ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ । ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।ସୁନ୍ଦରଗଡ-ରାଉରକେଲା ରାସ୍ତାର ବଡଗାଁ

ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟର ଟ୍ରାଫିକ ଇନ୍ସପେକ୍ଟର ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ

ସୁନ୍ଦରଗଡ ୦୩/୦୮/୨୦୨୬ : ଆଜି ସୁନ୍ଦରଗଡ଼ ଆରଟିଓ କାର୍ଯ୍ୟାଳୟ (OMVD) ର ଟ୍ରାଫିକ ଇନ୍ସପେକ୍ଟର ମୁକେଶ କୁମାର ମିଶ୍ରଙ୍କୁ ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ନେଉଥିବା ସମୟରେ ଧରିଛି। ଅଭିଯୋଗ ଅନୁଯାୟୀ, ଜଣେ ଟ୍ରକ ମାଲିକଙ୍କ ଦୁଇଟି ହାଇୱା ଟ୍ରକକୁ ତାଙ୍କ ଅଧୀନ ଅଞ୍ଚଳରେ କୌଣସି ବାଧା