୩ ବର୍ଷର ଝିଅକୁ ହ୍ରଦକୁ ଫିଙ୍ଗିଲା ମାଆ

ରାଜସ୍ଥାନ: ପିଶାଚୀ ସାଜିଲା ମାଆ। ରାଜସ୍ଥାନର ଆଜମେରରେ ଜଣେ ନିଷ୍ଠୁର ମାଆ ତାର ୩ ବର୍ଷର ଝିଅକୁ ହତ୍ୟା କରିଛି। ସେ ପ୍ରଥମେ ତାର ଝିଅକୁ ନଦୀ କୂଳକୁ ନେଇଯାଇଥିଲା। ଝିଅ ସହ ଅନେକ ସମୟ ବିତାଇଥିଲା। ତା ପରେ ନିଜ ଝିଅକୁ ନଦୀକୁ ଫିଙ୍ଗି ଦେଇଥିଲା। ଏବଂ ପୁଲିସ୍‌ ଆଗରେ କୁମ୍ଭୀର କାନ୍ଦଣା

ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ ।

ସୁଶୀଳା କାର୍କିଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ଅନ୍ତରୀମ ସରକାରର ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । କଥା ହୋଇ ନେପାଳ ଘଟଣାକୁ ନେଇ ସମବେଦନା ବ୍ୟକ୍ତ କରିଛନ୍ତି । ନେପାଳରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଅତୁଟ

ଆସିକା ବଜାର ସାହିରେ ଆନ୍ଧ୍ରା ପୋଲିସର ପଇଁତରା : ଚୋରା ସୁନା କାରବାର କରୁଥିବା ବ୍ୟବସାୟୀ ମାନଙ୍କ ମଧ୍ୟରେ ଛନକା.. !

ବ୍ରହ୍ମପୁର: ଆସିକା ବଜାର ସାହିରେ ଆନ୍ଧ୍ରା ପୋଲିସ ଆଜି ଅପରାହ୍ନରେ ଆସି ଚକର କାଟି ଚାଲିଯାଇଥିବା ଚର୍ଚ୍ଚା ହେଉଛି। ଆସିକା ଅଞ୍ଚଳର କିଛି ସୁନା ବ୍ୟବସାୟୀ ଚୋରା ସୁନା କାରବାର କରିବାର ଓ ଆନ୍ଧ୍ରା ପୋଲିସ ଦ୍ୱାରା ଗିରଫ ହୋଇ ଜେଲ ଯିବାର ନଜିର ରହିଛି। ଗତ ଅଗଷ୍ଟ ୨୦ ତାରିଖ ଦିନ ଦିଗପହଣ୍ଡି

ରାହୁଲଙ୍କ ସାଂଘାତିକ ଅଭିଯୋଗ, ଭୋଟ ଚୋରଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ : ନିର୍ବାଚନ କମିଶନର ଏବଂ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀଦଳ ନେତା ରାହୁଲ ଗାନ୍ଧି। ପୁଣି ଭୋଟ ଜାଲିଆତି ନେଇ ନୂଆ ପ୍ରମାଣ ଦେବା ସହ ଅଭିଯୋଗ ଆଣିଛନ୍ତି ରାହୁଲ । କଂଗ୍ରେସ ସମର୍ଥକଙ୍କୁ ଭୋଟର ତାଲିକାରୁ ହଟାଇ ଦିଆଯାଉଥିବା କହିଛନ୍ତି । ଦେଶରେ କଂଗ୍ରେସର ଜିତିବା

ଯାତ୍ରା କଳାକାର ଦିବସ ଯାତ୍ରା କଳାକାରଙ୍କ ଅସ୍ମିତାର ପରିଚାୟକ : ଅଭୟ ଦାସ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ତରଫରୁ ପବିତ୍ର ଯାତ୍ରା କଳାକାର ଦିବସ ଭୁବନେଶ୍ୱର କଳ୍ପନା ଛକ ସନ୍ନିକଟ ସ୍ଟେପ୍ ଇନ୍ ହୋଟେଲ କନଫରେନସିଂ ହାଲ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁଙ୍କ

ପୁଣି ସ୍ଥିତି ଜାହିର୍ କଲା ଲାଲ୍ ବାହିନୀ : ଆସନ୍ତା ୨୧ରୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବ୍ୟାନର ମାଧ୍ୟମରେ ଆହ୍ବାନ

ବାଲିଗୁଡ଼ା : କିଛି ଦିନର ନିରବତା ପରେ ବ୍ୟାନର ଜାରୀ କରି ପୁଣିଥରେ ସ୍ଥିତି ଜାହିର କଲା ଲାଲ୍ ବାହୀନି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା,ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍ କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର ସକାଳେ

ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ

ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ ଟିମ୍ ଗାଜିଆବାଦର ଥାନା

ପାକିସ୍ତାନ ଏବଂ ସାଉଦି ଆରବର ପ୍ରତିରକ୍ଷା ଚୁକ୍ତିନାମା ଉପରେ ଭାରତର ବୟାନ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ସାଉଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁସାରେ, ‘ରଣନୈତିକ ପାରସ୍ପରିକ ପ୍ରତିରକ୍ଷା ଚୁକ୍ତିନାମା’ ନାମକ ଏହି ଚୁକ୍ତିନାମାରେ କୁହାଯାଇଛି ଯେ ପାକିସ୍ତାନ କିମ୍ବା ସାଉଦି ଆରବ ମଧ୍ୟରୁ ଯେ

ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା, ୭ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାରେ ରାତିସାରା ପ୍ରବଳ ବର୍ଷା ପରେ, ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି ହୋଇଛି । ନନ୍ଦନାଗର ଘାଟ ଅଞ୍ଚଳର କୁନ୍ତରୀ ଲଙ୍ଗାଫାଲି ଏବଂ ଧୂର୍ମା ଗାଁରେ ଅନେକ ଘର ଏବଂ ଯାନବାହନ ଭଗ୍ନାବଶେଷ ତଳେ ଚାପି ହୋଇ