Sign in
Sign in
Recover your password.
A password will be e-mailed to you.
କୋର୍ଟ ହାଜତକୁ ନେବା ବେଳେ ଖସି ପଳାଇଲା ଅଭିଯୁକ୍ତ : ପରିତ୍ୟକ୍ତ ଘରୁ ଉଦ୍ଧାର କଲେ ଅବକାରୀ ପୋଲିସ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା କୋର୍ଟ ସମ୍ମୁଖରେ ଘଟିଛି ଏକ ଅଭାବନିୟ ଘଟଣା। କୋର୍ଟ ହାଜତ କୁ ନେବା ବେଳେ ଖସି ପଳାଇଲା ଅଭିଯୁକ୍ତ। ପରିତ୍ୟକ୍ତି ଘର ଘର ଭିତରୁ ଅଭିଯୁକ୍ତକୁ କାବୁ କଲେ ଅବକାରୀ ପୋଲିସ। ସୂଚନା ଅନୁଯାଇ ଶନିବାର ଦାରିଙ୍ଗବାଡି ଅବକାରୀ ଅଧିକାରୀ ସାଗର ଭୋଇଙ୍କ!-->…
ଆସନ୍ତାକାଲିଠୁ ଦେଶରେ ଆରମ୍ଭ ହେବ ଜିଏସଟି ବଚତ୍ ଉତ୍ସବ
ନୂଆଦିଲ୍ଲୀ : ଆସନ୍ତାକାଲିରୁ ଜିଏସଟି ସଂସ୍କାର ଆରମ୍ଭ ହେବାକୁ ଯାଉଛି । ଏହାର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, ଦେଶରେ ଜିଏସଟି ବଚତ୍ ଉତ୍ସବ ଆରମ୍ଭ ହେବାକୁ ଯାଉଛି । ଏହା ଆତ୍ମନିର୍ଭରଶୀଳ ଭାରତ ଦିଗରେ ଏକ ପଦକ୍ଷେପ ।
!-->!-->!-->…
ଭୂମିକମ୍ପ ଝଟକାରେ ଦୋହଲିଲା ବାଂଲାଦେଶ
ବାଂଲାଦେଶ : ଭାରତର ପଡୋଶୀ ଦେଶ ବାଂଲାଦେଶରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ୪.୦ ରହିଛି । ତେବେ ମିଆଁମାରରେ ୭.୭ ତୀବ୍ରତା ଭୂମିକମ୍ପ ଆସିବା ପରେ ଢାକା ଏବଂ ଚଟଗାଁ ସହିତ ବାଂଲାଦେଶର ବିଭିନ୍ନ ସ୍ଥାନରେ ଝଟକା ଅନୁଭୂତ ହୋଇଛି । ତେବେ ଏଯାଏଁ କୌଣସି!-->…
ପୁଣି ଆଫଗାନିସ୍ତାରେ ପଶିବ ଆମେରିକା ସେନା, ଏୟାରବେସ୍ ଫେରାଇବାକୁ ଚେତାବନୀ ଦେଲେ ଟ୍ରମ୍ପ
ଆମେରିକା : ଆଫଗାନିସ୍ତାରେ ପୁଣି ପଶିବ ଆମେରିକା ସେନା । ଆଫାଗାନିସ୍ତାନକୁ ବଗରାମ ଏୟାରବେସ୍ ମାଗିଲା ଆମେରିକା । ଟ୍ରମ୍ପ କହିଛନ୍ତି ଯେ, ବଗରାମ ଏୟାର ବେସ୍ ପୁଣି ଥରେ ଫେରି ପାଇବାକୁ ଚାହୁଁଛି ୱାସିଂଟନ୍ । ଖୁବ ଶୀଘ୍ର ଆମେରିକାକୁ ଏହା ମିଳିବା ଆବଶ୍ୟକ । ଯଦି ସେମାନେ ତୁରନ୍ତ!-->…
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ X ଆକାଉଣ୍ଟ ହ୍ୟାକ୍
ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଯାଇଥିଲା । ହ୍ୟାକର୍ସ ତାଙ୍କ ଆକାଉଣ୍ଟରେ ପାକିସ୍ତାନ ଏବଂ ତୁର୍କୀର ପତାକାର ଫଟୋ ଏବଂ ଉଭୟ ଦେଶର ଲାଇଭ-ଷ୍ଟ୍ରିମିଂ ଫଟୋ ପୋଷ୍ଟ କରିଥିଲେ । ହ୍ୟାକିଂ ପରେ, ଅଧିକାରୀମାନେ ତୁରନ୍ତ ସାଇବର!-->…
ଭରଣ ପୋଷଣ ନଦେଇ ପାରିଲେ ବହୁ ବିବାହ ମନା : କେରଳ ହାଇକୋର୍ଟ
କେରଳ : ଜଣେ ମୁସଲମାନ ପୁରୁଷ ଅନେକ ଥର ବିବାହ କରିପାରିବେ, ଯଦି ସେ ତାଙ୍କ ସମସ୍ତ ପତ୍ନୀଙ୍କ ସହିତ ନ୍ୟାୟପୂର୍ଣ୍ଣ ବ୍ୟବହାର କରନ୍ତି । ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି କେରଳ ହାଇକୋର୍ଟ । ଜଷ୍ଟିସ୍ ପି.ଭି. କୁନହିକ୍ରିଷ୍ଣନ୍ ପାଲକ୍କଡର ଜଣେ!-->…
କାନପୁର-ଦିଲ୍ଲୀ ବିମାନରେ ପଶିଗଲା ମୂଷା, ବିମାନରୁ ଓହ୍ଲାଇଲେ ଭୟଭୀତ ଯାତ୍ରୀ
କାନପୁର : କାନପୁର ଏୟାରପୋର୍ଟରୁ ଦିଲ୍ଲୀକୁ ଉଡ଼ାଣ ଭରୁଥିବା ବିମାନରେ ମୂଷା । ଭୟଭୀତ ଯାତ୍ରୀମାନଙ୍କୁ ସୁରକ୍ଷା ଦ୍ଷ୍ଟିରୁ ବିମାନରୁ ଓହ୍ଲାଇ ଦିଆଗଲା । ଯାତ୍ରୀମାନଙ୍କୁ ଏୟାରପୋର୍ଟ ଲାଉଞ୍ଜରେ ବସାଯାଇ ବିମାନକୁ ଯାଞ୍ଚ କରାଯିବା ପରେ ଉଡ଼ାଣ ଭରିବାକୁ ଅନୁମତି ମିଳିଥିଲା ।
ଖବର!-->!-->!-->…
ପ୍ୟାକେଜ୍ ପାନୀୟ ଜଳର ଦର ହ୍ରାସ କଲା ରେଳବାଇ
ନୂଆଦିଲ୍ଲୀ : ଜିଏସଟି ହ୍ରାସର ଲାଭ ସିଧାସଳଖ ଗ୍ରାହକଙ୍କୁ ପ୍ରଦାନ କରିବା ପାଇଁ ରେଳ ମନ୍ତ୍ରଣାଳୟ ଟ୍ରେନ୍ ଏବଂ ରେଳ ପରିସରରେ ଉପଲବ୍ଧ ପ୍ୟାକେଜ୍ ପାନୀୟ ଜଳର ସର୍ବାଧିକ ଖୁଚୁରା ମୂଲ୍ୟ ହ୍ରାସ କରିବା ବିଷୟ ଘୋଷଣା କରିଛି । ପ୍ୟାକେଜ୍ ପାନୀୟ ଜଳ ବୋତଲ, ରେଲ୍ ନୀର ଏବଂ ଅନ୍ୟ ସମସ୍ତ!-->…
ମୋହନଲାଲ ଦାଦାସାହେବ ଫାଲକେ ପାଇଁ ମନୋନୀତ
ନୂଆଦିଲ୍ଲୀ : ମାଲାୟାଲମ ସମେତ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା, ନିର୍ଦେଶକ ଓ ପ୍ରଯୋଜକ ମୋହନଲାଲଙ୍କୁ ସମ୍ମାନ ଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଆସନ୍ତା ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବାକୁ ଥିବା ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର!-->…
ଭାରତ-ପାକିସ୍ତାନ ସୁପର-୪ ମୁକାବିଲା ଆଜି
ଦୁବାଇ : ଚଳିତ ଏସିଆ କପ୍ରେ ଠିକ୍ ସପ୍ତାହକ ପରେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ମୁକାବିଲା ହେବ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ସୁପର-୪ ମ୍ୟାଚ୍ ଖେଳିବେ। ସ୍ବାଭାବିକ ଭାବେ ଉଭୟ ଦଳ ପ୍ରଥମ ମ୍ୟାଚ୍ ଜିତି ଫାଇନାଲ ଆଡ଼କୁ ପାଦ ବଢ଼ାଇବାକୁ!-->…