ମହାବିଦ୍ୟାଳୟରେ 53 ତମ କ୍ରୀଡା ଉତ୍ସବ ଉଦଯାପିତ

ବଣାଇ : ବଣାଇ ଗଡ଼ ମହା ବିଦ୍ୟାଳୟ ପରିସରରେ ଠାରେ 53 ତମ ବାର୍ଷିକ କ୍ରୀଡା ଉତ୍ସବ ଅଧ୍ୟକ୍ଷ ଡ଼ଃ ଜେନାମଣି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଣାଇ ସହକାରୀ ବନ ସରଂକ୍ଷକ ରବିକାନ୍ତ ମିନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ

୧୪୩ ନମ୍ବର୍ ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା, ଦୁଇ ବାଇକ୍ ଆରୋହୀ ମୃତ

ଲହୁଣୀପଡା : ଲହୁଣୀପଡ଼ା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ନିକଟରେ ଆଜି ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଦ୍ରୁତଗତି ଟ୍ରଲର ଧକ୍କାରେ ଦୁଇଜଣ ବାଇକ୍ ଆରୋହୀ ଘଟଣାସ୍ଥଳରେ ପ୍ରାଣ ହାରାଇଛନ୍ତି।ସୂଚନା ଅନୁସାରେ, ଟ୍ରଲରଟି ଦୃତ ଗତିରେ ଆସି ଓ ଆର ୧୪ କେ ୩୦୪୭ ବାଇକ୍‌କୁ

କାଲି ରାତି ୮ଟା ସୁଦ୍ଧା ଯାତ୍ରୀଙ୍କୁ ଟଙ୍କା ଫେରସ୍ତ କରିବାକୁ ଇଣ୍ଡିଗୋକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : କାଲି ସୁଦ୍ଧା ଟଙ୍କା ଫେରସ୍ତ ପାଇଁ ଇଣ୍ଡିଗୋକୁ ନିର୍ଦ୍ଦେଶ । ଯାତ୍ରୀମାନଙ୍କର ସମସ୍ତ ବକେୟା ଟଙ୍କା ତୁରନ୍ତ ଫେରସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ଗତକାଲି ଅର୍ଥାତ୍ ଡିସେମ୍ବର ୭ ରାତି ୮ଟା ସୁଦ୍ଧା ଟଙ୍କା ଫେରସ୍ତ

ପୁଟିନଙ୍କୁ କାହିଁକି ମଦ, ମାଂସ ପରସାଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ରାତିରେ ସ୍ବଦେଶ ଫେରିଯାଇଛନ୍ତି। ଯିବା ପୂର୍ବରୁ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଭବନରେ ତାଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ନୈଶ ଭୋଜିର ଆୟୋଜନ କରାଯାଇଥିଲା। ଯେଉଁଥିରେ ପୁଟିନଙ୍କୁ ନାନା ପ୍ରକାର

ହଷ୍ଟେଲରେ ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ ବନ୍ଧୁକଧାରି ଆଖିବୁଜା ଗୁଳିମାଡ଼ କରିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଅନ୍ୟ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ, ୧୨ ବର୍ଷର ନାବାଳକ ଏବଂ ୧୬ ବର୍ଷର ନାବାଳିକା ରହିଛନ୍ତି। ଘଟଣାଟି ଘଟିଛି

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ହୁମାୟୁନ କବିର

ନୂଆଦିଲ୍ଲୀ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଶନିବାର ଏହି ଶିଳାନ୍ୟାସ କାର୍ଯ୍ୟକ୍ରମ ହୋଇଛି। ଏ ନେଇ ଆୟୋଜିତ ଏକ କାର୍ଯ୍ୟକ୍ରମରେ ହଜାର ହଜାର ମୁସଲମାନ ଯୋଗଦେଇଥିଲେ।

ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି । ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ଖୋଲାଖୋଲି ପ୍ରଚାର କରିଥିବାରୁ ଟ୍ରମ୍ପଙ୍କୁ ନୂତନ ଭାବରେ ଗଢା ହୋଇଥିବା ଫିଫା ପୁରସ୍କାର ଜିତିବା ପାଇଁ ଚୟନ କରାଯାଇଥିଲା । ଫିଫା ଦେଇଥିବା ସୂଚନା ଅନୁସାରେ

ବିମାନ ଯାତ୍ରୀଙ୍କଠାରୁ ମନମୁଖୀ ଭଡ଼ା ଆଦାୟ ଉପରେ ବ୍ରେକ ଲଗାଇଲେ ସରକାର

ନୂଆଦିଲ୍ଲୀ : ଇଣ୍ଡିଗୋ ସଙ୍କଟ ଯୋଗୁଁ ଶହ ଶହ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଏହାରି ମଧ୍ୟରେ ଅନେକ ବିମାନର ଭଡ଼ା ବୃଦ୍ଧି ପାଇଛି । ଯାହା ଫଳରେ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତେଣୁ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ମନମୁଖୀ

ହାଇଦ୍ରାବାଦ ବିମାନବନ୍ଦରକୁ ପୁଣି ବୋମା ଧମକ

ହାଇଦ୍ରାବାଦ : ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, ଆଜି ଲଣ୍ଡନର ହିଥ୍ରୋ

ଫସି ରହିଥିବା ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ, ବିଭିନ୍ନ ରୁଟରେ ୧୧୬ କୋଚ ବଢିଲା

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର ବିଭିନ୍ନ ଜୋନରେ