ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଜଳ ସମ୍ପଦ ବିଭାଗର କଟକଣା

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ ଆଜି ନୂଆ ମାର୍ଗଦର୍ଶିକା ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।

କରଞ୍ଜିଆରେ ହେଟାବାଘ ଆତଙ୍କ: ୧୫ ଆହତ

କରଞ୍ଜିଆ : ପୁଣି ହେଟାବାଘ ଆତଙ୍କ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟାବାଘଟି ୧୫ ଜଣଙ୍କୁ ଆକ୍ରମଣ କରି ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ

ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା

ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ

ଆମ ବସ ଦୁର୍ଘଟଣାଗ୍ରସ୍ତ, ଜେଜେମା; ନାତୁଣୀ ଆହତ

କଟକ: ପୁଣି ଆମ ବସ ଦୁର୍ଘଟଣାଗ୍ରସ୍ତ । ଜେଜେମା, ନାତୁଣୀ ଆହତ ହୋଇଛନ୍ତି । କଟକ ଗଣେଶଘାଟ ନିକଟରେ ଆମ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ଜେଜେମା ଓ ନାତୁଣୀଙ୍କୁ ସିଟି ହସପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ

ଭଦ୍ରକ ଅଟୋନମସ କଲେଜରେ ଉତ୍ତେଜନା ଛାତ୍ରଙ୍କ ଧାରଣା

ଭଦ୍ରକ: ବ୍ୟାନର ଟାଙ୍ଗିବାକୁ ନେଇ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା । ମୁଖ୍ୟ ଗେଟ ଆଗରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ପରେ ଗତକାଲିଠାରୁ ଏଯାଏ ଉତ୍ତେଜନା ଲାଗି ରହିଛି । ଆଜି ମଧ୍ୟ ଗୋଟିଏ ଗୋଷ୍ଠୀର ଛାତ୍ର କଲେଜ ଗେଟ ସମ୍ମୁଖରେ ତୀବ୍ର ଉତ୍ତେଜନା

ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର

ଭୁବନେଶ୍ୱର : ସାବାଡ୍ ହେବେ ନିଶା ମାଫିଆ ।  ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର ।  ରାଜଧାନୀରେ ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର ।  ଚାରି ଚାରି ଥର ଗିରଫ ପରେ ମଧ୍ୟ ଚେତୁନଥିବାରୁ ଭାଙ୍ଗିଲା ଘର ।  ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଭାଙ୍ଗିଲା ନିଶା ମାଫିଆଙ୍କ ଘର

ଆଧାର ସଂଶୋଧନ ଜରୁରୀ ହେଉଥିବା ବେଳେ ଆଧାର କେନ୍ଦ୍ର ବନ୍ଦକୁ ନେଇ ଅସନ୍ତୋଷ ବୃଦ୍ଧି….

ମାଲକାନଗିରି ଆଧାର ସଂଶୋଧନକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଆଧାର ସଂଯୋଗୀକରଣ ପାଇଁ କେନ୍ଦ୍ରରେ ସକାଳୁ ସଞ୍ଜ ଯାଏ ଅପେକ୍ଷା କରୁଛନ୍ତି ଲୋକେ , କିନ୍ତୁ କେନ୍ଦ୍ରରେ ତାଲା ଝୁଲିବା ସହ କର୍ମଚାରୀ ନିୟମିତ ଆସୁନଥିବା ଅଭିଯୋଗ ହୋଇଛି । ସରକାରୀ ସୁବିଧା ପାଇବାକୁ ହେଲେ ଆଧାର