Sign in
Sign in
Recover your password.
A password will be e-mailed to you.
ନୟାଗଡ : ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ…
ନୟାଗଡ଼ , (ନିସର୍ତ୍ତ ନ୍ୟୁଜ୍):ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ୍ ମାଝୀଙ୍କ ଆହ୍ବାନ୍ କ୍ରମେ ପ୍ରତି ପଞ୍ଚାୟତ ଓ ଗାଁ ଗାଁ ରେ ଏକ୍ ପେଡ୍ ମା କେ ନାମ୍ ଅର୍ଥାତ୍ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରଣପୁର ବ୍ଲକ୍ ଅନ୍ତର୍ଗତ ରାଜ!-->!-->!-->…
କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର…
କନ୍ଧମାଳ: ତା, ୧୮/୦୯ : କନ୍ଧମାଳ-ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫଳରେ ଜଣେ ଯବାନ ଗୁରୁତର!-->!-->!-->…
ରାୟଗଡ଼ା ନ୍ୟୁ କଲୋନୀ ଶ୍ରୀ ଶ୍ରୀ ମା ଗଜଲକ୍ଷ୍ମୀ ପୂଜା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ
ରାୟଗଡା : ରାୟଗଡ଼ାର ନ୍ୟୁ କଲୋନୀ ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମାଁ ଗଜଲକ୍ଷ୍ମୀ ପୂଜା କମିଟିର ୩୦ତମ ବର୍ଷର ପୂଜା ଆୟୋଜନ ନିମନ୍ତେ ଶୁଭ ଖୁଣ୍ଟି ସ୍ଥାପନ ନ୍ୟୁ କଲୋନୀ ସ୍ଥିତ ପୂଜା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି I ଏହି ପୂଜାରେ ଜଗନ୍ନାଥ ସାହୁ କର୍ତ୍ତା ରୂପେ ପୂଜା କାର୍ଯ୍ୟ କରିଥିଲେ!-->!-->!-->…
ରାୟଗଡ଼ା ଏବିଭିପିର ସ୍ଵୟଂଶାସିତ ମହାବିଦ୍ୟାଳୟର ନୂତନ କାର୍ଯ୍ୟକାରିଣୀ ଘୋଷଣା…
ରାୟଗଡା : ତା : ୧୮/୦୯/୨୫ ଚଳିତ ଶିକ୍ଷା ବର୍ଷ ପାଇଁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ନୂତନ କାର୍ଯ୍ୟକାରିଣୀ ଘୋଷଣା ହୋଇଯାଇଛି।ସଭାପତି ଭାବେ ଜଗଦୀଶ ନାୟକ ଏବଂ ସମ୍ପାଦକ ଭାବରେ ସୁମିତ ରତ୍ନାଲୁ ଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଛି । ତାସହିତ କନିଷ୍ଠ!-->…
କେରଳରେ ହାଇଆଲର୍ଟ, ୧୯ ଜୀବନ ନେଲାଣି ମାରାତ୍ମକ ଆମିବା ରୋଗ
କେରଳ : କେରଳରେ ହାଇଆଲର୍ଟ । ୧୯ ଜୀବନ ନେଲାଣି ଆମିବା । କେରଳରେ ପ୍ରାଇମାରୀ ଆମିବିକ୍ ମେନିଞ୍ଜୋଏନ୍ସେଫାଲାଇଟିସ୍ ବା PAM ସଂକ୍ରମଣ ବୃଦ୍ଧି ହୋଇଛି । ଆମିବାକୁ ନେଇ ରାଜ୍ୟରେ ହାଇଆଲର୍ଟ ଜାରି କରାଯିବା ସହ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ସତର୍କ କରାଯାଇଛି ।
କେରଳର ବିଭିନ୍ନ!-->!-->!-->…
କେରଳର ସାବରୀମାଳା ମନ୍ଦିରରୁ ୪ କିଲୋ ସୁନା ଚୋରି
ଥିରୁବନନ୍ତପୁରମ : କେରଳରେ ଥିବା ପ୍ରସିଦ୍ଧ ମନ୍ଦିର ହେଉଛି ସାବରୀମାଳା ମନ୍ଦିର । ମନ୍ଦିରରୁ କୋଟି କୋଟି ଟଙ୍କାର ସୁନା ରହସ୍ୟମୟ ଭାବେ ନିଖୋଜ ହୋଇଯାଇଛି । ସୁନା ହଜିଥିବା ହେତୁ ଚିନ୍ତାର ବିଷୟ ପାଲଟିଛି । ଏ ଖବର ଶୁଣିଲା ପରେ ଭକ୍ତଙ୍କ ହୃଦୟରେ ଆଘାତ ସୃଷ୍ଟି ହୋଇଛି ।!-->…
ନଭେମ୍ବର ପରେ ଭାରତ ଉପରୁ ହଟିପାରେ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ: ସିଇଏ
ଭାରତ ଉପରେ ଆମେରିକା ଲଗାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଆସନ୍ତା ନଭେମ୍ବର ପରେ ହଟିପାରେ। ଗୁରୁବାର ଏହା କହିଛନ୍ତି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) ଭି. ଅନନ୍ଥା ନାଗେଶ୍ଵରନ।
ନାଗେଶ୍ଵରର ଆକଳନ କରିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ!-->!-->!-->…
ଚିତ୍ରକୋଣ୍ଡାରେ ସୁଭଦ୍ରା ଯୋଜନାର ପ୍ରଥମ ବାର୍ଷିକୀ ପାଳିତ
ଚିତ୍ରକୋଣ୍ଡା : ଓଡ଼ିଶାର ମହିଳାମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା 'ସୁଭଦ୍ରା ଯୋଜନା'ର ପ୍ରଥମ ବାର୍ଷିକୀ ଆଜି ଚିତ୍ରକୋଣ୍ଡା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ବେଶ୍ ଉତ୍ସାହର ସହ ପାଳିତ ହୋଇଯାଇଛି। ସୁଭଦ୍ରା ଯୋଜନାର!-->!-->!-->…
୩ ବର୍ଷର ଝିଅକୁ ହ୍ରଦକୁ ଫିଙ୍ଗିଲା ମାଆ
ରାଜସ୍ଥାନ: ପିଶାଚୀ ସାଜିଲା ମାଆ। ରାଜସ୍ଥାନର ଆଜମେରରେ ଜଣେ ନିଷ୍ଠୁର ମାଆ ତାର ୩ ବର୍ଷର ଝିଅକୁ ହତ୍ୟା କରିଛି। ସେ ପ୍ରଥମେ ତାର ଝିଅକୁ ନଦୀ କୂଳକୁ ନେଇଯାଇଥିଲା। ଝିଅ ସହ ଅନେକ ସମୟ ବିତାଇଥିଲା। ତା ପରେ ନିଜ ଝିଅକୁ ନଦୀକୁ ଫିଙ୍ଗି ଦେଇଥିଲା। ଏବଂ ପୁଲିସ୍ ଆଗରେ କୁମ୍ଭୀର କାନ୍ଦଣା!-->…
ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ ।!-->…