ବାଣ ଗୋଦାମରେ ବିସ୍ଫୋରଣ: ଦୁଇ ମୃତ, ୮ ଆହତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଗାଁରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି

ଏବେ ହେବନି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ : ମନମୋହନ

ଭୁବନେଶ୍ଵର : ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆଜି ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର ପଦ୍ମ ଫୁଟିବ। ଏଥିସହିତ ସେ ଚାଷୀଙ୍କୁ

ବ୍ରହ୍ମପୁରରେ ନୁହେଁ ଝାରସୁଗୁଡାରେ ହେବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !

ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ

ନିଶାମୁକ୍ତ ହେବ ଭାରତ: ଗଣଦୌଡରେ ମୁଖ୍ୟମନ୍ତ୍ରୀ ହେଲେ ସାମିଲ

ଭୁବନେଶ୍ଵର : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ ଉପଲକ୍ଷେ ବିଜେପିର ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମମାନ ଆରମ୍ଭ ହୋଇଛି। ରବିବାର ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ବିଜେପି ଜନତା ମୋର୍ଚ୍ଚା ଦ୍ଵାରା ଏହି ନମୋ ଯୁବ

ଚିକିତ୍ସା ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି ।  ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ ୪ ଦିନ ହେବ ଜ୍ବର ହେଉଥିଲା। ଜ୍ବର ବଢିବାରୁ ସନ୍ଧ୍ୟା

ପୂର୍ବ ଶତ୍ରୁତା, ଶୋଇଥିବା ବେଳେ ଦାଦାକୁ ହତ୍ୟା କଲା ପୁତୁରା

ଆନନ୍ଦପୁର : ଘରେ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୁତୁରା ହତ୍ୟା କରିଥିବା ନେଇ ପରିବାରର ଅଭିଯୋଗ । ଆନନ୍ଦପୁର ଥାନା ସୁନ୍ଦୁରିଆ ଗାଁରେ ଘଟିଛି ହତ୍ୟାକାଣ୍ଡ । ଗାଁର ଜଗବନ୍ଧୁ ଦେଓଗାମ ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ ଟାଙ୍ଗିଆରେ

ଫେରାର ବିଚାରାଧୀନ କଏଦୀଙ୍କ ମୃତଦେହ ଉଦ୍ଧାର

ରାଉରକେଲା : ଫେରାର କଏଦୀର ମୃତଦେହ ଉଦ୍ଧାର । ରାଉରକେଲା ସ୍ବତନ୍ତ୍ର କାରାଗାରରୁ ବିଚାରାଧୀନ ଫେରାର ହୋଇଥିବା କଏଦୀର ମୃତ ଦେହ ଉଦ୍ଧାର ।  ସ୍ବତନ୍ତ୍ର କାରାଗାରର ପଛପଟ ଦୂର୍ଗାପୁର ପାହାଡ ତଳ ଶିବ ମନ୍ଦିରର ନିକଟରୁ ମୃତଦେହ ଉଦ୍ଧାର । ମୃତ ବିଚାରଧୀନ କଏଦୀ ହେଲେ ୩୦ ବର୍ଷିୟ ସୁରେଶ ବାର୍ଲା

ସ୍କୁଲ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ନୀତି ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗ ଅଧୀନରେ କାର୍ଯ୍ୟରତ ଅଧିକାରୀମାନଙ୍କ (ଶିକ୍ଷକ ବ୍ୟତୀତ) ପାଇଁ ବଦଳି ଏବଂ ପୋଷ୍ଟିଂ ନୀତି ପ୍ରଣୟନ କରିଛନ୍ତି । ସ୍କୁଲ ଏବଂ ଗଣଶିକ୍ଷା (S&ME) ବିଭାଗର କମିଶନର-କମ୍-ସଚିବ ଶାଳିନୀ ପଣ୍ଡିତଙ୍କ ଦ୍ୱାରା ଜାରି

ଦେବାଶିଷଙ୍କୁ ଅଣାଦେଖା ? ବନ୍ଧୁ ମିଳନ କାର୍ଡରେ ନାହିଁ ନାଁ

କଟକ : ମହଙ୍ଗା ପଡିଲା କି ଶ୍ରୀମୟୀଙ୍କ ସପକ୍ଷରେ ବୟାନ। କଟକ ବିଜେଡିରେ ଗଡବଡ ନେଇ ବର୍ତ୍ତମାନ ଚର୍ଚ୍ଚା ଚାଲିଛି। ଦଶହରା ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଇଁ ଛପା ଯାଇଥିବା କାର୍ଡରେ ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ନାଁ ନାହିଁ। ଆସନ୍ତା ୨୬ ତାରିଖରେ କଟକ ବିଜେଡି ପକ୍ଷରୁ

ଓଡ଼ଗାଁ ଏନଏସିରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି ରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅବସରରେ ସେପ୍ଟେମ୍ବର ୧୭ ତାରିଖରୁ ସଫେଇ କାର୍ଯ୍ୟ ସହିତ ସଚେତନତା ଅଭିଯାନ ଚାଲୁ ରହିଛି । ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବର୍ଜ୍ୟବସ୍ତୁ ପ୍ରକ୍ରିୟା କରଣ ଓ ପରିଚାଳନା କେନ୍ଦ୍ର ବୁଲି ବ୍ୟବହାରିକ