ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ୨୭ ବର୍ଷ କାରାଦଣ୍ଡ

ବ୍ରାଜିଲ୍: ପୂର୍ବତନ ରାଷ୍ଟ୍ରପତି କାଟିବେ ସଜ୍ଜା । ୨୭ ବର୍ଷ କଟିବ ଜେଲରେ । ଏବେ ଜେଲ ହେଲା ତାଙ୍କ ଠିକଣା । ଦେଶର ପ୍ରଥମ ନାଗରିକ ଯିଏ ଶାସନ ଗାଦିରେ ବସି ଦେଶ କଥା ବୁଝିଥିଲେ । ଅପରାଧ କେସରେ ଜେଲରେ ୨୭ ବର୍ଷ କାଟିବେ ସଜ୍ଜା । ଗୁରୁବାର ଦିନ ବ୍ରାଜିଲର ସୁପ୍ରିମକୋର୍ଟ ପୂର୍ବତନ

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇ ଦେବାକୁ ମେଲ୍‌ ଯୋଗେ ଧମକ

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇଦେବାକୁ ଶୁକ୍ରବାର ମେଲ୍‌ ଯୋଗେ ଧମକ ମିଳିଛି । ପୂର୍ବରୁ ଦିଲ୍ଲୀ ସ୍କୁଲ୍‌କୁ ବୋମା ଧମକ ମିଳିବା ପରେ ଏବେ ହାଇକୋର୍ଟକୁ ମିଳିଛି ଧମକ । ମେଲ୍‌ ପାଇବା ମାତ୍ରେ ପୁଲିସ ଓ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି କୋର୍ଟ ପରିସରରେ ସୁରକ୍ଷା

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ : ସିପି ରାଧାକ୍ରିଷ୍ଣନ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଗଣତନ୍ତ୍ର ମଣ୍ଡପରେ ଶପଥ ଗ୍ରହଣ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ

ଉଡ଼ାଣ ଭରିବା ବେଳେ ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ଅଳ୍ପକେ ବର୍ତ୍ତିଲା ୭୫ ଯାତ୍ରୀଙ୍କ ଜୀବନ

ଗୁଜରାଟ : ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଥିଲା । ଖବର ମୁତାବକ, ଗୁଜରାଟ

ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ । ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ ? ଯାହା ନୀତି ତିଆରି ହେବା ଉଚିତ, ତାହା ସମଗ୍ର

ବିହାର ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତ, କର୍ମୀମାନଙ୍କୁ ଉତ୍ସାହିତ କରିବେ ମୋଦି, ଅମିତ, ନଡ୍ଡା

ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି । ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ । ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି । ସହଯୋଗୀ ଦଳଗୁଡ଼ିକ

ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଅଠା ପକାଇ ଦେଲେ, ୮ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । କିଛି ଛାତ୍ରଙ୍କ ଆଖିରେ କେହି ଅଠା ପକାଇଦେବାରୁ ୮ ଅନ୍ତେବାସୀ ଗୁରୁତର ହୋଇଥିବା ଜଣାଯାଇଛି ।  ଗୁରୁତର ୮ ଜଣ ଛାତ୍ରଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଆସନ୍ତା ୧୭ରେ ରାଜଭବନ ଆଗରେ ଧାରଣା ଦେବ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ସାର ସଙ୍କଟକ୍‌ୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । କେଉଁଟି ଲମ୍ବ ଲାଇନ ଲଗାଇ ଚାଷୀ ଛିଡା ହେଉଛନ୍ତି ତ ଆଉ କେଉଁଠି ରାତି ଅଧରୁ ଆଧାର କାର୍ଡ ଧରି ମଧ୍ୟ ଲାଇନରେ ଲାଗିଥିବା ଦେଖିବାକୁ ମିଳୁଛିି । ତେବେ ଚାଷୀମାନେ ହଇରାଣ ହେଉଥିବା ବେଳେ ସମସ୍ୟାକୁ ନେଇ

ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ାଉ

ଭୁବେନଶ୍ବର: ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି

ଭାରତ ଫେରିଲେ ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ

ଭୁବନେଶ୍ୱର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ