Sign in
Sign in
Recover your password.
A password will be e-mailed to you.
ପାଲଘରର ରାସାୟନିକ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ : ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ, ୪ ଆହତ
ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘର ଜିଲ୍ଲାର ଏକ ରାସାୟନିକ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ଅଗ୍ନିଶମ ଏବଂ ବିପର୍ଯ୍ୟୟ ପରିଚାଳନା!-->…
ଚାବାହାର ବନ୍ଦରରେ ଆମେରିକା କଟକଣା; ଭାରତ ପାଇଁ ଅଡୁଆ ପରିସ୍ଥିତି
ତେହରାନ: ଇରାନର ଚାବାହାର ବନ୍ଦର ଉପରେ ଆମେରିକା ପୁନର୍ବାର କଟକଣା ଲାଗୁ କରିଛି। ଆମେରିକା ଲାଗୁ କରିଥିବା କଟକଣା ସେପ୍ଟେମ୍ବର ୨୯ରୁ କାର୍ଯ୍ୟକାରୀ ହେବାକୁ ଯାଉଥିବାବେଳେ ଏହା ଭାରତ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। କାରଣ ଚାବାହାର ବନ୍ଦର ଦେଇ ଭାରତ କେନ୍ଦ୍ର ଏସିଆ ଓ!-->…
ବ୍ରିଟେନରୁ ଫେରୁଥିବା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହେଲିକପ୍ଟରର ଏମରଜେନ୍ସି ଲ୍ୟାଣ୍ଡିଂ
ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହେଲିକପ୍ଟରର ଏମରଜେନ୍ସି ଲ୍ୟାଣ୍ଡିଂ କରିଛି । ଏହି ଘଟଣା ଲଣ୍ଡନ ନିକଟରେ ଥିବା ଲୁଟନ୍ ଏୟାରଫିଲ୍ଡ ପାଖରେ ଘଟିଥିଲା । ଏହି ସମୟରେ ଟ୍ରମ୍ପଙ୍କ ସହିତ ପ୍ରଥମ ମହିଳା ମେଲାନିଆ ମଧ୍ୟ ଥିଲେ । ଟ୍ରମ୍ପ ଚେକର୍ସରୁ ଲଣ୍ଡନର!-->…
ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟରେ ଆଡମିଶନ ନେଇ ସ୍ୱତନ୍ତ୍ର ଶିବିର
ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲା ଶିକ୍ଷା ଅଧିକାରୀ କର୍ଯ୍ୟାଳୟ ତରଫରୁ ମାଲକାନଗିରି ବ୍ଲକ ଅନ୍ତର୍ଗତ ପଦ୍ମଗିରି ପଂଚାୟତ ର ତଳସାହି ପ୍ରାଥମିକ ବିଦ୍ୟାଳୟ ରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ର ଏକ ସ୍ତ୍ୱତନ୍ତ୍ର ଶିବିର କରାଯାଇଥିଲା । ଏଥିରେ ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ରାଜ୍ୟ!-->…
ରେଞ୍ଜରଙ୍କ ପୈତୃକ ଘର ସମେତ ୯ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ପକ୍ଷରୁ ମାରାଥନ ଚଢ଼ାଉ
ବାଲିଗୁଡା : ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘର ସମେତ ୯ଟି ସ୍ଥାନରେ ଶୁକ୍ରବାର ପ୍ରାତଃ ୪ ଘଣ୍ଟ ଠାରୁ ଚାଲିଛି ଭିଜିଲାନ୍ସ ଟିମ ର ମାରାଥନ ଚଢ଼ାଉ। ଏହି ଟିମରେ କୋରାପୁଟ ଜିଲା ଜୟପୁର, ନବରଙ୍ଗପୁର ଓ କଳାହାଣ୍ଡିର ସରକାରୀ ସାକ୍ଷୀ!-->!-->!-->…
ପାକିସ୍ତାନରେ କିଛି ଘଣ୍ଟା ମଧ୍ୟରେ ଘଟିଛି ଦୁଇଟି କାର ବୋମା ବିସ୍ଫୋରଣ, ୮ ମୃତ୍ୟୁ ଓ ୨୩ ଆହତ
ପାକିସ୍ତାନ: ପାକିସ୍ତାନରେ ଘଟିଛି ଅଭାବନୀୟ ଘଟଣା । ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ କିଛି ଘଣ୍ଟା ମଧ୍ୟରେ ଘଟିଲା ଦୁଇଟି କାର ବୋମା ବିସ୍ଫୋରଣ । ଏହି ବିସ୍ଫୋରଣରେ ଅତି କମରେ ୮ ଜଣ ଲୋକ ପ୍ରାଣ ହରାଇଛନ୍ତି ଏବଂ ପ୍ରାୟ ୨ ଡଜନ ଆହତ ହୋଇଛନ୍ତି । ଅଧିକାରୀମାନେ ଏହି ବିସ୍ଫୋରଣ ବିଷୟରେ ସୂଚନା!-->…
ଭାରତୀୟ କମ୍ୟୁନିଷ୍ଟ ପାର୍ଟି, ଜ଼ିଲ୍ଲା ଶାଖା କୋରାପୁଟ ପକ୍ଷରୁ ଦାବିପତ୍ର ପ୍ରଦାନ
କୋଟପାଡ଼ : ଭାରତୀୟ କମ୍ୟୁନିଷ୍ଟ ପାର୍ଟି କୋରାପୁଟ ଜ଼ିଲ୍ଲା କୋଟପାଡ଼ ଜୋନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର କୋଟପାଡ଼ ତହସିଲଦାର ଏବଂ କୋଟପାଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଦାବିପତ୍ରରେ ବତାସନା ପଞ୍ଚାୟତ ଅନ୍ତର୍ଗତ କୋସମଗୁଡାକୁ ରାଜସ୍ବ!-->!-->!-->!-->!-->…
ରୁଷରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ, ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା
ରୁଷ: ଶୁକ୍ରବାର ସକାଳେ ଅର୍ଥାତ୍ ଆଜି ରୁଷର ଦୂର ପୂର୍ବ ଅଞ୍ଚଳ କାମଚାଟକା ଉପଦ୍ୱୀପରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ, ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିରୁ ପ୍ରାୟ ୧୦ କିଲୋମିଟର!-->…
୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ଭୁବନେଶ୍ଵର : ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ମିଆଁମାର-ବାଂଲାଦେଶ ଉପକୂଳରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର!-->…
ବିଧାନସଭାର ମୌସୁମୀ ଅଧିବେଶନ, ଶନିବାର ସକାଳ ୧୦ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ଵର : ଗୁରୁବାର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲା। ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ଦ୍ବିତୀୟ ଦିନ ମଧ୍ୟ ଚର୍ଚ୍ଚାରେ ରହିଛି । ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ସାମ୍ନାରେ ଆସି ବିରୋଧୀ!-->…