Sign in
Sign in
Recover your password.
A password will be e-mailed to you.
ଆସିକା ବିଜୁପଟ୍ଟନାୟକ ଛକରେ ପେଟ୍ରୋଲିଙ୍ଗ ବେଳେ ଗଞ୍ଜେଇ ଜବତ ଦୁଇ ଗିରଫ….
ବ୍ରହ୍ମପୁର: ପାର୍ବଣ ଋତୁକୁ ଆଖି ଆଗରେ ରଖି ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରେ ପୋଲିସ ପକ୍ଷରୁ ପେଟ୍ରୋଲିଙ୍ଗ ସାଙ୍ଗକୁ ଯାଞ୍ଜ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସିକା ପୋଲିସ ଓ ସ୍ୱତନ୍ତ୍ର ସ୍କ୍ୱାଡ଼ ପେଟ୍ରୋଲିଙ୍ଗ ବେଳେ ବିଜୁପଟ୍ଟନାୟକ ଛକରୁ ବିପୁଳ ମରିମାଣର ଗଞ୍ଜେଇ ଜବତ କରିବା ସହ ଜଣେ ଯୁବତୀ!-->…
ମାଫିଆ ଓ ପୋଲିସର ସଲାସୁତରା ରେ ଚାଲିଛି ଜିଲ୍ଲାରେ ଜୁଆ ଆଡ୍ଡା ..!
ଜୁଆ ଆଡ୍ଡା ରୁ ଜବତ ଟଙ୍କାର ସିଂହ ଭାଗ ଯାଉଛି କୁଆଡେ..??
କାତାର ଉପରେ ଇସ୍ରାଏଲର ଆକ୍ରମଣ, ଜାତିସଂଘରେ ଭାରତର ନିନ୍ଦା
ଦିଲ୍ଲୀ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ । କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି । ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି । ଜାତିସଂଘସ୍ଥିତ ଭାରତର ପ୍ରତିନିଧି!-->…
ମୋଦିଙ୍କ ୭୫ତମ ଜନ୍ମଦିନରେ ମହିଳାଙ୍କୁ ବଡ଼ ଉପହାର : ଆଜିଠୁ ସ୍ବାସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ ଆରମ୍ଭ
ଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ । ସାରା ଦେଶରେ!-->…
ଭୂସ୍ଖଳନ ଯୋଗୁଁ ବନ୍ଦ ଥିବା ମାତା ବୈଷ୍ଣୋଦେବୀ ଯାତ୍ରା ପୁଣି ଆରମ୍ଭ ହେଲା, ୩ ସପ୍ତାହ ହେଲାଣି ଥିଲା ବନ୍ଦ
ଜମ୍ମୁ କଶ୍ମୀର : ପୁଣି ଆରମ୍ଭ ହେଲା ମାତା ବୈଷ୍ଣୋଦେବୀ ଯାତ୍ରା । ୩ ସପ୍ତାହ ହେଲାଣି ବନ୍ଦ ଥିବା ମାତାଙ୍କ ଦରବାର ପୁଣିଥରେ ଭକ୍ତଙ୍କ ପାଇଁ ଖୋଲିଛି । ଲଗାତାର ୨୨ ଦିନ ହେଲାଣି ବନ୍ଦ ଥିବା ଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ଯାହାକୁ ଖରାପ ପାଣିପାଗ ଯୋଗୁଁ ତତ୍କାଳ ବନ୍ଦ କରାଯାଇଥିଲା!-->…
ମହାରାଷ୍ଟ୍ର ଗଢଚିରୋଲୀରେ ସୁରକ୍ଷାବଳକୁ ବଡ଼ ସଫଳତା: ୨ ମହିଳା ନକ୍ସଲ ନିହତ
ମହାରାଷ୍ଟ୍ର : ମହାରାଷ୍ଟ୍ର ଗଢଚିରୋଲୀରେ ପୋଲିସ କମାଣ୍ଡୋ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ । ଏଥିରେ ୨ ନକ୍ସଲ ମହିଳା ନିହତ ହୋଇଥିବା ବେଳେ ଘଟଣା ସ୍ଥଳରୁ ବନ୍ଧୁକ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।
ଖବର ମୁତାବକ, ଗଢଚିରୋଲୀ ପୋଲିସ ଏଟାପଲ୍ଲୀ ଅଞ୍ଚଳର ଜାମ୍ବିଆ ଜଙ୍ଗଲରେ ଗୁଳି!-->!-->!-->…
ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ
ଇଟାଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ!-->…
ବ୍ରହ୍ମପୁର ପୋଲିସର ପ୍ରଶଂସନୀୟ କାର୍ଯ୍ୟ : ଶହେ ମୋବାଇଲ ଓ ଲକ୍ଷାଧିକ ଟଙ୍କା ଉଦ୍ଧାର, ମାଲିକଙ୍କୁ ହସ୍ତାନ୍ତର
ବ୍ରହ୍ମପୁର : ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ପ୍ରଶଂସନୀୟ କାର୍ଯ୍ୟକ୍ରମରେ ପ୍ରାୟ ଶହେଟି ହଜିଥିବା ମୋବାଇଲ ଫୋନ ଉଦ୍ଧାର କରାଯାଇ ପ୍ରକୃତ ମାଲିକମାନଙ୍କୁ ହସ୍ତାନ୍ତର କରାଯାଇଛି। ଏହା ସହିତ ସାଇବର ଠକେଇର ଶିକାର ହୋଇ ହରାଇଥିବା ୧ ଲକ୍ଷ ୨୦ ହଜାର ଟଙ୍କା ମଧ୍ୟ ଉଦ୍ଧାର କରାଯାଇ!-->!-->!-->…
ମା ବୁଧେଇ ଓଷା ପୂଜା କମିଟି (ମହିଳା ସମିତି)ପକ୍ଷରୁ ସାଂସ୍କୃତିକ ଓ ପ୍ରତିଭା ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ
ନୟାଗଡ଼,୧୬/୯(ନିସର୍ତ୍ତ ନ୍ୟୁଜ୍): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ରାଜ ସୁନାଖଳା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଆଙ୍କୁଲପାଟଣା ସାହିରେ ମା ବୁଧେଇ ଓଷା ପୂଜା କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପ୍ରତିଭା ସମ୍ବର୍ଦ୍ଧନା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି। ଏହି!-->…
ଝଡ଼ବର୍ଷାରେ କଳିଙ୍ଗା ଘାଟିରେ ଭୁସ୍ଖଳନ; ଯାନବାହାନ ଯାତାୟାତରେ ଠପ…
କନ୍ଧମାଳ,ତା,୧୭/୦୯: କନ୍ଧମାଳ-ଗଞ୍ଜାମ ଜିଲ୍ଲା ସୀମାନ୍ତ କଳିଙ୍ଗା ଘାଟିରେ ଭୁସ୍ଖଳନ ଘଟି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଘାଟି ପାଦଦେଶରୁ ପ୍ରାୟ ତିନି କିଲୋମିଟର ଉପରକୁ ବଡ ବଡ ପଥର ଓ ମାଟି ଅତଡା ଖସି ଜାତୀୟ ରାଜପଥ ଉପରକୁ ମାଡି ଆସିଛି। ଏଥିସହ ପ୍ରଵଳ ବେଗରେ ପାହାଡ଼ ପାଣି ମଧ୍ୟ!-->…