ବାରବାଟୀ ମ୍ୟାଚ୍ ପାଇଁ ଅନଲାଇନରେ ୨୦୦୦ ଟିକେଟ୍ ବିକ୍ରି

ଭୁବନେଶ୍ୱର : ବାରବାଟୀ ଟିଟ୍ବେଣ୍ଟି ପାଇଁ ସରିଲା ଅନଲାଇନ୍ ଟିକେଟ ବିକ୍ରି । ଅପରାହଣ ୨ଟାରୁ ବୁକିଂ ଆରମ୍ଭ ହୋଇଥିଲା । District ବାଏ zomato app ଜରିଆରେ ଅନଲାଇନ୍ ଟିକେଟ ବିକ୍ରି ହୋଇଥିଲା । ଅନଲାଇନ୍ ରେ ୨୦୦୦ ଟିକେଟ୍ ବିକ୍ରି ହୋଇଛି । ଜଣେ ବ୍ୟକ୍ତି

ଏମ୍ସକୁ ୩. ୪ କୋଟି ଦାନ କଲେ ପ୍ରଫେସର ଡା କେ. ଲକ୍ଷ୍ମୀ ବାଇ

ଭୁବନେଶ୍ବର : ନିଜ ବାସଭବନକୁ ବିିକି ଭୁବନେଶ୍ବର ଏମ୍ସ ୩କୋଟି ୪୦ ଲକ୍ଷ ଟଙ୍କା ଦାନ କଲେ ପ୍ରଫେସର ଡାକ୍ତର କେ. ଲକ୍ଷ୍ମୀ ବାଇ । ମହିଳା କର୍କଟ ରୋଗ ଚିକିତ୍ସା ଓ ଯତ୍ନ କେନ୍ଦ୍ର କରିବା ପାଇଁ ସେ ଏହି ଅର୍ଥ ଦାନ କରିଛନ୍ତି । ଆସନ୍ତା ୫ ତାରିଖରେ ନିଜ ଶତ ବାର୍ଷିକୀ ପାଳନ କରିବେ

ଟଙ୍କା କାରବାରକୁ ନେଇ ଗୁଳିକାଣ୍ଡ, ୬ କୋର୍ଟ ଚାଲାଣ

ଜୋଡା: ଜୋଡା ବଲାଣି ଥାନା ଅଂଚଳରେ ଫୁଟିଲା ଗୁଳି । ଟଙ୍କା ଦେଣ ନେଣକୁ ନେଇ ଗୁଳିକାଣ୍ଡ । ଏକ ସିୱେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣର ଟଙ୍କା ନେଣଦେଣକୁ ନେଇ କଣ୍ଟ୍ରାକ୍ଟର ଓ ସବ କଣ୍ଟ୍ରାକ୍ଟରଙ୍କ ବିବାଦ ପରେ ଗୁଳି ଫୁଟିଥିବା ଅଭିଯୋଗ ହୋଇଛି । ସିୱେଜ୍ ଟ୍ରିଟମେଣ୍ଟ

ନୂଆ ସରକାରରେ ସକ୍ରିୟ ଭିଜିଲାନ୍ସ, ୩୧୮ ମାମଲାରେ ୮୨ ଅଧିକାରୀଙ୍କ ସମ୍ପତ୍ତି ଜବତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନୂଆ ସରକାରରେ ଭିଜିଲାନ୍ସ ଆକ୍ଟିଭ । ଏପର୍ଯ୍ୟନ୍ତ ୩୧୮ଟି ଦୁର୍ନୀତି ମାମଲା ହୋଇଛି । ୮୨ ସରକାରୀ ଅଧିକାରୀଙ୍କ ୨୦୮ କୋଟି ୨୪ ଲକ୍ଷ ଟଙ୍କା ମୂଲ୍ୟର ସମ୍ପତି ଜବତ ହୋଇଛି । ବିଧାନସଭାରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ସରକାର ଆସିବା ପରଠାରୁ ୩୧୮ ଟି ଦୁର୍ନୀତି ମାମଲା

ମୁଖ୍ୟମନ୍ତ୍ରୀଙ୍କୁ ଭାରତ-ଦକ୍ଷିଣ ଆଫ୍ରିକା T20 ମ୍ୟାଚ ଟିକେଟ ଦେଲା ଓସିଏ

ଭୁବନେଶ୍ବର: ବାରବାଟୀରେ ହେବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା T20 ମ୍ୟାଚର ଟିକେଟ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ

କିଟ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: କିଟ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ ଛାତ୍ର ଥିଲେ । ଏନେଇ ସ୍ପଷ୍ଟ କରିଛନ୍ତି

ବିଧାନସଭାରେ ସ୍ଵାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ମଧ୍ୟରେ ବାକ୍ ଯୁଦ୍ଧ

ଭୁବନେଶ୍ୱର: ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ବାକ୍ ଯୁଦ୍ଧରେ କମ୍ପିଲା ଗୃହ। ଆଜି ଗୃହରେ

ଲମତାପୁଟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ !

କୋରାପୁଟ : କୋରାପୁଟ ଜ଼ିଲ୍ଲା ଲମତାପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜ଼ିଲ୍ଲା ପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମଜାଜନ ,ଉପ -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ,

ବେଆଇନ ମାଙ୍କଡ଼ା ପଥର ଚୋରା ଚାଲାଣ, ଓଡ଼ଗାଁ ପୋଲିସ ଦ୍ବାରା ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ ଅଟକ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସ ପାଟ୍ରୋଲିଙ୍ଗ କରୁଥିବା ସମୟରେ ବେଆଇନ ଖଣିଜ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଥିବା ବେଳେ ୪୦୭ ଟ୍ରକ୍ ସହିତ ମାଲିକ ଓ ଚାଳକ କୁ ଅଟକ ରଖାଯାଇଛି। ଚାଳକ ଜଣକ କୋମଣ୍ଡ ମଶାଣି ସହିତ ବଳରାମ ନାୟକ(୩୯) ଏବଂ ଗାଡ଼ି ମାଲିକ କୋମଣ୍ଡ ମକରପଦା ର