ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି

ନୂଆଦିଲ୍ଲୀ: ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି । INDIA ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ହେଲେ ବିଜୟ । ପ୍ରାୟ 98.2 ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 452 ପ୍ରଥମ ପସନ୍ଦ ଭୋଟ ପାଇ ଉପ ରାଷ୍ଟ୍ରପତି ନିର୍ବାଚିତ ହେଲେ

ହିମାଚଳ ବନ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପନ୍ନଙ୍କୁ ୧୫୦୦ କୋଟି ଟଙ୍କା ସହାୟତା ଘୋଷଣା

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରରୁ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ହିମାଚଳ ପ୍ରଦେଶର ମଣ୍ଡି ଏବଂ କୁଲୁର ବିପର୍ଯ୍ୟୟରେ ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କରିଛନ୍ତି । ପ୍ରଧାନମନ୍ତ୍ରୀ ବନ୍ୟା ପ୍ରଭାବିତ

ଆମେରିକାକୁ ଚୀନ୍ ରାଷ୍ଟ୍ରଦୂତଙ୍କ ବାର୍ତ୍ତା; ‘ଏକାଠି ଲଢିବେ ଭାରତ-ଚୀନ୍‌’,

ନୂଆଦିଲ୍ଲୀ: ଆମେରିକାର ଶୁଳ୍କ ଉତ୍ତେଜନା ଭିତରେ ଏବେ ନିକଟତର ହୋଇଛନ୍ତି ଚୀନ ଏବଂ ଭାରତ । ଚୀନ୍ ରାଷ୍ଟ୍ରଦୂତ ଜୁ ଫିହୋଙ୍ଗ ସିଧା ଆମେରିକାକୁ ବଡ ବାର୍ତ୍ତା ଦେଇଛନ୍ତି । କହିଛନ୍ତି ଯେ ଭାରତ ଏବଂ ଚୀନ୍‌ ମିଳିତ ଭାବରେ ଆମେରିକାର ଟ୍ରମ୍ପ୍ ସରକାର ଦ୍ୱାରା ଲାଗୁ କରାଯାଇଥିବା ୫୦ ପ୍ରତିଶତ

ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର

କାଠମାଣ୍ଡୁ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍‌ ବିରୋଧରେ କାଠମାଣ୍ଡୁରେ

ସର୍ପାଘାତରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ନବରଙ୍ଗପୁର: ଅନ୍ଧବିଶ୍ବାସର କରୁଣ ପରିଣତି । ସାପ କାମୁଡ଼ିବା ପରେ ମେଡିକାଲ ନଯାଇ ଗୁଣିଆ ପାଖକୁ ଗଲେ । ଆଉ ଅକାଳରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ। ଚିକିତ୍ସାରେ ବିଳମ୍ବତା ଯୋଗୁଁ ଚାଲିଗଲା ୨ନୀରିହ ଜୀବନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ରାଜପୁର ଗାଁର

ପୁଣି ରାଜ୍ୟକୁ ଫେରିଲା ୨ ଶ୍ରମିକଙ୍କ ମରଶରୀର

ଚିକିଟି:  ପିଛା ଛାଡ଼ୁନି ଦାଦନ ମୃତ୍ୟୁ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକରେ ବାରମ୍ବାର ଦାଦନ ଶ୍ରମିକଙ୍କ ମୃତ୍ୟୁ ସାମ୍ନାକୁ ଆସୁଛି। ଗତ ରବିବାର ଏବଂ ସୋମବାର ଦୁଇ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ବାହାର ରାଜ୍ୟରୁ ଆସି ପହଞ୍ଚିଥିବା ବେଳେ ପୁଣି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ନବରଙ୍ଗପୁର ସହରାଞ୍ଚଳ ବିକାଶ ଓ ସ୍ୱଚ୍ଛତା ପାଇଁ ନବରଙ୍ଗପୁର ବିଧାୟକ ଏବଂ ଜିଲ୍ଲାପାଳଙ୍କ ପରିଦର୍ଶନ

ନବରଙ୍ଗପୁର : ଆଜି ସକାଳ ୭.୩୦ ମି଼ ସମୟରେ ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ ଏବଂ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ନବରଙ୍ଗପୁର ପୌରାଞ୍ଚଳର ସ୍ୱଚ୍ଛତା,ସାହି ରାସ୍ତା,ନାଳ ନିର୍ମାଣ,ରାସ୍ତା ଓସାର,ରିଙ୍ଗ ରୋଡ ଓସାର, ମାଝୀଗୁଡ଼ା ଓ, ସୁବାସ ବୋଷ ଚୌକ, ଚଉଁରିଆଗୁଡା ଟ୍ରାଫିକ

ନବରଙ୍ଗପୁରଠାରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ସଦାଶିବ ତ୍ରିପାଠୀଙ୍କ ଶ୍ରାଦ୍ଧ…

ନବରଙ୍ଗପୁର : ଆଜି ସ୍ଥାନୀୟ ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ସକାଳ ୧୦.୦୦ ଘ ସମୟରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ଼ା ସଦାଶିବ ତ୍ରିପାଠୀଙ୍କ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ,ପୂଜ୍ୟପୂଜା,ସ୍ମୃତି ଚାରଣ ,ଆଲୋଚନା ଚକ୍ର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ।

ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା: ବାଣୀବିହାର ବନ୍ଦ ଡ଼ାକରା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ