Sign in
Sign in
Recover your password.
A password will be e-mailed to you.
ବାଣୀବିହାରରେ ଅପରେସନ ଅଲଆଉଟ୍ ଆରମ୍ଭ
ଭୁବନେଶ୍ୱର: ଆଜିଠାରୁ ବାଣୀବିହାରରେ ଆରମ୍ଭ ହୋଇଛି ଅପରେସନ ଅଲଆଉଟ୍ । ଅନଧିକୃତ ଭାବେ ମାଡି ବସିଥିବା କ୍ୱାର୍ଟର୍ସକୁ ଖାଲି କରୁଛି ପ୍ରଶାସନ । ଷ୍ଟାପ୍ କ୍ୱାର୍ଟର୍ସ ଖାଲି କରିବାକୁ ପୂର୍ବରୁ ନୋଟିସ କରିଥିଲା ଉତ୍କଳ ବିଶ୍ୱବିଦ୍ୟାଳୟ । ଏହି ମହଲତ ଶେଷ ହେବା ପରେ ଆଜିଠୁ ଉଚ୍ଛେଦ!-->…
ଗଛରେ ପିଟିହେଲା ବାଇକ୍ , ଦୁଇ ମୃତ
ନରସିଂହପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ ମୃତ । କଟକ ଜିଲ୍ଲା ଜିଲିଣ୍ଡା ଥାନା ସରଧାପୁର ଠାରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଦୁଇ ଜଣଙ୍କ ମୃତ୍ୟୁ ଘଟିଚି । ମୃତକ ହେଲେ ସଞ୍ଜୟ ନାୟକ ଓ ମିଥୁନ ନାୟକ । ଘଟଣାସ୍ଥଳରେ ଜିଲିଣ୍ଡା ଥାନା ପୋଲିସ ପହଞ୍ଚି!-->…
ଅପରେସନ୍ ପ୍ରହାର: ନିଶାଦ୍ରବ୍ୟ ଚାଲାଣ ମାମଲାରେ ୭ଦିନରେ ୧୫୭ ଗିରଫ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟକୁ ନିଶାମୁକ୍ତ କରିବା ତଥା ନିଶା କାରବାର ଉପରେ ରୋକ ଲଗାଇବା ପାଇଁ ଓଡିଶା ପୋଲିସ ତରଫରୁ “ଅପରେସନ୍ ପ୍ରହାର” ଆରମ୍ଭ କରାଯାଇଛି। ଗତ ୧ ତାରିଖରୁ ୦୭ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏହି ଅଭିଯାନରେ ସାମିଲ ହୋଇ ବିଭିନ୍ନ!-->…
ଦୁର୍ନୀତି ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର: ଦୁର୍ନୀତି ରୋକିବା ଦିଗରେ ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସଂପର୍କରେ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏ!-->…
ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍ ପକ୍ଷରୁ ସୂଚନା ମିଳିଛି। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ କେମିତି!-->…
ଭୁବନେଶ୍ୱରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ!-->…
ପୂଜା ପ୍ରସ୍ତୁତି ବୈଠକ: NOC ନନେଲେ ମଣ୍ଡପକୁ ମିଳିବନି ପୂଜା ଆୟୋଜନ ଅନୁମତି
କଟକ: କଟକରେ ଏନଓସି ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ ଆବେଦନ କରିଛନ୍ତି । ୪୦ଟି ମଣ୍ଡପ NOC ପାଇଁ ଆବେଦନ କରି!-->…
ସୁଶୀଳା ହେଲେ ନେପାଳର ଅନ୍ତରୀଣ ନେତ୍ରୀ
କାଠମାଣ୍ଡୁ: ନୂଆ ମୋଡ଼ ନେଇଛି ନେପାଳ ରାଜନୀତି। ହିଂସା ଭିତରେ ଯେତେବେଳେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଉଭୟ ଗତକାଲି ଇସ୍ତଫା ଦେଇ ସାରିଛନ୍ତି ତ ଦେଶକୁ ଏବେ ସମ୍ଭାଳିବ କିଏ? ହେଲେ ଆମେ ଜଣାଇ ଦେବାକୁ ଚାହୁଁଛୁ ଯେ ଦେଶ ଏବେ ତା’ର ନୂଆ ନେତ୍ରୀଙ୍କୁ ସ୍ବାଗତ କରିିଛି।
ଦେଶରେ ଲାଗି!-->!-->!-->…
୪ର୍ଥ କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲରେ ଯୋଗ ଦେବାକୁ ଯାଇ ନେପାଳରେ ଫସିଛନ୍ତି ୩ ଓଡ଼ିଆ
ଭୁବନେଶ୍ବରର ୩ ଜଣ କାଠମାଣ୍ଡୁ ଯାଇଥିବା ବେଳେ ସେଠାରେ ଚାଲିଥିବା ଆନ୍ଦୋଳନରେ ସେମାନେ ଫସିଛନ୍ତି । ତେବେ କାଠମାଣ୍ଡୁରେ ହେବାକୁ ଥିବା ୪ର୍ଥ କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲ ପାଇଁ ୩ ଜଣ ଯାଇଥିବା ବେଳେ ପରିସ୍ଥିତି ପ୍ରତିକୂଳ ଥିବାରୁ ଉକ୍ତ ସାହିତ୍ୟ ମହୋତ୍ସବକୁ ବାତିଲ କରାଯାଇଛି ...
!-->!-->!-->…
ଆସିକାକୁ ଋଷିକୂଲ୍ୟା ଜିଲ୍ଲା ଦାବିରେ ବିଭିନ୍ନ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦାବୀ…
ଋଷିକୂଲ୍ୟା ଜିଲ୍ଲା ଦାବୀ ହେବାର ୩୨ ବର୍ଷ ବିତିଲାଣି…..!
ବ୍ରହ୍ମପୁର :ଗଞ୍ଜାମ ଜିଲ୍ଲାର ଆସିକାକୁ ଋଷିକୂଲ୍ୟା ଜିଲ୍ଲା ଦାବିରେ ବିଭିନ୍ନ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଉପଜିଲ୍ଲାପାଳ ମାଧ୍ୟମ ରେ ଦାବି ପତ୍ର ପ୍ରଦାନ।ଆସିକା ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ!-->!-->!-->…