ଦୁର୍ଘଟଣା ହ୍ରାସ କରିବାକୁ କଳିଙ୍ଗା ଘାଟିରେ ପରୀକ୍ଷାମୂଳକ ଭାବେ ଲାଗିଲା ସତର୍କ ଘଣ୍ଟି

ଭୁବନେଶ୍ୱର : ଶୀତଦିନେ ଘାଟିଗୁଡିକରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ପାଲଟିଛି । ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପରୀକ୍ଷାମୂଳକ ଭାବେ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ସତର୍କ ଘଣ୍ଟିର ପଦକ୍ଷେପ ନେଇଛି । ଆଇଆଇଟି ଭୁବନେଶ୍ୱର ସହଭାଗିତାରେ ଘାଟିର ଉଭୟ

ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ । ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି ଆଲୋଚନା । ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି କେନ୍ଦ୍ର ଶକ୍ତିମନ୍ତ୍ରୀ

ସ୍ୱାମୀ ହନ୍ତା ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ବିବରଣୀରୁ ପ୍ରକାଶ, ୨୦୨୨ ଫେବୃୟାରୀ ୨୨ ତାରିଖ ଦିନ ମଙ୍ଗୁଳି ନାଏକଙ୍କୁ ପାରିବାରିକ କଳହ କାରଣରୁ

ଦୁର୍ଘଟଣାରେ ୨ ବାଇକ ଆରୋହୀ ମୃତ

ବଣାଇ : ଟ୍ରଲରରେ ପିଟି ହେଲା ବାଇକ ।  ଚାଲିଗଲା ଦୁଇଜଣଙ୍କ ଜୀବନ ।  ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନମ୍ବର ଜାତୀୟ ରାଜପର ଲୁଥୁର୍ବା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ ଟିକ୍ରାପୋଷ ଗାଁର ଯଶକେତନ କିଶାନ ଓ ଲଖି କିଶାନ। ଦୁଇଜଣ ବାଇକରେ ହାଟକୁ ଗଲା ବେଳେ ଏକ

ବନ୍ଧୁକ ଚାଲାଣ ରାକେଟ ଠାବ, କାରରୁ ୧୧ ମାଉଜର ଜବତ

ଭୁବନେଶ୍ୱର : ରାଜଧାନୀରେ ହାଇପ୍ରୋଫାଇଲ ବନ୍ଧୁକ ଚାଲାଣ ରାକେଟ ।  କାର୍ ଭିତରୁ ଜବତ ହେଲା ୧୧ ମାଉଜର ।  ଭୁବନେଶ୍ବର ଖଣ୍ଡଗିରି ଅଞ୍ଚଳରୁ ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ ।  ଏକ କାର୍ ଯୋଗେ ବନ୍ଧୁକ ବିହାରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା ।  ଏ ସଂପର୍କରେ ଗୁଇନ୍ଦା ସୁତ୍ରରୁ ଖବର ପାଇ

ହାତୀ ଆକ୍ରମଣରେ ଯୁବକ ମୃତ

କରଞ୍ଜିଆ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ।  ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ପାର୍ବତୀପୁର ଗାଁ ଆମ୍ବ ବଗିଚାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଶୁକୃଳି ମେଡିକାଲ ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ହସପିଟାଲ ସୁଇପର ଅଫିସରେ ଅଗ୍ନିକାଣ୍ଡ । ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା । ସକାଳେ ରୁମ ଭିତରୁ

ନନ୍ଦନକାନନକୁ ଆସିଲେ ବିଭିନ୍ନ ପ୍ରଜାତିର ୧୯ ଜୀବଜନ୍ତୁ

ବାରଙ୍ଗ: ନନ୍ଦନକାନନକୁ ଆସିଲେ ୪ ପ୍ରଜାତିର ୧୯ ଜୀବଜନ୍ତୁ । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜୁରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନ ମଧ୍ୟରେ ଜନ୍ତୁ ଅଦଳବଦଳ ହୋଇଛି । ଏହି ବିନିମୟରେ

ଇଣ୍ଡିଗୋ ବିମାନ ବିଭ୍ରାଟ, ପରିବର୍ତ୍ତନ ହେଲା କ୍ରିକେଟରଙ୍କ ଗସ୍ତ ସମୟ

ଭୁବନେଶ୍ବର: ଇଣ୍ଡିଗୋ ବିମାନ ବିଭ୍ରାଟ । କ୍ରିକେଟରଙ୍କ ଟ୍ରାଭେଲ ପ୍ଲାନ ପ୍ରଭାବିତ । ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ କିଛି କ୍ରିକେଟରଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଥିବା ସୂଚନା ମିଳିଛି । ଇଣ୍ଡିଗୋ ପରିବର୍ତ୍ତେ ସେମାନେ ଏୟାରଇଣ୍ଡିଆ ବିମାନରେ

ବାରବାଟୀ ଟିକେଟ ବିକ୍ରି ଶେଷ: ଦିନକରେ ସରିଲା ୧୦ହଜାର ଟିକେଟ୍

କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ ଦୁଃଖ କରି ଘରକୁ ଫେରିଲା । ଇଣ୍ଡିଆ ଓ ସାଉଥ ଆଫ୍ରିକା ମଧ୍ୟରେ