ବିଧାନସଭାରେ ସମ୍ବିଧାନ ପ୍ରସ୍ତାବନା ପାଠ

ଭୁବନେଶ୍ବର : ସମ୍ବିଧାନ ଦିବସ ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି , ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ବିଧାୟକ ଗଣ ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି । ଆସନ୍ତାକାଲି ବିଧାନସଭାର ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବିଧାନସଭାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପୂର୍ବରୁ

ଆଜିର ପିଲାମାନେ ହିଁ ହେବେ, ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତର ନିର୍ମାତା-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବିଜ୍ଞାନ ଓ ପ୍ରଯୁକ୍ତି ମହୋତ୍ସବ ସାଇ-ଟେଡ୍‌ ୨୦୨୫ ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ସାଇ-ଟେଡ୍-

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ୩ ସହଯୋଗୀଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ନିର୍ଦ୍ଦେଶକ ଜିତୁ ରାଉତ। ହ୍ୟୁମାନଙ୍କ ୩ ସହଯୋଗୀଙ୍କ ନାଁରେ ନିର୍ଦ୍ଦେଶକ ଜିତୁ ରାଉତ ଅଭିଯୋଗ ଆଣିଛନ୍ତି। ୩ ସହଯୋଗୀଙ୍କ ଭୂମିକାକୁ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।ହ୍ୟୁମାନଙ୍କ ଆର୍ଥିକ

ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର

ଜି. ଉଦୟଗିରି : ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର  ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର ସବୁଠାରୁ କମ ତାପମାତ୍ରା। ଶୀତ ସାଙ୍ଗକୁ ପ୍ରବଳ ଘନ କୁହୁଡି ଓ କୋହଲା ପବନ ଯୋଗୁ ଲୋକମାନେ

ଆସିକା ACMPCS ର ଜମି ଲିଜ ଦେବା ବେଳେ ମୋଟା ଅଙ୍କର କାରବାର ନେଇ ଅଭିଯୋଗ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ସମବାୟ ନଗରୀ ଭାବେ ପରିଚିତ ଆସିକା । ଦୀର୍ଘ ଦଶନ୍ଧି ଧରି ଆସିକା ACMPCS ଭଲ ଲାଭରେ ଚାଲିଥିଲା । ଏସିଆ ମହାଦେଶ ରେ ନାଁ ଥିବା ଏହି ସଂସ୍ଥା କିଛି ନେତାଙ୍କ ଯୋଗୁଁ ଋଗ୍‌ଣ ଅବସ୍ଥା କୁ ଚାଲିଆସିଲା । ଏହି ଦୁର୍ଲଭ ଜମି ଉପରେ ଜମି ମାଫିଆ ମାନଙ୍କ ଲୋଲୁପ

ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ

ମାଲକାନଗିରି : ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବିଧାନ ଦିବସ ପାଳନ କରାଯାଇଛି। ଭାରତୀୟ ସମ୍ବିଧାନ ପ୍ରତି ନାଗରିକଙ୍କ ପ୍ରତିବଦ୍ଧତା ଏବଂ ଦାୟିତ୍ୱବୋଧ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ସଚେତନତା

ମନରେଗା ପ୍ରକଳ୍ପ କାର୍ଯ୍ୟକୁ ମାସକରେ ନିୟମିତ କରିବାକୁ ନିର୍ଦ୍ଦେଶ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଛି।ପଞ୍ଚାୟତ ମାନଙ୍କରେ ରହିଥିବା ଆକାଉଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ), ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଏବଂ ଏନଆରଜିଏସ

କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମ୍ବିଧାନ ଦିବସ ପାଳିତ: ଶପଥ ପାଠ କଲେ ସରକାରୀ କର୍ମଚାରୀ

କୋଟପାଡ଼, ୨୬/୧୧ : ଆଜି କୋରାପୁଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପବିତ୍ର 'ସମ୍ବିଧାନ ଦିବସ' ମହାସମାରୋହରେ ପାଳିତ ହୋଇଯାଇଛି। ଭାରତୀୟ ସମ୍ବିଧାନର ମହତ୍ତ୍ଵ ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସମ୍ମାନ ଜଣାଇ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ

କାଲିମେଳାରେ ସ୍ୱାସ୍ଥ୍ୟ ଓ ପୋଷଣ କର୍ମଶାଳା: କୁପୋଷଣ ହଟାଇବାକୁ କ୍ଷୁଦ୍ର ଶସ୍ୟ ଓ ‘ମୋ ବଗିଚା’ ଉପରେ…

କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ସଦର ମହକୁମାରେ ସ୍ୱାସ୍ଥ୍ୟ ସଚେତନତା ଓ ପୋଷଣକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆଇଟିସି ମିଶନ ‘ସୁନହରା କାଲ୍’ ସହଯୋଗରେ ଆଇଜିଡି (IGD) ଏନ୍‌ଜିଓ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଭିତ୍ତିକ

ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି : ଖରିଫ ବର୍ଷ ୨୦୨୫-୨୬ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚାଷୀ ଯେପରି ସୁବିଧାରେ ନିଜ ଧାନ ବିକ୍ରି କରିପାରିବେ ସେଥିପାଇଁ ଅବଶ୍ୟକୀୟ ପ୍ରସ୍ତୁତି