ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ, ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା ହୋଇପାରେ ଆମେରିକା

ଆମେରିକା : ହ୍ବାଇଟ ହାଉସ ନିକଟରେ ଫୁଟିଲା ଗୁଳି । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ଭୋଗିବାକୁ ପଡ଼ିପାରେ ପରିଣାମ । ଗତକାଲି ହ୍ବାଇଟ ହାଉସ ନିକଟରେ ହୋଇଥିବା ଗୁଳିକାଣ୍ଡକୁ ନେଇ ଟ୍ରମ୍ପ ପ୍ରଶାସନ କଠୋର । ବଡ଼ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି ଟ୍ରମ୍ପ । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା

ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା : ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ

ଶ୍ରୀଲଙ୍କାରେ ବାତ୍ୟା ‘ଦିତହା’ ତାଣ୍ଡବ; ୫୬ ମୃତ

ନୂଆଦିଲ୍ଲୀ: ଶ୍ରୀଲଙ୍କାରେ ତାଣ୍ଡବ ସୃଷ୍ଟି କରିବା ପରେ ଘୂର୍ଣ୍ଣିଝଡ଼ ଦିତହା ଭାରତକୁ ବିପଦରେ ପକାଇଛି। ଏହି ଭୟଙ୍କର ବାତ୍ୟା ଶ୍ରୀଲଙ୍କା ଉପକୂଳରୁ ଧୀରେ ଧୀରେ ଭାରତ ଆଡକୁ ମୁହାଁଇଛି। ବାତ୍ୟା ଦିତହା ପ୍ରଭାବରେ ଏପର୍ଯ୍ୟନ୍ତ ଶ୍ରୀଲଙ୍କାରେ ୫୬ ଜଣଙ୍କର ମୃତ୍ୟୁ ଘଟିଛି। ଯେତେବେଳେ କି ୨୩

ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଶୁଭଙ୍କର ମିଶ୍ର

ଭୁବନେଶ୍ବର : ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି ଲୋକପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଶୁଭଙ୍କର ମିଶ୍ର। ପ୍ରେମୀ ଯୁଗଳ ବିବାହ ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବୋଲି ଶୁଭଙ୍କର ଏକ ପଡକାଷ୍ଟରେ କହିବା ପରେ ଏହାକୁ ନେଇ

ଭାରତ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ

ନୂଆଦିଲ୍ଲୀ : ଡିସେମ୍ବର ୪ ତାରିଖରେ ୨ ଦିନିଆ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ । ଡିସେମ୍ବର ୨୦୨୧ ପରେ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ପୁଟିନ ଭାରତ ଗସ୍ତ କରୁଛନ୍ତି । ବୈଦେଶିକ

କାନାଡାରେ କପିଲଙ୍କ କାଫେରେ ଗୁଳିକାଣ୍ଡ; ଦିଲ୍ଲୀରୁ ସୁଟର ଗିରଫ

ନୂଆଦିଲ୍ଲୀ: କାନାଡାରେ କପିଲ ଶର୍ମାଙ୍କ କେଏପିସ୍ କାଫେରେ ଗୁଳିକାଣ୍ଡରେ ସମ୍ପୃକ୍ତ ମୁଖ୍ୟ ସୁଟର ବନ୍ଧୁ ମାନ ସିଂହ ସେଖୋନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ। ସୂଚନା ଅନୁଯାୟୀ, ଗୁଳିକାଣ୍ଡ ପରେ ସେ ଭାରତ ପଳାଇ ଆସିଥିଲା। ସେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗର ମୋଷ୍ଟ

ବିଶ୍ବ ଦରବାରରେ ପୁଣି ଚମକିବ ଡଙ୍ଗରିଆଙ୍କ ‘କାପଡ଼ାଗୁନ୍ଦା’: ନିୟମଗିରି ସାଲ୍ କଳାକୃତିକୁ ମିଳିବ ନୂଆ ପରିଚୟ

କୋରାପୁଟ : ପୁଣି ଚମକିବ ନିୟମଗିରିର କପଡାଗୁନ୍ଦା। ନୂଆ ଡିଜାଇନ ସହ ବଜାରକୁ ଆସିବ ବିରଳ ଜନଜାତି ତାଙ୍ଗରିଆଙ୍କ କପଡ଼ାଗୁନ୍ଦା କଳାକୃତି। ଶହ ଶହ ବର୍ଷ ଧରି ରାୟଗଡା ଓ କଳାହାଣ୍ଡି ଜିଲ୍ଲାର ନିୟମଗିରି ଅଞ୍ଚଳର କଲ୍ୟାଣସିଂହପୁର, ବିଷମକଟକ, ମୁନିଗୁଡା, ଲାଞ୍ଜିଗଡ ବ୍ଲକରେ ବସବାସ କରୁଥିବା

ବାରବାଟୀ ମ୍ୟାଚ୍‌: ବାଲିଯାତ୍ରା ପଡ଼ିଆରେ ହେବ ଫ୍ୟାନ ପାର୍କ

କଟକ : ବାରବାଟୀ ଷ୍ଟାଡିଅମରେ ହେବାକୁ ଥିବା ଟି-୨୦ ମ୍ୟାଚରେ ଓଡିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ବାଲିଯାତ୍ରାର ତଳ ଓ ଉପର ପଡିଆରେ ଫ୍ୟାନ୍‌ ପାର୍କ କରାଯିବ। ଯେଉଁ ଦର୍ଶକମାନେ ଷ୍ଟାଡିଅମରେ ଖେଳ ଦେଖିବାକୁ ବଞ୍ଚିତ ହେବେ ସେମାନେ ସୁରୁଖୁରୁରେ ଉକ୍ତ ଦୁଇ ସ୍ଥାନରେ ବଡ ପରଦାରେ ଖେଳ

ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା ମଧ୍ୟ ଧାନ ଉଠି ପାରିଲା ନାହିଁ।ନିର୍ଦ୍ଧାରିତ

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର

ତାଳଚେର : ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ