Sign in
Sign in
Recover your password.
A password will be e-mailed to you.
ନବରଙ୍ଗପୁର ଠାରେ ଆନ୍ତଃ ରାର୍ଜୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ର ଶୁଭାରମ୍ଭ…
ନବରଙ୍ଗପୁର ତା ୦୯.୦୯.୨୦୨୫:ଆଜି ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ 10:00ଘ ସମୟରେ ଜିଲ୍ଲାପାଳ, ନବରଙ୍ଗପୁର ଡ. ମହେଶ୍ୱର ସ୍ୱାଇଁ, ଜିଲ୍ଲା ଶ୍ରମ ଅଧିକାରୀ, ଅନ୍ୟାନ୍ୟ କର୍ମଚାରୀ ଓ ଟ୍ରେଡ ୟୁନିଅନ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ଏକ ଆନ୍ତର୍ରାଜ୍ୟୀୟ ପ୍ରବାସୀ ଶ୍ରମିକ!-->…
ନାବାଳିକାଙ୍କୁ ବଳାତ୍କାର ଘଟଣା : ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ : ବ୍ୟବହୃତ ଗାଡି ଜବତ…
ବାଲିଗୁଡା, ତା, ୦୯/୦୯: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶିକାର ହୋଇଥିଲେ ଉକ୍ତ ମାମଲାରେ ଅଭିଯୁକ୍ତକୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି।!-->…
ଚୋରା ସୁନାର ହୋବ୍ ଆସିକା : ଖବର ପ୍ରକାଶ ପରେ ପ୍ରଶାସନ ର ସ୍କାନର ରେ କାମେଶ୍ୱର ….!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହର ଚୋରା ସୁନା କ୍ରୟ କରିବାରେ ରାଜ୍ୟରେ ପ୍ରଥମ ସ୍ଥାନ ହେବାର ନଜିର ରହିଛି। କେତେବେଳେ ସୁନୀଲ ତ କେତେବେଳେ କାମେଶ୍ୱରଙ୍କ ନାଁ କୁ ନେଇ ଚର୍ଚ୍ଚା ଜୋର ଧରିଛି। ଅମାପ ସମ୍ପତ୍ତିର ପାହାଡ଼ ଉପରେ ବସି ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ୱ ଲୁଟୁ ଥିବା!-->…
ପ୍ରଶାସନର ପଲିଥିନ ନିଷିଦ୍ଧ ଏକ ଭେଳିକି ! : ଗାଈ ପେଟରୁ ବାହାରିଲା ୫୦ କିଲୋ ଜରି
ବ୍ରହ୍ମପୁର; ୦୮/୦୯ : ରାଜ୍ୟରେ ପଲିଥିନ ବ୍ୟାଗ୍ ଓ ପ୍ଲାଷ୍ଟିକ ବ୍ୟବହାରକୁ ସରକାରଙ୍କ ପକ୍ଷରୁ ନିଷିଦ୍ଧ କରାଯାଇଛି। କିନ୍ତୁ ତାହା କେବଳ କାଗଜକଲମରେ ସୀମିତ ରହିଛି। କିଛିଦିନ ଧରପଗଡ ପରେ ସରକାରୀ କଳ ଶୋଇପଡ଼ିଛି। ଯେଉଁଥିପାଇଁ ଆଜି ଛୋଟରୁ ବଡବଡ ଦୋକାନରେ କିଣାକିଣି ବେଳେ ପଲିଥିନ ବ୍ୟବହାର!-->…
ଗ୍ରାମପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ନୂଆପଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଦିନ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ତଥା ଭାର ପ୍ରାପ୍ତ ବିଡ଼ିଓ ଶ୍ରୀଯୁକ୍ତ ବିଶ୍ୱ ରଞ୍ଜନ କହଁର, ଏ ବି ଡି ଓ ଶ୍ରୀମତୀ ରେଶମା କୁମାରୀ ସାମଲ,!-->…
ମାନ୍ୟମକୋଣ୍ଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ମାଲକାନଗିରି : ଆଜି କାଲିମେଳା ବ୍ଲକ୍ ମାନ୍ୟମକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି!-->…
ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ, ୨ଗୁରୁତର
କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ!-->…
ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବଢ଼ିଚାଲିଛି ଅପରାଧିକ କାର୍ଯ୍ୟକଳାପ
ବାଲିଗୁଡା, ତା, ୦୮/୦୯ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ!-->…
ଝରିଗାଁଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର : ଆଜି ଝରି ଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ!-->!-->!-->…
ନବରଙ୍ଗପୁରଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
ନବରଙ୍ଗପୁର : ଆଜି ସ୍ଥାନୀୟ ଶିକ୍ଷା ଓ ଶିକ୍ଷକ ପ୍ରତିଷ୍ଠାନର ସଭାଗୃହ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରି ଛତ୍ରପତି ସାହୁ ଙ୍କ ଅଧକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଗୈlରୀଶଙ୍କର!-->…