ମହଙ୍ଗା ପଡ଼ିଲା ଦବଙ୍ଗଗିରି : ଏକା ସାଥିରେ ୬ ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ…

ଉମରକୋଟ/ରାଇଘର ( ୧୭/୦୯/୨୦୨୫) ସାମାନ୍ୟ ପାରିବାରୀକ ବିବାଦ କେତେ ଦୂର ପର୍ଯ୍ୟନ୍ତ ହିଂସ୍ରାତ୍ମକ ରୂପ ନେଇପାରେ, ତାହାର ଏକ ଜ୍ୱଲନ୍ତ ଉଦାହରଣ ଦେଖାଗଲା ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ଅନ୍ତର୍ଗତ କୁନ୍ଦେଇ ଥାନା କ୍ଷେତ୍ରରେ ଥିବା କେବିକଙ୍ଗା ଡିଏନକେ ଗ୍ରାମରେ। ସାଧାରଣ ପାରିବାରିକ

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼। ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା। ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି । ନକଲି

ପଲିଥିନ୍ ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ବିଏମସିର ଅପିଲ୍

ଭୁବନେଶ୍ୱର: ଦୁର୍ଗାପୂଜାରେ ପଲିଥିନ୍ କ୍ୟାରି ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଅପିଲ୍ କରିଛି। ପ୍ଲାଷ୍ଟିକର ବ୍ୟବହାର ଏବଂ ଅଳିଆ ଆବର୍ଜନାକୁ ରୋକିବା ପାଇଁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ଏଭଳି

ରତ୍ନଭଣ୍ଡାର ସବ୍ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ: ରତ୍ନ ଅଳଙ୍କାର ସ୍ଥାନାନ୍ତର ନେଇ ନିଆଯିବ ନିଷ୍ପତ୍ତି

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସବ୍ କମିଟି ର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ।‌ ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ କିଭଳି ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ସେନେଇ ବୈଠକରେ

ଓକିଲାତି ପେଶାରୁ ନିଲମ୍ବିତ ହେଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ଅର୍ଚ୍ଚନା ନାଗ ଓକିଲାତି ପେଶାରୁ ନିଲମ୍ବିତ । ନିଲମ୍ବନ କଲେ ରାଜ୍ୟ ଆଇନଜୀବୀ ପରିଷଦ। ତଥ୍ୟ ଗୋପନ ରଖି ଓକିଲାତି ଲାଇସେନ୍ସ ହାତେଇ ଥିଲେ ଅର୍ଚ୍ଚନା । ତାଙ୍କ ନାମରେ କୌଣସି ଫୌଜଦାରୀ ମାମଲା ନ ଥିବା ଦର୍ଶାଇ ଥିଲେ। କିନ୍ତୁ ତାଙ୍କ ନାମରେ

ତହସିଲଦାରଙ୍କ ପରେ କୁଚିଣ୍ଡା ରାଜସ୍ୱ ନିରୀକ୍ଷକ ନିଲମ୍ବିତ

ଭୁବନେଶ୍ୱର: ଜମି ବିବାଦ ମାମଲାରେ ହେରଫେର ଅଭିଯୋଗରେ ସମ୍ବଲପୁର କୁଚିଣ୍ଡାର ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ପରେ ଏବେ କୁଚିଣ୍ଡା ରାଜସ୍ବ ନିରୀକ୍ଷକ ନିଲମ୍ବିତ ହୋଇଛନ୍ତି। ସମ୍ବଲପୁରଜିଲ୍ଲା କୁଚିଣ୍ଡା ଉପଖଣ୍ଡ ସଦର ତହସିଲଦାର ଜମି ପଟାମାଲିକାନା

’ଡିଜେ ଗାଡ଼ି ନାଁରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର

ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ତାହା ଘନୀଭୂତ

ଆସ ସ୍କୁଲ ଯିବା ପଦଯାତ୍ରା

ଚିକିଟୀ : 'ଆସ ସ୍କୁଲ ଯିବା' ଶିକ୍ଷା ପାଇଁ ଓଡିଶା ସରକାରଙ୍କ ଗୋଟିଏ ସୁନ୍ଦର ଆହ୍ୱାନ।ସମସ୍ତ ପିଲା ଛଅ ବର୍ଷରେ ବିଦ୍ୟାଳୟରେ ନାମ ଲେଖାଇବା ସହିତ ଦ୍ଵାଦଶ ଶ୍ରେଣୀ ମଧ୍ୟର ସମସ୍ତ ଶିକ୍ଷା ନିଶ୍ଚୟ ସାରି ବିଦ୍ୟାଳୟ ଛାଡିବେ। ଏହାକୁ ସୁନିଶ୍ଚିତ କରାଇବା ଦାୟିତ୍ୱ ସମସ୍ତ ପିତାମାତା, ଶିକ୍ଷକ