ଟେଣ୍ଡେର ତଥ୍ୟ ମାଗିବା ପଡ଼ିଲା ମହଙ୍ଗା :କୋଦଳା ସାମ୍ବାଦିକ ତଥା କାଉସିଲରଙ୍କୁ ଆକ୍ରମଣ…

ଗୁରୁତର ଅବସ୍ଥା ରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର……ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର କୋଦଳା ଏନ.ଏ.ସି. ୱାର୍ଡ ମେମ୍ବର ଆରଟିଆଇ ତଥ୍ୟ ମାଗିବା ପରେ ମାରଣାନ୍ତକ ଆକ୍ରମଣ ର ଶିକାର ହୋଇଛନ୍ତି। ଅଧକ୍ଷଙ୍କ ନିର୍ଦ୍ଧେଶ ରେ ଭଡାଟିଆ ଗୁଣ୍ଡା ଙ୍କ ଦ୍ୱାରା ଏନଏସି ପରିସର ପାଲଟିଲା

ଡିସେମ୍ବର ୮ରୁ ରାଜସୁନାଖଳା ମହୋତ୍ସବ ‘କାଉଁରୀ-୨୦୨୫’: ନେପାଳର ‘ମାରୁଣୀ’ ନୃତ୍ୟ ହେବ ମୁଖ୍ୟ ଆକର୍ଷଣ

ନୟାଗଡ଼, ୨୮/୧୧ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରାଜସୁନାଖଳା ପଞ୍ଚାୟତର ଗୌରବ ବହନ କରୁଥିବା ‘ରାଜସୁନାଖଳା ମହୋତ୍ସବ କାଉଁରୀ-୨୦୨୫’ ଚଳିତ ବର୍ଷ ସପ୍ତମ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ଏନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି

ବିନା ମନ୍ତ୍ର ଓ ପୁରୋହିତରେ ସମ୍ପନ୍ନ ହେଲା ଆଦର୍ଶ ବିବାହ: ସମ୍ବିଧାନକୁ ସାକ୍ଷୀ ରଖି ଏକାଠି ହେଲେ ଭାନୁତେଜା ଓ…

ବ୍ରହ୍ମପୁର : ବିବାହ କେବଳ ଟଙ୍କା ପଇସାର ଖେଳ କିମ୍ବା ଯୌତୁକର କାରବାର ନୁହେଁ, ବରଂ ଏହା ହେଉଛି ଦୁଇଟି ମନର ପବିତ୍ର ମିଳନ। ବର୍ତ୍ତମାନ ସମୟରେ ବିବାହ ନାଁରେ ଚାଲିଥିବା ‘ମେଗା ସେଲିବ୍ରେସନ’ ଓ ଆଡମ୍ବରପୂର୍ଣ୍ଣ ଖର୍ଚ୍ଚରୁ ଦୂରେଇ ରହି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ

ସୀମାନ୍ତରେ ୬୫ ଲକ୍ଷ ଇନାମି ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୮।୧୧: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବସ୍ତରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଝିରମ୍ ଘାଟି ଆକ୍ରମଣର ମାଷ୍ଟରମାଇଣ୍ଡ ଏବଂ ୨୫ ଲକ୍ଷ ପୁରସ୍କାର ରାଶି ବିଶିଷ୍ଟ ମାଓବାଦୀ ଚୈତୁ ଓରଫ ଶ୍ୟାମ ଦାଦା ନିଜ ସହ ମୋଟ ୧୦ ଜଣ ନକ୍ସଲଙ୍କୁ ନେଇ ସହ ଆତ୍ମସମର୍ପଣ

ଏସିଆ ପାୱାର ଇଣ୍ଡେକ୍ସ-୨୦୨୫ରେ ବିଶ୍ୱର ତୃତୀୟ ସବୁଠୁ ଶକ୍ତିଶାଳୀ ଦେଶ ପାଲଟିଲା ଭାରତ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ଲୋୱି ଇନିଷ୍ଟିଟ୍ୟୁଟ୍ ‘ଏସିଆ ପାୱାର ଇଣ୍ଡେକ୍ସ-୨୦୨୫’ ଜାରି କରିଛି। ଏହି ରିପୋର୍ଟରେ ଏସିୟାର ସୈନ୍ୟ, ଆର୍ଥିକ ଓ କୂଟନୈତିକ ଶକ୍ତିର ବିଶ୍ଲେଷଣ କରାଯାଇଛି। ରିପୋର୍ଟ ଅନୁସାରେ ବିଶ୍ୱର ଶକ୍ତିଶାଳୀ ଦେଶଙ୍କ ସୂଚୀରେ ଭାରତ ତୃତୀୟ ସ୍ଥାନକୁ ପହଞ୍ଚିଛି। ଏଥିରେ

ଭାରତୀୟ ନୌସେନାର ନୂତନ ଶକ୍ତି: ଚୀନ୍ ବୁଡ଼ାଜାହାଜକୁ ସହଜରେ ଚିହ୍ନଟ କରିପାରିବ MH-60R ହେଲିକପ୍ଟର

ନୂଆଦିଲ୍ଲୀ: ଏଣିକି ସହଜରେ ଚିହ୍ନଟ କରାଯାଇପାରିବ ଚୀନ୍ ବୁଡ଼ାଜାହାଜ। MH-60R ହେଲିକପ୍ଟର ଦ୍ୱାରା ଭାରତୀୟ ନୌସେନାକୁ ସୁଦୃଢ଼ ​​କରାଯିବ। ପ୍ରତିରକ୍ଷା ମନ୍ତ୍ରଣାଳୟ ଭାରତୀୟ ନୌସେନାର MH-60R ହେଲିକପ୍ଟର ଫ୍ଲିଟ୍ ପାଇଁ ଏକ ପ୍ରମୁଖ ସହାୟତା ଚୁକ୍ତିକୁ ଅନୁମୋଦନ କରିଛି। ମନ୍ତ୍ରଣାଳୟ ପ୍ରାୟ

ଦିଲ୍ଲୀ-ବାରଣାସୀ ସ୍ଲିପର ବସରେ ଭୟଙ୍କର ନିଆଁ, ଭୟରେ ଡେଇଁଲେ ଯାତ୍ରୀ

କାନପୁର : ଉତ୍ତରପ୍ରଦେଶ କାନପୁର ରାମାଦେବୀ ଛକ ନ୍ୟାସନାଲ ହାଇଓେ୍ବରେ ଅଘଟଣ । ଦିଳ୍ଲୀରୁ ବନାରସ ଯାଉଥିବା ଏକ ଡବଲ ଡେକର ସ୍ଲିପର ବସରେ ହଠାତ୍ ନିଆଁ ଲାଗିଯାଇଛି । ବସରେ ୩୦ରୁ ୪୦ ଯାତ୍ରୀ ଶୋଇଥିଲେ । ଆଉ ବସରେ ନିଆଁ ଲାଗିବା ପରେ ଯାତ୍ରୀମାନେ ଝରକା ଦେଇ ଡେଇଁ ପଡିଥିଲେ । ବସରେ ନିଆଁ

ଚୀନ୍ ସୀମା ଜଗିବ ମାନବୀୟ ରୋବୋଟ୍

ନୂଆଦିଲ୍ଲୀ: ଚୀନ୍ ଏହାର ପ୍ରଯୁକ୍ତିବିଦ୍ୟା ଦକ୍ଷତା ପ୍ରଦର୍ଶନ କରି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। UBTech Robotics ନାମକ ଏକ କମ୍ପାନୀକୁ ୨୬୪ମିଲିୟନ ୟୁଆନ ଅର୍ଥାତ୍ ପ୍ରାୟ ୩୭ନିୟୁତ ଡଲାର ମୂଲ୍ୟର ଏକ ଚୁକ୍ତିନାମା ଦିଆଯାଇଛି। ଏହି ପଦକ୍ଷେପ ଅଧୀନରେ, କମ୍ପାନୀ ଗୁଆଙ୍ଗସିର

କଳି ଭିତରେ ଗୋଟିଏ ମଞ୍ଚରେ ଏକାଠି ନଜର ଆସିଲେ ସିଦ୍ଧରମୈୟା ଏବଂ ଡିକେ ଶିବକୁମାର

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଆସନ ନେଇ କଳି ତୀବ୍ର ହୋଇଛି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ କଳି ଲାଗିରହିଛି । ଏହାରି ଭିତରେ ଗୋଟିଏ ମଞ୍ଚରେ ଏକାଠି ନଜର ଆସିଛନ୍ତି ଏହି ଦୁଇ ଚେହେରା । କର୍ଣ୍ଣାଟକରେ ଅଙ୍ଗନୱାଡି

କନ୍ଧମାଳରେ ଜିଲ୍ଲାସ୍ତରୀୟ ସର୍ଗିଫୁଲ ଆୟୋଜିତ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ଶିଶୁ ପ୍ରତିଭା ଅନ୍ବେଷଣ ନିମନ୍ତେ ଜିଲ୍ଲା ସ୍ତରୀୟ ସର୍ଗିଫୁଲ-୨୦୨୫ ମଙ୍ଗଳ ଅଧିକାରୀ ଶ୍ରୀ ରବି ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଇଡା ଠାରେ ଅନୁଷ୍ଠିତ ହୋଇଯାଇଅଛି ।