Sign in
Sign in
Recover your password.
A password will be e-mailed to you.
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ
‘ସମୃଦ୍ଧ ଓଡ଼ିଶା ୨୦୩୬ କନ୍କ୍ଲେଭ୍’ ଉଦ୍ଘାଟିତ : ଭୁବନେଶ୍ୱର ହେବ ଇଷ୍ଟର୍ଣ୍ଣ ରିଜିଅନ୍ର ମେଗା ଟେକ୍-ସିଟି, ରାଜ୍ୟରେ ପ୍ରକୃତ ଶିଳ୍ପ ବିପ୍ଲବ ଆରମ୍ଭ ହୋଇଛି
ଭୁବନେଶ୍ୱର, ୨୫।୧୧ : ଓଡ଼ିଶାରେ ଏବେ ପ୍ରକୃତ ଶିଳ୍ପ ବିପ୍ଲବର ସୂତ୍ରପାତ ହୋଇଛି, ଯାହା ରାଜ୍ୟର ଦଶା ଓ ଦିଶା!-->!-->!-->…
ବାଲ୍ୟ ବିବାହ ମୁକ୍ତ ଓଡ଼ିଶା ଅଭିଯାନର ଶୁଭାରମ୍ଭ
ଭୁବନେଶ୍ୱର : ରୁଚିକା ସମାଜ ମଙ୍ଗଳ ସଙ୍ଗଠନ, ଖୋର୍ଦ୍ଧା ଜିଲ୍ଲା ଶିଶୁ ସୁରକ୍ଷା ଶାଖା ଓ ପୁରୀ ଜିଲ୍ଲା ଶିଶୁ ସୁରକ୍ଷା ଶାଖାର ମିଳିତ ଆନୁକୂଲ୍ୟରେ ଆଜି ‘ବାଲ୍ୟ ବିବାହ ମୁକ୍ତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ରବି ଟକିଜ୍ ଛକର ଲତିକା କନଭେନସନ୍ରେ ଆୟୋଜିତ ଏହି!-->…
ଧାନକୁ ସରକାରୀ ସୁରକ୍ଷା, ମକା ଚାଷୀ ହତାଶ: ରାଇଘରରେ ଚାଲିଛି ମଧ୍ୟସ୍ଥଙ୍କ ରାଜ୍…
ମକା ଉତ୍ପାଦନରେ ଜିଲ୍ଲା ଆଗରେ, ବିକ୍ରିବେଳେ ଚାଷୀ ପଛରେକ୍ୱିଣ୍ଟାଲ ପିଛା ୮୦୦ ଟଙ୍କା କ୍ଷତି ସହୁଛନ୍ତି ଚାଷୀ, ଆନ୍ଦୋଳନ ଚେତାବନୀ
ଉମରକୋଟ/ରାଇଘର : ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ମକା ଉତ୍ପାଦନ ପାଇଁ ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ଚଳିତ ବର୍ଷ ପାଗ ଅନୁକୂଳ!-->!-->!-->…
ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି: ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି। ଯେଉଁ ବିଜୁ ବାବୁଙ୍କ ଆଦର୍ଶରେ ଦଳ ଗଢ଼ାଯାଇଥିଲା, ଆଉ ସେହି ଆଦର୍ଶ ନାହିଁ। ଦଳରେ କେହି ବିଜୁ ଲୟାଲିଷ୍ଟ ନାହାନ୍ତି କି ନବୀନଙ୍କ ଲୟାଲିଷ୍ଟ ନାହାନ୍ତି। କିଛି ହାରୁ ନେତା ଏବେ ଦଳକୁ ଚଳାଉଛନ୍ତି। ସେମାନେ ଭାବୁଛନ୍ତି, ପୁଣି ବିଜେଡି!-->…
୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ଭୁବନେଶ୍ବର: ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ ସମାଜ ପାଇଁ କାମ କରିବାକୁ ପଡ଼ିବ। ନିଜର!-->…
ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ, ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର
ଟାଙ୍ଗୀ: ୧୬ ନଂ ଜାତୀୟ ରାଜପଥ କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ତିନିଜଣଙ୍କର ମୃତ୍ୟୁ!-->…
ବିଜେଡିର ପଦ ଛାଡ଼ିଲେ ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର: ପୁଣି ବିଜେଡିରେ ହଲଚଲ୍। ଦଳୀୟ ପଦ ଛାଡ଼ିଲେ ବିଜେଡିର ବରିଷ୍ଠ ନେତା ଏବଂ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।!-->…
ବିଧାନସଭା ପରିସରରେ କମିଶନର: କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ
ଭୁବନେଶ୍ୱର,୨୫।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।!-->…
ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବଡ଼ ଷଡ଼ଯନ୍ତ୍ର: ସିବିଆଇ ତଦନ୍ତ ପାଇଁ ଦାବି କଲା ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍…
ବଲାଙ୍ଗୀର : କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ବଲାଙ୍ଗୀର ଏସ୍ପି ଅଫିସକୁ ବଲାଙ୍ଗୀର ଖ୍ରୀଷ୍ଟିଆନ ୟୁଥ୍ ଫୋରମ ଯାଇ ଗୁରୁତର ଅଭିଯୋଗ ଆଣିଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ବିରାଟ ଷଡ଼ଯନ୍ତ୍ର ରହିଛି ଏବଂ ଏହାର ତଦନ୍ତ ଜରୁରୀ ବୋଲି!-->…
ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଜିଲ୍ଲାସ୍ତରୀୟ ଉଦଘାଟନ
ଛତ୍ରପୁର : ଗଞ୍ଜାମ ଜିଲ୍ଲା ପ୍ରଶାସନ, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ଆଇ ଏସ ଆର ଡି- ୱାନ ଷ୍ଟପ୍ ସେଣ୍ଟର ଓ ଶକ୍ତି ସଦନର ମିଳିତ ଆନୁକୁଲ୍ଯରେ ମହିଳା ଓ ବାଳିକା ମାନଙ୍କ ବିରୋଧରେ ଡିଜିଟାଲ ମାଧ୍ୟମରେ ହେଉଥିବା ହିଂସା କୁ ସଂପୂର୍ଣ୍ଣ ଭାବେ ଶେଷ କରିବା ପାଇଁ ମିଳିତ ଭାବରେ ୧୬ ଦିନିଆ!-->…