Sign in
Sign in
Recover your password.
A password will be e-mailed to you.
ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୨କୁ ବୃଦ୍ଧି
ନୂଆଦିଲ୍ଲୀ: ଆସାମର ଶିବସାଗର, ଗୋଲାଘାଟ, ଜୋରହାଟ, ନାଗାଓଁ ଏବଂ ଚରାଇଦେଓ ଜିଲ୍ଲା ବନ୍ୟାରେ ବୁଡ଼ି ରହିଛି। ଯାହା ଫଳରେ ରାଜ୍ୟରେ ଏବେ ବି ୧.୯୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆଉ ଏବେ ମୃତ୍ୟୁ ସଂଖ୍ୟା ୮୨ରେ ପହଞ୍ଚିଛି।
ଗୁରୁବାର ଠାରୁ ବନ୍ୟା ପରିସ୍ଥିତିରେ ଉନ୍ନତି ଆସିଥିବା ବେଳେ!-->!-->!-->…
ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର
ନୂଆଦିଲ୍ଲୀ:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଦିନ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ‘ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର-୨୦୨୬’ ପ୍ରଦାନ କରିବା ସହ ତାଙ୍କର ପ୍ରଶଂସା କରିଛନ୍ତି। ଦେଶର ଆଭ୍ୟନ୍ତରୀଣ ଏବଂ ବାହ୍ୟ ସୁରକ୍ଷାରେ ଉଲ୍ଲେଖନୀୟ ଅବଦାନ ପାଇଁ ଅଜିତ!-->…
ଶସ୍ତା ହେଲା କମର୍ସିଆଲ ସିଲିଣ୍ଡର
ନୂଆଦିଲ୍ଲୀ : ଖୁସି ସହ ଆଶ୍ୱସ୍ତି ଖବର। ଶସ୍ତା ହେଲା କମର୍ସିଆଲ ସିଲିଣ୍ଡର। ହୋଟେଲ ଏବଂ ରେଷ୍ଟୁରାଣ୍ଟ ଭଳି ବିଭିନ୍ନ ସ୍ଥାନରେ ବ୍ୟବହୃତ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ଶନିବାର ଦିନ ଯଥେଷ୍ଟ ହ୍ରାସ ପାଇଛି। ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୧୯୨ ଟଙ୍କା ହ୍ରାସ ପାଇଛି। ବିମାନ!-->…
ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ । ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର । ଭୁବନେଶ୍ୱର ଡିସିପି, IB ଅଧିକାରୀ, ଷ୍ଟେସନ୍ ନିର୍ଦ୍ଦେଶକ ଉପସ୍ଥିତ ଥିଲେ । ତିନି ଦିନିଆ ଓଡ଼ିଶା!-->…
ଆବାସ ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଭେଟିଲେ ମନ୍ତ୍ରୀ, ସଦର ବିଡିଓଙ୍କୁ କଲେ ତାଗିଦ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଆବାସ ଯୋଜନାରେ ହିତାଧିକାରୀଙ୍କ ତାଲିକା ନେଇ ବେଶ ମାନମାନି କରାଯାଇଥିବା ଅଭିଯୋଗ ଉଠିଛି । ତେବେ ପ୍ରଥମ ପର୍ଯ୍ୟାୟ ତାଲିକା ଆସିବା ପରେ ବିଭିନ୍ନ ବ୍ଳକରେ ନାମ କଟିଥିବା ଯୋଗ୍ୟ ହିତାଧିକାରୀ ମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ବଢ଼ିବାରେ ଲାଗିଛି । ଏସବୁ!-->…
ବନ୍ୟା ପାଇଁ ବଢ଼ିଲା SIR ଅବଧି, ୧୫ ଦିନ ଘୁଞ୍ଚାଇଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର : ଓଡ଼ିଶାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ ପ୍ରକ୍ରିୟାର ସମୟ ସୀମାକୁ ୧୫ ଦିନ ବୃଦ୍ଧି କରାଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଏସ୍. ଗୋପାଳନ କହିଛନ୍ତି, ବର୍ତ୍ତମାନ ରାଜ୍ୟର ୧୯ଟି ଜିଲ୍ଲା ବନ୍ୟାରେ ପ୍ରଭାବିତ ହୋଇଥିବାରୁ ସରକାରୀ!-->…
ମହାନଦୀରେ ଟଳୁଛି ବଡ଼ ବନ୍ୟା ଆଶଙ୍କା
ଭୁବନେଶ୍ୱର : ମହାନଦୀରେ ଆଉ ବଢ଼ିବନି ପାଣି । ଟଳୁଛି ବଡ଼ ବନ୍ୟା ଆଶଙ୍କା । ତେବେ ତଳମୁଣ୍ଡରେ ଜଳବନ୍ଦି ସ୍ଥିତି ଦେଖାଯିବ । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା, ଦୁଇ ଦିନ ତଳେ ଥିଲା ସର୍ବାଧିକ ବନ୍ୟା । ଆଉ ପାଣି ବଢ଼ିବାର ଆଶଂକା ନାହିଁ ।!-->…
ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଆଗମନ ଜିଲ୍ଲାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ : ଜିଲ୍ଲାପାଳ
ବିଭାଗ ଅନୁଯାୟୀ ନ୍ୟସ୍ତ ଦାୟିତ୍ୱ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପନ୍ନ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସ ୪ ଓ ୫!-->!-->!-->!-->!-->…
ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଦ୍ୟୁତ ସର୍ଟ ସର୍କିଟରୁ ଏସି ଓ କାନ୍ଥର ଟାଇଲି ଜଳିଗଲା
ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକନ୍ଦ୍ରରେ ରୋଗୀ ନିରୀକ୍ଷଣ ଗୃହରେ ସର୍ଟ ସର୍କିଟ ଯୋଗୁଁ ଏସି ଓ କାନ୍ଥ ଟାଇଲି ମଧ୍ୟପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ରୋଗୀ ନିରୀକ୍ଷଣ ଗୃହଟି ବନ୍ଦ ରହିଥିବା ବେଳେ ଉକ୍ତ ଗୃହରେ କୌଣସି କାରଣରୁ ବିଦ୍ୟୁତ୍ ସର୍ଟ ସର୍କିଟ ହୋଇ ଏହି!-->…
ଦ୍ୱିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ : ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି…
ନୟାଗଡ଼, ୦୧/୦୮(ନିସର୍ତ୍ତ) :ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ଦ୍ୱିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କ୍ଲଷ୍ଟରର ବିଭିନ୍ନ ଶିକ୍ଷାଗତ କାର୍ଯ୍ୟକ୍ରମ ଓ ସଫଳତାକୁ ଶବ୍ଦ ଓ ଚିତ୍ର ମାଧ୍ୟମରେ ଲିପିବଦ୍ଧ!-->…