Sign in
Sign in
Recover your password.
A password will be e-mailed to you.
ମହା ଆଡମ୍ବରରେ ପାଳିତ ସାଂସଦ ଖେଳ ମହୋତ୍ସବର ଉଦଯାପନୀ ଉତ୍ସବ
ଚିକିଟୀ : ଏହି ବ୍ଲକ ସମ୍ମିଳନୀ କକ୍ଷରେ ଗତ ନଭେମ୍ବର ମାସ ୨୪ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିବା ସାଂସଦ ଖେଳ ମହୋତ୍ସବର ଉଦଯାପନୀ ଉତ୍ସବ ଶନିବାର ଦିନ ଅପରାହ୍ନରେ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ!-->…
ମାଲକାନଗିରି ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଶିବିର ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଶିବିର ନିମନ୍ତେ ପୂର୍ବ ପ୍ରସ୍ତୁତି ବୈଠକ ଜିଲ୍ଲା ମୁଖ୍ଯ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡI. ଦୋଳମଣି ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଆସନ୍ତା ୩ ରୁ ୬ ଡିସେମ୍ବର!-->…
ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି : ଭଉଣୀର ଚିକିତ୍ସା ଭାର ସରକାର ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭାଇ ଜଣାଇଲେ
ବାଲିଗୁଡା, ତା, ୩୦/୧୧: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି। ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି ।!-->…
ସେବାଶ୍ରମର ଦୁଇ ଜଣ ଛାତ୍ରୀ ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ଓ ସର୍ଗିଫୁଲରେ ଅଂଶ ଗ୍ରହଣ କରିବାକୁ ମନୋନୀତ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଉଲିପଦର ସେବାଶ୍ରମର ୨ ଜଣ ଛାତ୍ରୀ ବିଜ୍ଞାନ ପ୍ରକଳ୍ପରେ ଜିଲା ଓ ଜୋନାଲ ସ୍ତରରେ ପ୍ରଥମ ସ୍ଥାନ ଅଧିଗ୍ରହଣ କରି ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ତଥା ସର୍ଗିଫୁଲରେ ଅଂଶ ଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି ।!-->…
ନୂପୁର ମାସିକ ନାଟ୍ୟ ଆସର ମଞ୍ଚ ଆନ୍ଦୋଳନର ଏକ ଭିନ୍ନ ପ୍ରୟାସ
ବ୍ରହ୍ମପୁର : ସାଂସ୍କୃତିକ ପ୍ରତିଷ୍ଠାନ "ନୂପୁର"ର ମାସିକ ନାଟ୍ୟ ଆସର ସ୍ଥାନୀୟ ଗଞ୍ଜାମ କଳା ପରିଷଦ ସ୍ଥିତ କବିସୂର୍ଯ୍ୟ ରଙ୍ଗମଞ୍ଚ ଠାରେ ଅତ୍ୟନ୍ତ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ସଭାପତି ସୀମାନ୍ତ ନଟରାଜ ଡ଼ା. ତିରୁପତି ସାହୁଙ୍କ ଅଧ୍ୟକ୍ଷତାରେ!-->…
୩୬ ଅଧିକାରୀଙ୍କ ଦରମା ବନ୍ଦ, କାମରେ ଅବହେଳା ଅଭିଯୋଗ
ବାଙ୍କୀ: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଉତ୍ତର ନିର୍ଦ୍ଧାରିତ ସମୟରେ ନଦେବାରୁ ଦରମା ବନ୍ଦ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରରେ କଟକ ଜିଲ୍ଲାରୁ ଅଭିଯୋଗ କରିଥିବା ଅଭିଯୋଗକାରୀଙ୍କ ସମ୍ପର୍କରେ ତଦନ୍ତ!-->…
ନୂଆ ରୂପ ନେବ ୟୁନିଟ ୪ ମାଛ ମାର୍କେଟ, ଯୋଜନା ପ୍ରସ୍ତୁତ
ଭୁବନେଶ୍ବର: ବଦଳିବ ୟୁନିଟ ୪ ମାଛ ମାର୍କେଟର ରୂପରେଖ । BMC ମେୟର, କମିଶନର , ଅଧିକାରିଙ୍କ ସମୀକ୍ଷା । ପ୍ରସ୍ତୁତ ହେଲା ପ୍ଲାନ, ଆସିଲା ନୂଆ ଡିଜାଇନ। ନୂଆ ଦୋକାନ, ପାର୍କିଂ, ସ୍ଲଟର ହାଉସ, ନୂଆ ରାସ୍ତା ତିଆରି ହେବ । ହାଟ ଭିତରେ ଭଙ୍ଗାଜିବ ବେଆଇନ୍ ଘର!-->…
କମିଛି ଶୀତ ପ୍ରକୋପ, ବଢୁଛି ରାତି ତାପମାତ୍ରା
ଭୁବନେଶ୍ବର: ବଢୁଛି ରାତି ତାପମାତ୍ରା, କମିଛି ଶୀତ ପ୍ରକୋପ। ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି । ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିଛି । ଆଭ୍ୟନ୍ତର ଓ ପଶ୍ଚିମରେ ଶୀତ ପ୍ରକୋପ ଜାରି ରହିଥିବାବେଳେ ଉପକୂଳରେ!-->…
ଉଚ୍ଚ ଶିକ୍ଷା ସାହାଯ୍ୟ ଆଳରେ ଅଭିଭାବକଙ୍କଠାରୁ ଲୁଟି ନେଲେ ସୁନା ଅଳଙ୍କାର
ବାଙ୍ଗରିପୋଷି: କେତେବେଳେ ଲୁଟେରାମାନେ ଘରେ ପଶି ଲୁଟ୍ କରନ୍ତି ତ କେତେବେଳେ କାହା ଦୋକାନରେ ପଶି ଲୁଟ କରନ୍ତି । ଆଉ କେତେବେଲେ ମୋବାଇଲ୍ ହ୍ୟାକ୍ କରି ଲୁଟ କରନ୍ତି ଲୁଟେରା । କିନ୍ତୁ ଏଥର ଲୁଟେରାମାନେ ଏକ ନୂଆ ତରିକା ଆପଣେଛନ୍ତି । ଉଚ୍ଚ ଶିକ୍ଷା ସାହାଯ୍ୟ ନାଁରେ ଲୁଟ କରିବା ପାଇଁ!-->…
ମଧ୍ୟାହ୍ନଭୋଜନ ଚାଉଳ ଚାଲାଣ: ଧରା ପଡିଲେ ପ୍ରଧାନଶିକ୍ଷକ
ଅନୁଗୁଳ: ଚୋରି କରୁଥିଲେ ସାର୍ । ମଧ୍ୟାହ୍ନ ଭୋଜନ ଚାଉଳ ଚାଲାଣ ବେଳେ ଧରା ପଡିଲେ ପ୍ରଧାନ ଶିକ୍ଷକ । କାର ସହ ମଧ୍ୟାହ୍ନ ଭୋଜନ ଚାଉଳ ପୋଲିସକୁ ହସ୍ତାନ୍ତର କରିଛନ୍ତି ଗ୍ରାମବାସୀ । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି!-->…