Sign in
Sign in
Recover your password.
A password will be e-mailed to you.
ଏକାଧିକ ବିବାହ କଲେ ୧୦ ବର୍ଷ ଜେଲ୍
ଗୌହାଟୀ : ଆସାମ ବିଧାନସଭାରେ ଗୁରୁବାର (୨୭ ନଭେମ୍ବର, ୨୦୨୫) ବହୁବିବାହ ନିଷେଧ କରିବା ପାଇଁ ଏକ ବିଲ୍ ପାସ୍ ହୋଇଛି। ଏହି ଆଇନ ଅନୁଯାୟୀ, ଦୋଷୀ ସାବ୍ୟସ୍ତ ହୋଇଥିବା ଯେକୌଣସି ବ୍ୟକ୍ତିଙ୍କୁ ଏକ ଫୌଜଦାରୀ ଅପରାଧ ବୋଲି ବିବେଚନା କରାଯିବ ଏବଂ କିଛି ବ୍ୟତିକ୍ରମ ସହିତ, ସର୍ବାଧିକ ୧୦ ବର୍ଷ!-->…
ମହାମହିମଙ୍କ ସହ ବସି ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା
ଭୁବନେଶ୍ବର : ବିଧାନସଭା ପରିସରରେ ଏକାଠି ବସିଲେ ନବୀନ-ମୋହନ । ମହାମହିମ ରାଷ୍ଟ୍ରପତିଙ୍କ ବିଧାନସଭା ପରିଦର୍ଶନ ଅବସରରେ ଯେତେବେଳେ ଫଟୋ ସେସନ ଚାଲିଥିଲା ସେତେବେଳ ଏକାଠି ଏବଂ ପାଖାପାଖି ବସିଥିବା ନଜର ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିରୋଧୀ ଦଳନେତା ନବୀନ!-->…
ଦୁଇ କୋଟି ମୃତକଙ୍କ ଆଧାର ନମ୍ବର ଅଚଳ
ନୂଆଦିଲ୍ଲୀ : ଡାଟା କ୍ଲିନିଙ୍ଗ ପ୍ରକ୍ରିୟା କ୍ରମରେ ଭାରତର ଏକକ ପରିଚୟ କର୍ତ୍ତୃପକ୍ଷ (ୟୁଆଇଡିଏଆଇ) ୨କୋଟିରୁ ଅଧିକ ଆଧାର ନମ୍ବରକୁ ଅଚଳ କରିଛନ୍ତି। ଅଚଳ ହୋଇଥିବା ଆଧାର ନମ୍ବର ସହିତ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କର ମୃତ୍ୟୁ ହୋଇସାରିଛି ବୋଲି ବୁଧବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ଆଧାର!-->…
ଅହମ୍ମଦାବାଦରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା
ନୂଆଦିଲ୍ଲୀ : ଦୁଇ ଦଶନ୍ଧି ପରେ ଭାରତକୁ ଫେରିଛି ରାଜ୍ୟଗୋଷ୍ଠୀ କ୍ରୀଡ଼ା। ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଅହମ୍ମଦାବାଦକୁ ଆୟୋଜକ ସହର ଭାବେ ବୁଧବାର ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୧୦ ଦିଲ୍ଲୀରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପରେ ଭାରତ ଦ୍ବିତୀୟ ଥର ଏହି କ୍ରୀଡ଼ା ଆୟୋଜନ କରିବାକୁ!-->…
ପାକ୍ ମନ୍ତବ୍ୟକୁ ଭାରତର ଖଣ୍ଡନ
ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ଧ୍ବଜାରୋହଣ ଉତ୍ସବ ସମ୍ପର୍କରେ ପାକିସ୍ତାନ ସରକାର ଦେଇଥିବା ମନ୍ତବ୍ୟକୁ ଭାରତ ତୀବ୍ର ନିନ୍ଦା କରିବା ସହ ଖଣ୍ଡନ କରିଛି। ବୁଧବାର ଭାରତର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି ଯେ ଅନ୍ୟକୁ!-->…
ଦେଶର ପ୍ରଥମ ଘରୋଇ ରକେଟ୍ ଉନ୍ମୋଚନ କଲେ ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ଏହା ଭାରତର ପ୍ରଥମ ଘରୋଇ ରକେଟ!-->…
ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ୩ ଗିରଫ
ବେଗୁନିଆ : ରାଜ୍ୟରେ ଦିନକୁ ଦିନ ଚୋରା ବ୍ରାଉନ ସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି । ଆଜି ବେଗୁନିଆ ଅବକାରୀ ବିଭାଗ ଖବର ପାଇ କପାସିଆ ସ୍କୁଲ ନିକଟରେ ଚଢାଉ କରିଥିଲା। ଏବଂ ବିପୁଳ ପରିମାଣର ବ୍ରାଉନ୍ ସୁଗାର ଜବତ କରିବା ସହ ୩ ବେପାରୀଙ୍କୁ ଗିରଫ କରିଛି। ଆଜି ସକାଳୁ ଖୋର୍ଦ୍ଧାର!-->…
ଶେଖ ହସିନା ଙ୍କୁ ୨୧ ବର୍ଷ କାରାଦଣ୍ଡ
ଢାକା : ବାଂଲାଦେଶର ଏକ ଅଦାଲତ ୩ଟି ଦୁର୍ନୀତି ମାମଲାରେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ଖବର ଅନୁସାରେ ପୂର୍ବଚୋଲରେ ରାଜୁକ-ନ୍ୟୁ-ଟାଉନ୍ ପ୍ରକଳ୍ପରେ ଜମି ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ଏହି ତିନୋଟି ମାମଲା ହସିନାଙ୍କ ବିରୋଦ୍ଧରେ!-->…
ଶିକ୍ଷକ ବଦଳି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଝଟ୍କା
କଟକ: ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ହାଇକୋର୍ଟ ଖାରଜ କରିଛନ୍ତି। ୧୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପାଇଁ ସାଂସଦ ଓ ବିଧାୟକ ମାନଙ୍କୁ କ୍ଷମତା ଦିଆଯାଇଥିଲା। ଶିକ୍ଷାକ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ!-->…
୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା
ଭୁବନେଶ୍ଵର: ରାଜ୍ୟକୁ ପୁଣି ଫେରିଛି ଶୀତ। ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା। ଜି.ଉଦୟଗିରି ୭.୪, ରାଉରକେଲା ୭.୭ , ଝାରସୁଗୁଡା ୮.୧ , ସେମିଳିଗୁଡା ୮.୬, କିରେଇ ୯.୩, ଦାରିଙ୍ଗବାଡି ୯.୫ , ଭୁବନେଶ୍ଵର ୧୩.୫ ଏବଂ କଟକରେ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଛି।
ମଙ୍ଗଳବାର!-->!-->!-->…